Posted inଜାତୀୟ

ଗୋଟିଏ ମାସରେ ତୃତୀୟ ଥର ପାଇଁ ଥରିଲା ଦିଲ୍ଲୀ

ନୂଆଦିଲ୍ଲୀ,୧୦।୫: ଭାରତରେ କରୋନା ସଂକ୍ରମଣ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଦିଲ୍ଲୀରେ ଗୋଟିଏ ମାସ ମଧ୍ୟରେ ତୃତୀୟ ଥର ପାଇଁ ଭୂକମ୍ପ ଅନୁଭୂତ ହୋଇଛି। ରବିବାର ଅପରାହ୍ନ ୧ଟା ୫୫ରେ ଭୂକମ୍ପ ହୋଇଥିଲା। ରିକ୍ଟର ସ୍କେଲରେ ଏହା ତୀବ୍ରତା ୩.୫ ଥିଲା ବୋଲି ଭୂବିଜ୍ଞାନ ଗବେଷଣା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଭୂକମ୍ପର କେନ୍ଦ୍ର ଗାଜିଆବାଦରେ ଥିଲା ବୋଲି ଅନୁମାନ କରାଯାଉଛି। ଏହା ପୂର୍ବରୁ ପୂର୍ବାହ୍ନ ୧୧ଟାଠାରୁ ଦିଲ୍ଲୀରେ ପ୍ରବଳ ବର୍ଷା ମଧ୍ୟ ଲାଗି ରହିଥିଲା। ବର୍ଷା ସହିତ ଘଣ୍ଟାକୁ ୬୦ କିଲୋମିଟର ବେଗରେ ପବନ ମଧ୍ୟ ବହୁଥିଲା। ବର୍ଷା କମିବା ପରେପରେ ଭୂକମ୍ପ ହୋଇଥିଲା। ଏହା ପୂର୍ବରୁ ଏପ୍ରିଲ୍‌ ୧୨ ଏବଂ ୧୩ରେ ଦିଲ୍ଲୀରେ ଭୂକମ୍ପ ଅନୁଭୂତ ହୋଇଥିଲାବେଳେ ରିକ୍ଟର ସ୍କେଲରେ ଏହାର ତୀବ୍ରତା ଯଥାକ୍ରମେ ୩.୫ ଏବଂ ୨.୭ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସିସୋଡିଆ ଗିରଫ ହେବା ପରେ ସାମ୍ନାକୁ ଆସିଲା କେଜ୍‌ରିଓ୍ବାଲଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ,୯।୩: ଦିଲ୍ଲୀର ଅବକାରୀ ନୀତି ମାମଲା ତଥା କଥିତ ଅନିୟମିତତା ସହ ଜଡ଼ିତ ମନି ଲଣ୍ଡରିଂ ମାମଲାରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ଗୁରୁବାର ଇଡି...

୫ ପଡ଼ୋଶୀ ରାଷ୍ଟ୍ରକୁ ଅଭିନନ୍ଦନ ଜଣାଇଲେ ମୋଦି

ନୂଆଦିଲ୍ଲୀ,୨ା୧: ନୂଆବର୍ଷ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାକିସ୍ତାନ ବ୍ୟତୀତ ଅନ୍ୟ ୫ଟି ପଡୋଶୀ ଦେଶର ୭ ଜଣ ନେତାଙ୍କୁ ଫୋନ୍‌ ଯୋଗେ ଅଭିନନ୍ଦନ ଜଣାଇଛନ୍ତି।...

ଛୁଆ ଧରି ଫେରୁଥିବା ମହିଳାଙ୍କୁ ହତ୍ୟା, ସିସିଟିଭିରେ କଏଦ ହେଲା ପୂରା ଘଟଣା

ନୂଆଦିଲ୍ଲୀ,୨୮।୨ : ଜାତୀୟ ରାଜଧାନୀର ଉତ୍ତର-ପଶ୍ଚିମ ଦିଲ୍ଲୀରେ ଛୁଆକୁ ଧରି ଫେରୁଥିବା ଜଣେ ୨୫ ବର୍ଷୀୟା ମହିଳାଙ୍କୁ ଛୁରିରେ ଆକ୍ରମଣ କରି ହତ୍ୟା କରାଯାଇଥିବା ପୋଲିସ...

ରାହୁଲଙ୍କ ଟୁଇଟ୍‌କୁ ନେଇ ପ୍ରତିକ୍ରିୟା ରଖିଲେ କେନ୍ଦ୍ର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ

ନୂଆଦିଲ୍ଲୀ,୨୩ ।୧୧: ଭାରତ-ଚାଇନା ସୀମା ବିବାଦକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କେନ୍ଦ୍ରର ଭାରତୀୟ ଜନତା ପାର୍ଟି(ଭାଜପା) ସରକାରକୁ ଟାର୍ଗେଟ କରୁଥିବା ବେଳେ ଏବେ...

ସଂକ୍ରମଣ ବାଣ୍ଟୁଛି ମୁମ୍ବାଇ ହସ୍ପିଟାଲ: ପିପିଇ ସୁବିଧା ସତ୍ତ୍ୱେ ୨୦୦ରୁ ଊର୍ଦ୍ଧ୍ୱ ସ୍ବାସ୍ଥ୍ୟକର୍ମୀ ସଂକ୍ରମିତ

ନୂଆଦିଲ୍ଲୀ,୨୧।୪(ପିଟି): ଦେଶର ଅର୍ଥନୈତିକ ରାଜଧାନୀ କୁହାଯାଉଥିବା ମୁମ୍ବାଇ ଏବେ କରୋନା ହଟ୍‌ସ୍ପଟ୍‌ ପାଲଟିଛି। ମହାରାଷ୍ଟ୍ରରେ ସର୍ବାଧିକ ୪୪୮୩ଜଣ ସଂକ୍ରମିତ ହୋଇଥିବାବେଳେ ୨୨୩ଜଣଙ୍କ ମୃତ୍ୟୁ ଘଟିଲାଣି। ସେଥିରୁ...

‘ମିଶନ ସମୁଦ୍ର ଯାନ’ ୩ ଜଣଙ୍କ ସହ ୬ କିଲୋମିଟର ଗଭୀର ସମୁଦ୍ରକୁ ଯିବ ‘ମତ୍ସ୍ୟ ୬୦୦୦’

ନୂଆଦିଲ୍ଲୀ,୬।୮: ଆମେରିକା, ଚାଇନା ପରି ବିକଶିତ ଦେଶ ଭଳି ଏବେ ଭାରତ ବି ପାତାଳର ରହସ୍ୟ ଭେଦ କରିବାକୁ ନିଜକୁ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ କରୁଛି।...

ମଧ୍ୟପ୍ରଦେଶ କଂଗ୍ରେସକୁ ଆଉ ଏକ ଝଟ୍‌କା: ଭାଜପାରେ ଯୋଗଦେଲେ ସୁମିତ୍ରା

ଭୋପାଳ,୧୮।୭: ରାଜସ୍ଥାନ ରାଜନୀତିରେ ଚାଲିଥିବା କଳି ମଧ୍ୟରେ କଂଗ୍ରେସକୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ମଧ୍ୟପ୍ରଦେଶରେ କଂଗ୍ରେସର ଆଉ ଜଣେ ବିଧାୟକ ସୁମିତ୍ରା ଦେବୀ...

ସମସ୍ତ ବିରୋଧୀ ‘କଂଗ୍ରେସ ମୁକ୍ତ ଭାରତ’ ପାଇଁ ବ୍ୟସ୍ତ ଅଛନ୍ତି କି? ପ୍ରମୋଦ କୃଷ୍ଣଙ୍କ ଟୁଇଟ ଭାଇରାଲ…

ନୂଆଦିଲ୍ଲୀ,୧୭।୬ : ବିରୋଧୀ ଏକତା ଏବଂ କଂଗ୍ରେସ ସମ୍ପର୍କରେ କଂଗ୍ରେସ ନେତା ଆଚାର୍ଯ୍ୟ ପ୍ରମୋଦ କୃଷ୍ଣ ଏଭଳି ଏକ ଟୁଇଟ କରିଛନ୍ତି, ଯାହା ଏବେ ଭାଇରାଲ...

Advertisement
Archives

Model This Week