ଗୋଟିଏ ବର୍ଷରେ ୨୦ ଲକ୍ଷ ବିଲେଇ ହତ୍ୟା କରିବେ ଅଷ୍ଟ୍ରେଲିଆ ସରକାର

କାନ୍‌ବେରା,୨।୫: ଆସନ୍ତା ୨୦୨୦ ସୁଦ୍ଧା ଅଷ୍ଟ୍ରେଲିଆ ସରକାର ୨୦ ଲକ୍ଷ ଜଙ୍ଗଲୀ ବିଲେଇ ହତ୍ୟା କରିବେ। ଏନେଇ ଯୋଜନା ପ୍ରସ୍ତୁତ ହୋଇଛି। ବିଲେଇଙ୍କ ଯୋଗୁ ଅନେକ ପ୍ରାଣୀ, ପକ୍ଷୀ ତଥା ସରିସୃପ ପ୍ରଜାତି ଲୋପ ପାଇଥିବା କୁହାଯାଇଛି। ବିଲେଇଙ୍କ ସଂଖ୍ୟା ବଢ଼ିବା ଯୋଗୁ ସେମାନେ ଖାଇବା ପାଇଁ ବିଭିନ୍ନ ପ୍ରଜାତିର ପ୍ରାଣୀ, ପକ୍ଷୀ ତଥା ସରିସୃପ ଶୀକାର କରିଥିବା ସରକାର ସୂଚନା ଦେଇଛନ୍ତି। ଇତିମଧ୍ୟରେ ବିଲେଇ ୩୭୭ ନିୟୁତ ପକ୍ଷୀ ଏବଂ ୬୪୯ ନିୟୁତ ସରିସୃପ ଶୀକାର କରିଛନ୍ତି। ବିଲେଇଙ୍କୁ ମାରିବା ପାଇଁ କଙ୍ଗାରୁ ମାଂସ ତଥା ଚିକେନ୍‌ରେ ବିଷ ମିଶାଯାଇ ହେଲିକପ୍ଟରରୁ ଜଙ୍ଗଲରେ ପକାଯିବ। ଏହାକୁ ଖାଇବାର ୧୫ ମିନିଟ୍‌ ମଧ୍ୟରେ ବିଲେଇର ମୃତ୍ୟୁ ଘଟିବ ବୋଲି ସରକାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ମୋଦିଙ୍କୁ ପ୍ରଶଂସା କଲେ ଟ୍ରମ୍ପ

ଓ୍ବାଶିଂଟନ,୧୪।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ନିକଟରେ ହ୍ବାଇଟ ହାଉସରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଏହା...

ଆମେରିକାରେ ଆର୍ଥିକ ସ୍ଥିତି ଗମ୍ଭୀର

ଲରେଡୋ, ଟେକ୍ସାସ,୨୬ା୩: କରୋନା ସଂକ୍ରମଣ ଯୋଗୁ ବିଶ୍ୱର ସବୁଠୁ ଧନୀ ରାଷ୍ଟ୍ର ଆମେରିକାର ଆର୍ଥିକ ସ୍ଥିତି ଗୁରୁତର ପ୍ରଭାବିତ ହୋଇଛି। ନୂତନ ତଥ୍ୟ ପଦାକୁ ଆସିବା...

ମୁଣ୍ଡରେ କେଶ ନ ଥିବା ପୁରୁଷଙ୍କୁ କରୋନା ସଂକ୍ରମଣ ଆଶଙ୍କା ଅଧିକ

ଓ୍ବାଶିଂଟନ, ୬।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଅଚଳାବସ୍ଥା ସୃଷ୍ଟି ହୋଇଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବଂ ମୃତକଙ୍କ ସଂଖ୍ୟା ପ୍ରତିଦିନ ବଢ଼ିଚାଲିଛି। ଶିଶୁ,...

୧୧ ବର୍ଷ ହେଲା ପହଁରି ଅଫିସ ଯାଉଛନ୍ତି ଝୁ ବିବୁ

ବେଜିଂ,୨୨।୪: ଚାଇନା ବୁହାନରେ ବାସ କରୁଥିବା ଜଣେ ବ୍ୟକ୍ତି ଗତ ୧୧ ବର୍ଷ ହେଲା ପହଁରି ଅଫିସ୍‌ ଯାଉଛନ୍ତି। ୟାଙ୍ଗ୍‌ଜୀ ନଦୀରେ ୨.୨ କିଲୋମିଟର ପହଁରିବାକୁ...

ଟ୍ରମ୍ପ୍‌ଙ୍କ ପକ୍ଷଚ୍ଛେଦନ ପାଇଁ ଆମେରିକା କଂଗ୍ରେସର ଉଦ୍ୟମ

ଓ୍ବାଶିଂଟନ,୧୦।୧: ଆମେରିକା ଓ ଇରାନ ପ୍ରତ୍ୟକ୍ଷ ଯୁଦ୍ଧରୁ ଛଘୁଞ୍ଚା ଦେଇଛନ୍ତି। ଅନ୍ୟପକ୍ଷରେ ଟ୍ରମ୍ପ୍‌ ନିଜ ଦେଶରେ ବିରୋଧର ସମ୍ମୁଖୀନ ହୋଇଛନ୍ତି। ତାଙ୍କ ଯୁଦ୍ଧ କ୍ଷମତାକୁ ନେଇ...

ପୁଣି ଚାଇନାକୁ ଟାର୍ଗେଟ କଲା ଆମେରିକା

ଓ୍ବାଶିଂଟନ୍‌,୬।୭: କରୋନା ଭାଇରସ୍‌କୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ସମୟରେ ଚାଇନାକୁ ଟାର୍ଗେଟ କରିଥାନ୍ତି। ସୋମବାର ପୁଣି ଥରେ ଟ୍ରମ୍ପ ଚାଇନାକୁ ଭର୍ତ୍ସନା...

ଆଫଗାନ ସେନା ଆକ୍ରମଣରେ ୧୬ ଆତଙ୍କବାଦୀ ନିହତ

କାବୁଲ,୧୯।୧୦: ଗତ ୨୪ ଘଣ୍ଟା ମଧ୍ୟରେ ଆଫଗାନିସ୍ତାନ ସେନାର ଅପରେଶନ ସମୟରେ ୧୬ ତାଲିବାନ ଓ ଆଇଏସ୍‌ ଆତଙ୍କବାଦୀ ନିହତ ହୋଇଥିବା ଶନିବାର ସୂଚନା ମିଳିଛି।...

ଶାଲଓ୍ବାର କମିଜ୍‌ ଉପରେ ବ୍ଲେଜର ପିନ୍ଧି ଲୋକହସା ହେଲେ ପାକ୍‌ କ୍ୟାପଟେନ୍‌

ବକିଂଘମ୍‌,୩୧।୫: ପାକିସ୍ତାନ କିକ୍ରେଟ ଟିମ୍‌ର କ୍ୟାପଟେନ ସରଫରାଜ ଅହମ୍ମଦ ବକିଂଘମ୍‌ ପ୍ୟାଲେସରେ ମହାରାଣୀଙ୍କୁ ପାରମ୍ପରିକ ପୋଷାକ ପିନ୍ଧି ଭେଟିବାକୁ ଯାଇଥିଲେ। ଏହି ପୋଷାକ ପାଇଁ ତାଙ୍କୁ...

Advertisement


Archives

Model This Week