Posted inଜାତୀୟ

ଗୋଟିଏ ମାସରେ କୋଟା ହସ୍ପିଟାଲରେ ୧୦୦ ଶିଶୁ ମୃତ୍ୟୁ, କଂଗ୍ରେସ ଉପରେ ବର୍ଷିଲା ଭାଜପା

କୋଟା,୨।୧: ରାଜସ୍ଥାନ କୋଟା ସ୍ଥିତ ଜେ.କେ. ଲୋନ ହସ୍ପିଟାଲରେ ଗତ ଡିସେମ୍ବର ମାସରେ ୧୦୦ ଜଣ ଶିଶୁଙ୍କ ମୃତ୍ୟୁ ଘଟିଲାଣି। ଗତ ୨ ଦିନ ମଧ୍ୟରେ ଏଠାରେ ୯ ଜଣ ଶିଶୁଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ରାଜସ୍ଥାନର ଅଶୋକ ଗେହଲଟ ସରକାର, କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀ ଏଭଳି ଶିଶୁ ମଡ଼କ ବାବଦରେ କେବେ ମୁହଁ ଖୋଲିବେ ବୋଲି ଭାଜପା ପ୍ରଶ୍ନ କରିଛି। ହସ୍ପିଟାଲ କର୍ତ୍ତୃପକ୍ଷ ଶିଶୁଙ୍କ ଚିକିତ୍ସାରେ ଅବହେଳା କରୁଥିବା ଭାଜପା ଅଭିଯୋଗ କରିଛି। ୨୦୧୮ ଡାସେମ୍ବରରେ ଏହି ହସ୍ପିଟାଲରେ ୭୭ ଜଣ ଶିଶୁଙ୍କୁ ମୃତ୍ୟୁ ହୋଇଥିଲା। ହସ୍ପିଟାଲ ସୁପରିଟେଣ୍ଡେଣ୍ଟ ଡା. ସୁରେଶ ଦୁଲାର କହିଛନ୍ତି, ଗତ ଡିସେମ୍ବର ୩୦ରେ ୪ ଏବଂ ୩୧ରେ ୫ ଜଣ ଶିଶୁଙ୍କ ମୃତ୍ୟୁ ହୋଇଛି। ଜନ୍ମପରେ ଶିଶୁଙ୍କ ଓଜନ କମ୍‌ ଥିବା ଯୋଗୁ ମୃତ୍ୟୁ ହୋଇଥିବା ଡାକ୍ତର କହିଛନ୍ତି। ଶିଶୁ ମୃତ୍ୟୁ ପ୍ରତିବାଦରେ ଗେହଲଟ ସରକାରଙ୍କ ବିରୋଧରେ ଭାଜପା ବିକ୍ଷୋଭ ପ୍ରଦର୍ଶନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଝି ଆକାଶରେ ହଠାତ୍‌ ତଳକୁ ଖସିଲା ବିମାନ, ଛାତରେ ବାଜିଲା ଯାତ୍ରୀଙ୍କ ମୁଣ୍ଡ, ଅନେକ ଯାତ୍ରୀ…

ନୂଆଦିଲ୍ଲୀ,୪।୮: ଦିଲ୍ଲୀ ବିମାନବନ୍ଦରରେ ଏକ ବଡ଼ ଦୁର୍ଘଟଣା ଅଳ୍ପକେ ଟଳିଯାଇଛି। ଫୁକେଟରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ ହଠାତ୍‌ ପ୍ରବଳ ଟର୍ବୁଲେନ୍ସର ସମ୍ମୁଖୀନ ହୋଇଥିଲା।…

ହଠାତ୍‌ ୧୬ କିଲୋ ଓଜନ ହ୍ରାସ: ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲେ ସଲମାନ

କିଛି ଦିନ ହେବ ସୋସିଆଲ ମିଡିଆରେ ବଲିଉଡର ‘ଦବଙ୍ଗ’ ଷ୍ଟାର ସଲମାନ ଖାନଙ୍କ ଫିଟନେସ ଏବଂ ଲୁକକୁ ନେଇ ଚର୍ଚ୍ଚା ହେଉଛି। ହଠାତ୍‌ ତାଙ୍କ ଓଜନ ହ୍ରାସ…

ଉପନିର୍ବାଚନରେ ପରାଜୟ ପରେ BJPର କଡ଼ା ପଦକ୍ଷେପ, ଏହି ନେତାଙ୍କୁ ମିଳିବ ଶାସ୍ତି!

ନୂଆଦିଲ୍ଲୀ,୪।୮: ମଧ୍ୟପ୍ରଦେଶର ଦତିଆ ବିଧାନସଭା ଆସନରେ ହୋଇଥିବା ଉପନିର୍ବାଚନରେ ପରାଜୟ ଭାରତୀୟ ଜନତା ପାର୍ଟି (BJP) ପାଇଁ ଚିନ୍ତାର କାରଣ ପାଲଟିଛି। ଏହି ବଡ଼ ପରାଜୟ ପରେ…

ଛାତ୍ରୀଛାତ୍ରଙ୍କୁ ମିଳିଲା ପାଠ୍ୟ ଉପକରଣ

କେନ୍ଦୁଝର:୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅଧୀନ କୋଡିପଶା ପଞ୍ଚାୟତ ଅନ୍ତର୍ଗତ ଉପାନ୍ତ ଜୁଆଙ୍ଗ ଗ୍ରାମ ଘୁଙ୍ଗି ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ସ୍ଥାନୀୟ ସଚ୍ଛୋସେବୀ…

ଯକ୍ଷ୍ମା ମୁକ୍ତ ଭାରତ ଗଠନରେ ଛାତ୍ରଛାତ୍ରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭଞ୍ଜନଗର,୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ‘ଟିବି ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ଯକ୍ଷ୍ମା ରୋଗ ଉପରେ ଏକ…

ବିଧାୟକ ହେବା ପରେ ପ୍ରତି ମାସରେ କେତେ ଦରମା ପାଇବେ ପ୍ରଶାନ୍ତ କିଶୋର, ଜାଣନ୍ତୁ କେଉଁ ସବୁ ସରକାରୀ ସୁବିଧା ମିଳିବ…

ପାଟନା,୪।୮: ବଡ଼ ବଡ଼ ରାଜନୈତିକ ଦଳକୁ ନିର୍ବାଚନ ଜିତିବାର ରଣନୀତି ଦେଉଥିବା ରାଜନୈତିକ ବିଶ୍ଳେଷକରୁ ସିଧାସଳଖ ରାଜନୀତିକୁ ପ୍ରବେଶ କରିଥିବା ଜନ ସୁରାଜ ପାର୍ଟିର ମୁଖ୍ୟ ପ୍ରଶାନ୍ତ…

ସ୍ବାମୀ ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ଯୁକ୍ତିତର୍କ କଲେ ସ୍ତ୍ରୀ, କହିଲେ- ସେ ବାଥରୁମ୍‌ରେ…

ନୂଆଦିଲ୍ଲୀ,୪।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ପୋଲିସ ତାଙ୍କୁ ତାଙ୍କ ବାସଭବନରୁ ନେଇଥିଲା। ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ତାଙ୍କ…

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri