ଗୋଟିଏ ପରିବାରର ୧୩ ଜଣ କରୋନାରେ ପୀଡ଼ିତ

ମିରଠ,୩୦।୩: ଉତ୍ତରପ୍ରଦେଶର ମିରଠରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏଠାରେ ଏବେ ଗୋଟିଏ ପରିବାରର ୧୩ ଜଣ କରୋନା ଭାଇରସରେ ପୀଡ଼ିତ ଥିବା ଜଣାପଡିଛି। ଏମାନଙ୍କ ସଂଖ୍ୟା ଆହୁରି ବଢିପାରେ ବୋଲି କୁହାଯାଉଛି। କାରଣ ଉକ୍ତ ପରିବାରର ୪୬ ଜଣଙ୍କ ନମୁନା ପରୀକ୍ଷା ପାଇଁ ଯାଇଥିବା ବେଳେ ଅନ୍ୟମାନଙ୍କର ରିପୋର୍ଟ ଆସିବା ବାକି ରହିଛି। ତେବେ ଉକ୍ତ ପରିବାରର ୫ ଜଣ ପ୍ରଥମେ କରୋନାରେ ପୀଡ଼ିତ ଥିବା ଜଣାପଡିଥିଲା। ହେଲେ ଚେନ୍‌ ଅଫ୍‌ ଟ୍ରାସ୍ନମିଶନ ଯୋଗେ ସୋମବାର ଅନ୍ୟ ୮ଜଣ କରୋନା ପଜିଟିଭ ବାହରିଥିଲେ। ଅନ୍ୟମାନଙ୍କୁ କରୋନା ହୋଇଥାଇପାରେ ବୋଲି କୁହାଯାଉଛି। ଏବେ ଏମାନେ ସମସ୍ତେ ଚିକିତ୍ସାଧିନ ଥିବା ବେଳେ ସମସ୍ତେ ସୁସ୍ଥଥିବା କୁହାଯାଉଛି। ସୂଚନାଯୋଗ୍ୟ, ପ୍ରଥମେ ମହାରାଷ୍ଟ୍ରରୁ ଜଣେ ବ୍ୟକ୍ତି ଉକ୍ତ ପରିବାରକୁ ଅର୍ଥାତ୍‌ ତାଙ୍କ ଶ୍ୱଶୁର ଘରକୁ ଆସିଥିବା ବେଳେ ତାଙ୍କ ପତ୍ନୀ ଓ ଅନ୍ୟ ୩ ଜଣଙ୍କ ପାଖରେ କରୋନା ପଜିଟିଭ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ରେଳ ଷ୍ଟେଶନ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ, ୨୨ କୋଟି ବ୍ୟୟ ଅଟକଳରେ ନିର୍ମିତ…

କେସିଙ୍ଗା,୧୭ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ମୁଖ୍ୟଦ୍ୱାର ଦେଶରେ ଥିବା କେସିଙ୍ଗା ରେଲଓ୍ବେ ଷ୍ଟେଶନର ଶୁଭ ଉଦ୍‌ଘାଟନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କରକମଳରେ ଭର୍ଚୁଆଲ ଦ୍ବାରା ଶୁକ୍ରବାର ଅପରାହ୍ନରେ…

ବଦଳିଗଲା NDA ସଂସଦୀୟ ଦଳର ନାମ: ଏବେ ‘ମଙ୍ଗଳ ମିଳନ’ ନାମରେ ହେବ ବୈଠକ

ନୂଆଦିଲ୍ଲୀ,୧୭।୭: କେନ୍ଦ୍ରରେ ଭାରତୀୟ ଜନତା ପାର୍ଟି (BJP) ନେତୃତ୍ୱାଧୀନ ଶାସକ NDA ମେଣ୍ଟ ସଂସଦୀୟ ବୈଠକର ନାମ ବଦଳାଇ ଦିଆଯାଇଛି। ଏବେ ଏହାକୁ ‘ମଙ୍ଗଳ ମିଳନ’ ନାମ…

ରାଜ୍ୟ ସଭାରେ ପ୍ରଥମେ ‘ବନ୍ଦେ ମାତରମ’ ବିଲ ଆଗତ କରିବେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା; ଅସମ୍ମାନ କଲେ କଠୋର ଦଣ୍ଡ

ନୂଆଦିଲ୍ଲୀ,୧୭।୭: ସଂସଦର ମୌସୁମୀ ଅଧିବେଶନରେ ଯାହା ଜୁଲାଇ ୨୦ରୁ ଆରମ୍ଭ ହେଉଛି, ଅନେକ ବିଲ ଉପସ୍ଥାପନ ପାଇଁ ତାଲିକାଭୁକ୍ତ ହୋଇଛି ଯେଉଁଥିରେ ଜାତୀୟ ଗୀତ ‘ବନ୍ଦେ ମାତରମ’କୁ…

ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଓସେପା ଅଫିସରେ କ୍ରାଇମବ୍ରାଞ୍ଚ ଟିମ୍‌

ଭୁବନେଶ୍ୱର,୧୭।୭: ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଡିଏସ୍‌ପି ନରେନ୍ଦ୍ର ବେହେରାଙ୍କ ନେତୃତ୍ୱରେ ୪ ଜଣିଆ ଟିମ୍‌ ଶୁକ୍ରବାର ଓସେପା ଅଫିସ୍‌ରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତଦନ୍ତ…

ସୋନମ ୱାଙ୍ଗଚୁକଙ୍କ ଅନଶନକୁ ନେଇ ସଜାଗ ହେଲେ କେନ୍ଦ୍ର ସରକାର, ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୧୭।୭: ସୋନମ ୱାଙ୍ଗଚୁକଙ୍କ ଅନଶନର ତୃତୀୟ ସପ୍ତାହ ଆରମ୍ଭ ହେବା ପରେ କେନ୍ଦ୍ର ସରକାର ସମ୍ପୂର୍ଣ୍ଣ ତତ୍ପର ହୋଇଉଠିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦିଲ୍ଲୀର ତିନୋଟି ହସ୍ପିଟାଲକୁ…

‘ସେକେଣ୍ଡ କ୍ଲାସ୍ ପାସେଞ୍ଜର’ କହିବା ବନ୍ଦ କର: ଭାରତୀୟ ରେଳବାଇକୁ ସୁପ୍ରିମ୍ କୋର୍ଟଙ୍କ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୭।୭: ଭାରତୀୟ ରେଳବାଇରେ ସୁଧାର ଏବଂ ଯାତ୍ରୀମାନଙ୍କ ସୁରକ୍ଷାକୁ ନେଇ ସୁପ୍ରିମ୍ କୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି। ଜଷ୍ଟିସ୍ ସଞ୍ଜୟ କରୋଲ ଏବଂ ଜଷ୍ଟିସ୍ ଏନ୍.…

‘ତୁମ ନାମରୁ ‘ଡାକ୍ତର’ ଶବ୍ଦ ହଟାଅ’: ଚିକିତ୍ସା ନ ମିଳିବାରୁ ୪ ବର୍ଷୀୟା ବଳାତ୍କାର ପୀଡିତାଙ୍କ ମୃତ୍ୟୁ; ଗାଜିଆବାଦର ୨ ହସ୍ପିଟାଲକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୧୭।୭: ସୁପ୍ରିମକୋର୍ଟ ଗାଜିଆବାଦର ଦୁଇଟି ଘରୋଇ ହସ୍ପିଟାଲ ଏବଂ ସେମାନଙ୍କର ଡାକ୍ତରଙ୍କୁ ଶୁକ୍ରବାର ଜଣେ ଚାରି ବର୍ଷୀୟା ବଳାତ୍କାର ପୀଡିତାଙ୍କୁ ସମୟୋଚିତ ଚିକିତ୍ସା ଯୋଗାଇ ନ ଦେବା…

ଅକାଳରେ ଜନ୍ମିତ ହାତୀଛୁଆର ମୃତ୍ୟୁ, ଜଙ୍ଗଲରେ ଜଗି ରହିଲେ ବନ କର୍ମଚାରୀ

ରିଆମାଳ,୧୭ା୭(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ମହାସିନ୍ଧୁ ଗ୍ରାମ ଜଙ୍ଗଲରେ ଗୁରୁବାର ସନ୍ଧ୍ୟାରେ ଏକ ଅକାଳରେ ଜନ୍ମିତ ହାତୀ ଶାବକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri