Posted inଖେଳ

ଗୋଟିଏ ବି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ୍‌ ଖେଳି ନ ଥିବା ମୟଙ୍କ ଅଗ୍ରଓ୍ବାଲଙ୍କୁ ବିଶ୍ୱକପ୍‌ ଦଳରେ କାହିଁକି ମିଳିଲା ସ୍ଥାନ, ଜାଣନ୍ତୁ

ବର୍ମିଂହମ୍‌, ୨।୭: ଭାରତୀୟ ଦଳର ଅଲରାଉଣ୍ଡର ବିଜୟ ଶଙ୍କର ଆହତ ହୋଇ ବିଶ୍ୱକପର ବାକି ମ୍ୟାଚ୍‌ରୁ ବାଦ୍‌ ପଡିଛନ୍ତି। ତାଙ୍କ ସ୍ଥାନରେ କର୍ନାଟକ ବ୍ୟାଟ୍ସମ୍ୟାନ୍‌ ମୟଙ୍କ ଅଗ୍ରଓ୍ବାଲଙ୍କୁ ଦଳରେ ଯୋଗ ଦେବା ପାଇଁ ଡାକରା ମିଳିଛି। ବିଶ୍ୱକପରେ ଦଳରେ ମୟଙ୍କଙ୍କୁ ନେବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। କାରଣ ମୟଙ୍କ ଗତ ଅଷ୍ଟ୍ରେଲିଆ ବିପକ୍ଷରେ ଟେଷ୍ଟ ପଦାର୍ପଣ କରିଥିଲେ ମଧ୍ୟ ଦିନିକିଆରେ ଖେଳିବାର ସୁଯୋଗ ପାଇନାହାନ୍ତି। ଅମ୍ବତି ରାଇଡୁ ଏବଂ ଅଜିଙ୍କେ ରାହାଣେଙ୍କ ଭଳି ଅଭିଜ୍ଞ ବ୍ୟାଟ୍ସମ୍ୟାନ୍‌ ଥିଲେ ସୁଦ୍ଧା ମୟଙ୍କୁ ଦଳରେ କାହିଁକି ନିଆଗଲା ତାକୁ ନେଇ ବିତର୍କ ଆରମ୍ଭ ହୋଇଯାଇଛି। କୁହାଯାଉଛି ଭାରତୀୟ ଏ ଦଳର କୋଚ୍‌ ଥିବା ରାହୁଲ ଦ୍ରାଭିଡ ମୟଙ୍କଙ୍କ ନାଁ ସୁପାରିଶ କରିଛନ୍ତି। ନିକଟରେ ଇଂଲଣ୍ଡରେ ଅନୁଷ୍ଠିତ ହୋଇଥିବା ତ୍ରି-ରାଷ୍ଟୀୟ ସିରିଜରେ ଭାରତ-ଏକୁ ଚାମ୍ପିଅନ୍‌ କରାଇବାରେ ମୟଙ୍କଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା। ସେ ୪ଟି ମ୍ୟାଚ୍‌ରେ ୭୧.୭୫ ହାରରେ ୨୮୭ରନ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବନ୍ଦ ହେଲା ୪ ସ୍ଲୁଇସ ଗେଟ: ହୀରାକୁଦ ଜଳଭଣ୍ଡାରରେ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରବାର ୍ଯଯଯାହ୍ନରେ ପୁଣି ୪ଟି ସ୍ଲୁଇସ ଗେଟକୁ ବନ୍ଦ କରି…

ଉତ୍ତରାଞ୍ଚଳ ଡିଆଇଜି ଭାବେ ଦାୟିତ୍ୱ ଗ୍ରହଣ କଲେ ଚରଣ ସିଂ ମୀନା: ସାଇବର ଅପରାଧ ରୋକିବା ହେବ ପ୍ରାଥମିକତା

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ଉତ୍ତରାଞ୍ଚଳ ଡିଆଇଜି ଭାବେ ଆଇପିଏସ ଚରଣ ସିଂ ମୀନା ଆନୁଷ୍ଠାନିକ ଭାବେ ଯୋଗଦେଇଛନ୍ତି। ଗୁରୁବାର ସକାଳେ ସର୍ବପ୍ରଥମେ ସେ ସମ୍ବଲପୁରର ଆରାଧ୍ୟ ଦେବୀ ମା’…

Appleର ବଡ଼ ଘୋଷଣା! ଏହି ତାରିଖରେ ଲଞ୍ଚ ହେବ iPhone 18 Pro, ଏତିକି ରହିବ ଦାମ୍

ନୂଆଦିଲ୍ଲୀ,୨୭।୮: Apple ଶେଷରେ ନିଜର ବଡ଼ ଲଞ୍ଚ ଇଭେଣ୍ଟର ତାରିଖ ଘୋଷଣା କରିଛି । କମ୍ପାନୀ ଆସନ୍ତା ସେପ୍ଟେମ୍ବର ୯ ତାରିଖରେ Apple Event ଆୟୋଜନ କରିବ…

ସତ ହୋଇଗଲା ଭବିଷ୍ୟବାଣୀ! ବହୁ ବର୍ଷ ପୂର୍ବରୁ ନେପାଳକୁ ନେଇ ଏମିତି କହିଥିଲେ…

ନୂଆଦିଲ୍ଲୀ,୨୭।୮: ନେପାଳରେ ସୃଷ୍ଟି ହୋଇଥିବା ଭୟଙ୍କର ପରିସ୍ଥିତି ମଧ୍ୟରେ ଏବେ ଚର୍ଚ୍ଚାକୁ ଆସିଛି ପ୍ରସିଦ୍ଧ ଭବିଷ୍ୟବକ୍ତା ବାବା ଭେଙ୍ଗାଙ୍କ ପୁରୁଣା ଭବିଷ୍ୟବାଣୀ। ସୋସିଆଲ ମିଡିଆରେ ଦାବି କରାଯାଉଛି…

କ୍ୟାନସର୍‌ ମେଡିସିନକୁ ମିଳିଲା ମଞ୍ଜୁରୀ: ରୋଗୀଙ୍କ ପାଇଁ ବଡ଼ ଆଶ୍ୱସ୍ତି

ଓ୍ବାଶିଂଟନ୍‌,୨୭।୮: ଆମେରିକାର ଖାଦ୍ୟ ଏବଂ ଔଷଧ ପ୍ରଶାସନ (FDA) ମେଟାଷ୍ଟାଟିକ ପାନକ୍ରିଏଟିକ କ୍ୟାନସର୍‌ ରୋଗର ଚିକିତ୍ସା ପାଇଁ ରେଭଲ୍ୟୁସନ ମେଡିସିନ୍ସର ନୂତନ ଔଷଧ ‘ରାସୋକ’କୁ ଅନୁମୋଦନ କରିଛି।…

୩୦୦ରୁ ଅଧିକ ଭାରତୀୟଙ୍କ ପତ୍ତା ମିଳୁନି, ଚିନ୍ତାରେ ପରିବାର: କେଉଁ ରାଜ୍ୟରୁ କେତେ ନିଖୋଜ ଜାଣନ୍ତୁ…

କାଠମାଣ୍ଡୁ,୨୭।୮: ନେପାଳରେ ପ୍ରବଳ ବନ୍ୟା ଓ ଭୂସ୍ଖଳନ ଭୟଙ୍କର ଧ୍ୱଂସଲୀଳା ରଚିଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ଏପର୍ଯ୍ୟନ୍ତ ୧୬୨ ଜଣଙ୍କ ମୃତ୍ୟୁ ନିଶ୍ଚିତ ହୋଇଛି। ମୃତକଙ୍କ ସଂଖ୍ୟା…

ପୁଣି କ୍ରାଶ୍‌ ହେଲା ବିମାନ: ସବୁକିଛି ଚୁର୍‌ମାର୍‌, ବିମାନରେ ଥିଲେ…

ଲକ୍ଷ୍ନୌ,୨୭।୮: ଉତ୍ତର ପ୍ରଦେଶର କାନପୁରରେ ଏକ ବଡ଼ଧରଣର ବିମାନ ଦୁର୍ଘଟଣା ଘଟିଛି। ଗଙ୍ଗା ବ୍ୟାରେଜ ନିକଟରେ ଏକ ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଉଭୟ ପାଇଲଟଙ୍କ…

କିଏ ଏହି ଅନୟା ବାଙ୍ଗର, ଆପଣ ତାଙ୍କ ବିଷୟରେ କେତେ ଜାଣନ୍ତି? ଜାଣନ୍ତୁ ଜୀବନ କାହାଣୀ

ନୂଆଦିଲ୍ଲୀ,୨୭।୮: କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଦ୍ୱାରା ସମ୍ପ୍ରଦାୟ କ୍ରିକେଟ ଖେଳିବାକୁ ଅନୁମତି ଦିଆଯିବା ପରେ ଅନାୟା ବାଙ୍ଗର ବହୁତ ଚର୍ଚ୍ଚାର ବିଷୟ ହୋଇଛନ୍ତି। ସେ ସମ୍ପ୍ରତି ଖେଳକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri