Posted inଫୁରସତ

ଗୋଟିଏ ମଣ୍ଡପରେ ସ୍ତ୍ରୀ, ଶାଳୀଙ୍କୁ ବିବାହ କଲେ ଏହି ବ୍ୟକ୍ତି, ଜାଣନ୍ତୁ କାହିଁକି

ଭୋପାଳ,୯।୧୨: ମଧ୍ୟ ପ୍ରଦେଶରେ ଏକ ନିଆରା ବିବାହ ଅନୁଷ୍ଠିତ ହୋଇଯାଇଛି। ଭିଣ୍ଡ୍‌ ଜିଲାର ଜଣେ ଏକ ବିବାହ ମଣ୍ଡପରେ ଜଣେ ବ୍ୟକ୍ତି ନିଜ ସ୍ତ୍ରୀଙ୍କ ଭଉଣୀ ଅର୍ଥାତ୍‌ ଶାଳୀଙ୍କୁ ବିବାହ କରିଛନ୍ତି। ଏହାସହ ସେ ଉକ୍ତ ମଣ୍ଡପରେ ନିଜ ସ୍ତ୍ରୀଙ୍କୁ ପୁଣି ଥରେ ବିବାହ କରିଛନ୍ତି। ମେହଗାଓଁ ଜନପଦର ଗୁଦାବଲୀ ଗାଁରେ ଏଭଳି ଘଟଣା ଘଟିଛି। ମହିଳା ସରପଞ୍ଚ ବିନିତା ଏବଂ ଦିଲୀପଙ୍କ ବିବାହ ୯ ବର୍ଷ ପୂର୍ବେ ହୋଇଥିଲା। ଉଭୟଙ୍କ ତିନିଟି ସନ୍ତାନ ମଧ୍ୟ ଅଛନ୍ତି। ଦିଲ୍ଲୀପଙ୍କ କହିବା ମୁତାବକ, ବିନିତାଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍‌ ରହୁନି। ପିଲାମାନେ ଛୋଟ ଛୋଟ ହୋଇଥିବାରୁ ପ୍ରଥମ ସ୍ତ୍ରୀ ବିନିତାଙ୍କଠାରୁ ସ୍ବୀକୃତି ପାଇବା ପରେ ଦ୍ୱିତୀୟ ବିବାହ କରିଛନ୍ତି ବୋଲି ସେ କହିଛନ୍ତି। ବିବାହ ମଣ୍ଡପରେ ଶାଳୀଙ୍କ ବେକରେ ବରଣମାଳା ଉଭୟ ବିନିତା ଏବଂ ଦିଲୀପ ପକାଇଥିଲେ। ଏପରିକି ବିନିତା ମଧ୍ୟ ବଧୂ ବେଶରେ ସଜେଇ ହୋଇଥିଲେ। ଦିଲ୍ଲୀପଙ୍କ ଗୋଟିଏ ପଟରେ ସ୍ତ୍ରୀ ଆର ପାର୍ଶ୍ୱରେ ଶାଳୀ ବସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

BJP ଅଫିସ୍‌ରେ ଆତଙ୍କ! AC ତଳୁ ବାହାରିଲା ୫ ଫୁଟ୍‌ର କିଙ୍ଗ କୋବ୍ରା, ତା’ପରେ…

ସୀତାପୁର,୯।୯: ଉତ୍ତରପ୍ରଦେଶର ସୀତାପୁରରେ ବୁଧବାର ସକାଳେ BJP କାର୍ଯ୍ୟାଳୟରେ ଦେଖିବାକୁ ମିଳିଥିଲା ଆତଙ୍କଜନକ ଦୃଶ୍ୟ। କାର୍ଯ୍ୟାଳୟରେ ଥିବା କର୍ମଚାରୀମାନେ ପ୍ରାୟ ୫ ଫୁଟ ଲମ୍ବର ଏକ କିଙ୍ଗ…

ସ୍କୁଲରେ ତାଲା ପକାଇଲେ ଅଭିଭାବକ:ବାତ୍ୟା ଆଶ୍ରୟସ୍ଥଳୀରେ ପାଠପଢ଼ିଲେ ଛାତ୍ରୀଛାତ୍ର

ମହାକାଳପଡ଼ା,୯।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳବର୍ତ୍ତୀ ସୁନିତି ପଞ୍ଚାୟତ ଅନ୍ତର୍ଗତ ଓଲ୍ଡ ଫିଲ୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଭିଭାବକମାନେ ତାଲା ପକାଇବା ଘଟଣାକୁ…

ପ୍ରଧାନ ଶିକ୍ଷକଙ୍କ ବଦଳି ନିଷ୍ପତ୍ତି ପ୍ରତ୍ୟାହାର ଦାବି: ଧାରଣାରେ ବସିଲେ ଅଭିଭାବକ

ବରୀ,୯।୯(ମହେନ୍ଦ୍ର ସ୍ବାଇଁ):ସରକାର ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ ଉପରେ ଗୁରୁତ୍ୱ ଦେଉଥିବାବେଳେ ବରୀ ଶିକ୍ଷାମଣ୍ଡଳ ଅଧୀନସ୍ଥ କୃଷ୍ଣନଗର ପ୍ରାଥମିକ ବିଦ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ,…

ଏସିଆ କପ୍‌ ଚାଲିଥିବାବେଳେ ସ୍ମୃତି ମନ୍ଧାନାଙ୍କୁ ମିଳିଲା ବଡ଼ ଖୁସିଖବର

ନୂଆଦିଲ୍ଲୀ,୯।୯: ମହିଳା ଏସିଆ କପରେ ହଂକଂ ବିପକ୍ଷରେ ଏକ ଚମତ୍କାର ଶତକ ମାରିଥିବା ସ୍ମୃତି ମନ୍ଧାନା ICC T20 ରାଙ୍କିଙ୍ଗର ଶୀର୍ଷ ୫ରେ ସ୍ଥାନ ପାଇଛନ୍ତି। ହଂକଂ…

ଅଧ୍ୟାପକ ନିଯୁକ୍ତି ଓ ବିଭିନ୍ନ ଦାବିରେ କଲେଜ ଫାଟକରେ ତାଲା: ଧାରଣାରେ ୫ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର

ପାଟଣା, ୯/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ୱାମପାଟଣାରେ ଅଧ୍ୟାପକ ନିଯୁକ୍ତି ସହ କଲେଜର ବିଭିନ୍ନ ସମସ୍ୟାର ସମାଧାନ…

ମାରୁତି ସୁଜୁକି ନୂଆ ବାଲେନୋର ବଜାର ପ୍ରବେଶ

ଭୁବନେଶ୍ୱର,୯ା୯: ମାରୁତି ସୁଜୁକି ଇଣ୍ଡିଆ ପ୍ରସ୍ତୁତ ବାଲେନୋର ନୂତନ ଭର୍ସନ ମଙ୍ଗଳବାର ରାଜଭବନ ନିକଟସ୍ଥ ନେକ୍ସା(ନାରାୟଣୀ ମୋଟର୍ସ) ଏବଂ ହଂସପାଳ ଶୋ’ରୁମ୍‌ରେ ଉନ୍ମୋଚନ କରାଯାଇଛି। ଏହି ନୂତନ…

ଓମ୍‌ଫେଡ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଦୁଗ୍ଧଚାଷୀଙ୍କୁ ଲିଟର ପ୍ରତି ୨ ଟଙ୍କା ଅଧିକ ମିଳିବ

ଭୁବନେଶ୍ୱର,୯ା୯: ରାଜ୍ୟର ଦୁଗ୍ଧଚାଷୀମାନଙ୍କ ଜୀବିକା, ଆୟ ଓ ସ୍ବାର୍ଥକୁ ପ୍ରାଥମିକତା ଦେଇ ଓମ୍‌ଫେଡ୍‌ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୧୧ ତାରିଖରୁ ଚାଷୀମାନଙ୍କଠାରୁ ଦୁଗ୍ଧ…

ମଦ ନିଶାରେ ବାପାଙ୍କୁ ପିଟି ହତ୍ୟା, ଥାନାରେ ଆତ୍ମସମର୍ପଣ କଲା ପୁଅ

ପାଟଣା, ୯/୯ (ବୀର କିଶୋର ଦାଶ): ପାରିବାରିକ କଳହକୁ କେନ୍ଦ୍ର କରି କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ନୁଆଖମଣ ଗ୍ରାମରେ ଏକ ଅଭାବନୀୟ ହତ୍ୟାକାଣ୍ଡ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri