ଗୋଟିଏ ବିଛଣା ଅଧିକ ଦିନଧରି ବ୍ୟବହାର କରୁଥିଲେ..

ଅନେକ ଲୋକ ଅଛନ୍ତି ସେମାନଙ୍କ ଶରୀରରେ କୌଣସି ରୋଗ ନ ଥିଲେ ବି ବାରମ୍ବାର ଆଲର୍ଜି, ସଂକ୍ରମଣ, କାଶ ଏବଂ ଜ୍ୱରରେ ପୀଡ଼ିତ ହୋଇଥାନ୍ତି। ଯେତେ ଔଷଧ ସେବନ କଲେ କି ଆଣ୍ଟିବାୟୋଟିକ୍‌ ନେଲେ କିଛି କାମ କରେନାହଁି । ଏଭଳି ସମୟରେ ବିଶେଷଜ୍ଞଙ୍କ ପରାମର୍ଶ ଓ ଔଷଧ ସେବନ ପରିବର୍ତ୍ତେ ପ୍ରଥମେ ନିଜ ତକିଆ ପରିବର୍ତ୍ତନ କରନ୍ତୁ। ଅନେକ ଗବେଷଣା ପରେ ତଥ୍ୟ ସାମ୍ନାକୁ ଆସିଛି ଯେ କୌଣସି ତକିଆକୁ ଦୁଇବର୍ଷରୁ ଊର୍ଦ୍ଧ୍ୱ ସମୟ ବ୍ୟବହାର କଲେ ତାହା ସ୍ବାସ୍ଥ୍ୟ ବିଗିଡ଼ିବାର ପ୍ରମୁଖ କାରଣ ପାଲଟିଥାଏ। ତକିଆ ଏବଂ ବିଛଣା ସହ ଜଡ଼ିତ ଏକ ଗବେଷଣାରୁ ଜଣାପଡ଼ିଛି, ଏହାକୁ ଅଧିକ ବର୍ଷ ବ୍ୟବହାର କରିବା ଦ୍ୱାରା ସେଥିରେ ଥିବା ଡେଡ୍‌ ସ୍କିନ୍‌ ସେଲ୍ସ ଯୋଗୁ ବିଭିନ୍ନ ପ୍ରକାର ଜୀବାଣୁ, କୀଟାଣୁ ଏବଂ ବ୍ୟାକ୍ଟେରିଆ ଜନ୍ମ ନେଇଥାନ୍ତି। ଏହା ଶ୍ୱାସକ୍ରୟା ସମୟରେଆମ ଶରୀର ଭିତରକୁ ପ୍ରବେଶ କରିଯାନ୍ତି। ଫଳରେ ବାରମ୍ବାର ରୋଗରେ ପଡ଼ିବାକୁ ହୁଏ। ଅନେକ ସମୟରେ ଏହି ବ୍ୟାକ୍ଟେରିଆ ଚର୍ମ ସଂକ୍ରମଣର କାରଣ ମଧ୍ୟ ପାଲଟିଥାଏ। ଆମେ ଯେତେବେଳେ ରୋଗରେ ପଡ଼ିଥାଉ, ସେତେବେଳେ ମଧ୍ୟ ଏହି ତକିଆ ବ୍ୟବହାର କରୁ। ଫଳରେ ଆଣ୍ଟିବାୟୋଟିକ୍‌ ସେବନରେ ରୋଗ ସିନା ଭଲ ହୋଇଯାଏ କିନ୍ତୁ ପୂରା ମାତ୍ରାରେ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍‌ ପ୍ରଶ୍ନପତ୍ର ଲିକ୍‌ ନେଇ ପ୍ରତିବାଦ, ବ୍ଲକ୍‌ କାର୍ଯ୍ୟାଳୟ ସମ୍ମୁଖରେ ଛାତ୍ରୀଛାତ୍ର ଏକାଠି ହୋଇ…

କେସିଙ୍ଗା,୨୩ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା ୟୁଥ ଆସୋସିଏଶନର ସଭାପତି ଶମ୍ଭୁ ବିଶିଙ୍କ ନେତୃତ୍ୱରେ ନିଟ୍‌ ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍‌ ଘଟଣାକୁ ନେଇ ୪ଦଫା ଦାବିପତ୍ର,…

Dharmendra Pradhan Love Story: ରାଜନୀତି ପଛରେ ଲୁଚିଥିବା ପ୍ରେମ କାହାଣୀ! ମଞ୍ଚରୁ ଆରମ୍ଭ ହୋଇଥିଲା….

ନୂଆଦିଲ୍ଲୀ,୨୩।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ପ୍ରତି ଜାତୀୟ ରାଜନୀତିରେ ଚର୍ଚ୍ଚାର ବିଷୟ ସାଜିଛନ୍ତି । ତାଙ୍କ ରାଜନୈତିକ ଯାତ୍ରା ସହିତ, ତାଙ୍କ ବ୍ୟକ୍ତିଗତ ଜୀବନର…

ମୋତେ ଚୁମ୍ବନ ଦେଇ… କରଣଙ୍କ ନାଁରେ ଗମ୍ଭୀର ଅଭିଯୋଗ ଆଣିଲେ ଅଭିନେତ୍ରୀ

ଟିଭି ଅଭିନେତ୍ରୀ ସାନଭି ତଲୱାର ଅଭିନେତା କରଣ କୁନ୍ଦ୍ରାଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ‘ୟେ କହାନ ଆ ଗୟେ ହମ’ ଟିଭି ଶୋ’ର ଶୁଟିଂ ସମୟରେ…

ଆରମ୍ଭ ହେବ ଯୁକ୍ତ ୨ ପାଠପଢ଼ା: ନୂଆ ଛାତ୍ରୀଛାତ୍ରଙ୍କୁ ସରକାରଙ୍କ ନୀତି ନିୟମ ଉପରେ ସଚେତନ କରାଇ…

ଭଞ୍ଜନଗର,୨୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରୀଛାତ୍ରଙ୍କ ନିମନ୍ତେ ପ୍ରବେଶ ଉତ୍ସବ ଗୁରୁବାର ଅନୁଷ୍ଠିତ…

ବିଲ ଭିତରକୁ ଓଲଟିଲା ବସ୍‌, ଭିତରେ ଥିଲେ ୫୦ ଯାତ୍ରୀ, ଆର୍ତ୍ତ ଚିତ୍କାର ଶୁଣି…

ନବରଙ୍ଗପୁର,୨୩ା୭(ସଦାଶିବ ପ୍ରହରାଜ): ୫୦ ଯାତ୍ରୀ ଥିବା ଏକ ବସ୍‌ ଗୁରୁବାର ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ବିଲ ମଧ୍ୟକୁ ଓଲଟି ପଡ଼ିଛି। ଫଳରେ ୧୫ରୁ ଅଧିକ ଯାତ୍ରୀ…

ପୁଣି ପ୍ରଶ୍ନପତ୍ର ଲିକ୍‌: ୨ ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀର ଜନ୍ତରମନ୍ତରରେ ପେପର ଲିକ ନେଇ ଚାଲିଥିବା ପ୍ରତିବାଦ ମଧ୍ୟରେ, ଉତ୍ତରାଖଣ୍ଡରେ ଆଉ ଏକ ପେପର ଲିକ ଖବର ସାମ୍ନାକୁ ଆସିଛି। ଉତ୍ତରାଖଣ୍ଡ ବୈଷୟିକ ବିଶ୍ୱବିଦ୍ୟାଳୟରେ…

ଘୋଷଣା କରୁ କରୁ ସକ୍ରିୟ ହୋଇଉଠିଲେ କେନ୍ଦ୍ର ସରକାର: ଏହି ୪ ରାଜ୍ୟରେ ହେବ…

ନୂଆଦିଲ୍ଲୀ,୨୩।୭: ନିଟ୍‌ ପ୍ରଶ୍ନପତ୍ର ଜାଲିଆତି ବା ଲିକ୍‌ ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ ଫାଷ୍ଟ ଟ୍ରାକ୍‌ କୋର୍ଟ ଗଠନ କରିବାର ଘୋଷଣା କରାଯିବା ପରେ କେନ୍ଦ୍ର…

ସରକାରୀ ଔଷଧ ଗୋଦାମ ପାର୍ଶ୍ଵରେ ପଡ଼ିଛି କୁଢ଼ କୁଢ଼ ଔଷଧ, ଏକ୍ସପାୟାରି…

ମୋହନା,୨୩।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଗୋଦାମ ଗୃହ ପାର୍ଶ୍ୱରେ ଥିବା ସରକାରୀ ପରିତ୍ୟକ୍ତ ଘର ଓ ବାହାରେ କୁଢ଼ କୁଢ଼ ଔଷଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri