ଗୋଟିଏ ଦିନରେ ୧, ୪୧.୦୦୦ଜରିମାନା ଆଦାୟ

ଭଦ୍ରକ ଅଫିସ,୧୪।୪: ଜିଲାରେ ଲକ୍‌ଡାଉନ୍‌ ଚାଲିଥିବା ବେଳେ ଆଇନ ଉଲ୍ଲଂଘନକାରୀଙ୍କ ଉପରେ ପୋଲିସ ପକ୍ଷରୁ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଇଛି। ସୋମବାର ସକାଳୁ ସନ୍ଧ୍ୟା ଭିତରେ ଜିଲାର ବିଭିନ୍ନ ଥାନା ପୋଲିସ ସମୁଦାୟ ୧,୪୧.୦୦୦ଟଙ୍କା ଜରିମାନା ଆଦାୟ କରିଛି। ମୋଟ ୧୨୦ଟି ବାଇକରୁ ଏହି ଜରିମାନା ସଂଗ୍ରହ କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୀମା ପାର ହୋଇ ଚାଉଳ, ବହି ନେବାକୁ ଆସୁଥିବା ଛାତ୍ରୀଛାତ୍ରଙ୍କୁ ଫେରାଇଲା ପୋଲିସ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୬।୪(ଡି.ଏନ୍‌.ଏ.)- ଲକ୍‌ଡାଉନ ପରେ କନ୍ଧମାଳ ଜିଲାର ସବୁ ସୀମାକୁ ସିଲ୍‌ କରାଯାଇଛି। କନ୍ଧମାଳ-ଗଜପତି ଜିଲାର ସୀମା ବ୍ରାହ୍ମଣୀଗଁା ଥାନା ଝିଞ୍ଜିରିଗୁଡାଠାରେ ସଶସ୍ତ୍ର ପୋଲିସ ମୁତୟନ ହୋଇଛଡ଼୍‌ତି।...

ଲକ୍‌ଡାଉନ୍‌ ପାଇଁ ସମସ୍ୟାରେ ବରିଷ୍ଠ ନାଗରିକ

ଭୁବନେଶ୍ୱର,୧୧ା୪ (ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ପାଇଁ ସରକାର ଏପ୍ରିଲ ୩୦ ପର୍ଯ୍ୟନ୍ତ ଲକ୍‌ଡାଉନ୍‌କୁ ବୃଦ୍ଧି କରିଛନ୍ତି। ଏବେ ଏହି ଲକ୍‌ଡାଉନ୍‌ ପାଇଁ ଅଧିକ ସମସ୍ୟା...

କେନ୍ଦ୍ର ବଜେଟରେ ଓଡ଼ିଶାକୁ ରେଳ ଅନୁଦାନ: ମିଳିବ ୬ହଜାର କୋଟି

ଭୁବନେଶ୍ୱର, ୧୦।୭(ବ୍ୟୁରୋ): ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ବଜେଟ୍‌ରେ ଓଡ଼ିଶାକୁ ରେଳ ଅନୁଦାନ। ରାଜ୍ୟ ପାଇଁ ମୋଟ ୫୮୦୦ ରୁ ୬୦୦୦ କୋଟି ଟଙ୍କା...

ବାଲୁଗୁଡ଼ାର ବିଭିନ୍ନ ଅନୁଷ୍ଠାନରେ ମା’ ସରସ୍ବତୀଙ୍କ ପୂଜା

ବାଲିଗୁଡ଼ା,୩୦।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡା ଟାଉନ ତଥା ଏହାର ଆଖପାଖ ଅଞ୍ଚଳରେ ବିଦ୍ୟାଦାତ୍ରୀ ମା’ସରସ୍ବତୀଙ୍କ ପୂଜା ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଯଥାବିଧି ଅନୁଯାୟୀ,...

ପିଆଇସିଟିରେ ଚାକିରି ଦେବା ନାଁରେ ଠକେଇ: ୪୬ ଜଣଙ୍କୁ ଭୁଆଁ ବୁଲାଇଲେ ଯୁବକ

ପାରାଦୀପ,୧୩।୧୦(ସ୍ବ.ପ୍ର.): ପାରାଦୀପ ବନ୍ଦରରେ ୩୦ ବର୍ଷିୟା ବର୍ଥ ନେଇଥିବା ପିଆଇସିଟି (ପାରାଦୀପ ଇଣ୍ଟରନ୍ୟାଶନାଲ କାର୍ଗୋ ଟର୍ମିନାଲ) କମ୍ପାନୀରେ ଚାକିରି କରାଇଦେବା ନଁାରେ ଜଣେ ଯୁବକ ୪୬...

ଶ୍ରାବଣରେ ମୁଣ୍ଡଫଟା ଖରା : କେନାଲରେ ପାଣି ନାହିଁ, ଚାଷୀକୁଳ ଚିନ୍ତାରେ

କନିଷି,୨୪।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକରେ ବର୍ଷାଭାବରୁ ଚାଷୀକୁଳ ଚିନ୍ତାରେ ପଡ଼ିଛନ୍ତି । ଶ୍ରାବଣ ମାସରେ ମୁଣ୍ଡଫଟା ଖରା ହେଉଥିବାରୁ କେନାଲରେ ପାଣି ନାହିଁ। ଫଳରେ...

ଲକ୍‌ଡାଉନ୍‌ ମାନୁନାହାନ୍ତି ଲୋକେ, ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି ପୋଲିସ

ମୁନିଗୁଡ଼ା,୬ା୪(ଡି.ଏନ୍‌.ଏ.): କରୋନା ଭୂତାଣୁ ଲାଗି ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ସୋମବାର ଏହା ୧୩ ଦିନରେ ପହଞ୍ଚିଛି। ବହୁ ଲୋକ ଏହାକୁ ସମ୍ପୂର୍ଣ୍ଣ...

ଆଜି ଆଉ ୭ ଜୀବନ ନେଲା କରୋନା: ମୃତ୍ୟୁସଂଖ୍ୟା ୧୪୭କୁ ବୃଦ୍ଧି

ଭୁବନେଶ୍ୱର,୨୭ା୭(ବ୍ୟୁରୋ) : ସୋମବାର ରାଜ୍ୟରେ କରୋନା ଆଉ ୭ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୪୭କୁ ବୃଦ୍ଧି ପାଇଥିବା...

Coronavirus Update


Archives

Model This Week

Why Dharitri