ଗୋଟିଏ ରାତିରେ ୪ ମନ୍ଦିରରୁ ଚୋରି

ଭଣ୍ଡାରିପୋଖରୀ,୮।୯(ଡି.ଏନ୍‌.ଏ.) : ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଅଞ୍ଚଳରେ ଦିନକୁ ଦିନ ଚୋରି ବଢ଼ିଚାଲିଛି। କିଛିଦିନ ତଳେ ଭଣ୍ଡାରିପୋଖରୀ ବଜାରର ବିଭିନ୍ନ ଦୋକାନରୁ ଚୋରି ହୋଇଥିବାବେଳେ ଶନିବାର ବିଳମ୍ବିତ ରାତିରେ ମଞ୍ଜୁରୀ ପଞ୍ଚାୟତର ଗୋଟିଏ ଦିନରେ ୪ଟି ମନ୍ଦିରରୁ ଚୋରି ହୋଇଛି। ଚୋରମାନେ ମା’ ରକ୍ଷାକାଳୀ, ଥାନେଶ୍ୱରୀ ଶିବ ମନ୍ଦିର, ଅପୂଜା ମହାଦେବ, ହନୁମାନ ମନ୍ଦିର ତାଲା ଭାଙ୍ଗି ଠାକୁରଙ୍କ ଆସବାବପତ୍ର ଚୋରି କରି ନେଇଛନ୍ତି। ସ୍ଥାନୀୟ ପୋଲିସ ଘଟଣାସ୍ଥଳକୁ ଯାଇ ତଦନ୍ତ ଜାରିରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ରୁ ପଞ୍ଚାୟତ ଅସ୍ଥାୟୀ କର୍ମଚାରୀଙ୍କ ଆନ୍ଦୋଳନ

ଆର.ଉଦୟଗିରି,୧ା୩(ଡି.ଏନ.ଏ.)-ବିଭିନ୍ନ ପଞ୍ଚାୟତରେ କାର୍ଯ୍ୟରତ ଅସ୍ଥାୟୀ କର୍ମଚାରୀମାନେ ବିଭିନ୍ନ ସମସ୍ୟା ଦେଇ ଗତି କରୁଛନ୍ତି। ସେମାନଙ୍କ ଦାବି ପୂରଣ ନିମନ୍ତେ ସରକାର ପଦକ୍ଷେପ ନେଉ ନ ଥିବାରୁ...

ଚମ୍ପୁଆରେ ବିଜେଡି ପ୍ରାର୍ଥୀ ମିନାକ୍ଷୀ ବିଜୟୀ

ଚମ୍ପୁଆ, ୨୩।୫(ଡି.ଏନ.ଏ.)- କେନ୍ଦୁଝର ଜିଲା ଚମ୍ପୁଆ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ମିନାକ୍ଷୀ ମହାନ୍ତ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ମୁରଲୀ...

ଜବତ ବଜ୍ରକାପ୍ତା ଜନ୍ମ ଦେଲା ଶାବକ

ବାରିପଦା ଅଫିସ,୧ା୧୧- ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ପକ୍ଷରୁ ଗତ ମଙ୍ଗଳବାର ରାତିରେ କୁଳିଅଣା ଥାନା ଅଧୀନ ଅସନଯୋଡ଼ା ନିକଟସ୍ଥ ଏକ ଢାବାରୁ ୧୮ କିଗ୍ରା...

ଦୀର୍ଘ ୨ ବର୍ଷ ପରେ ଭକ୍ତଙ୍କ ପାଇଁ ରବିବାର ଖୋଲିଲା ଶ୍ରୀମନ୍ଦିର

ପୁରୀ ଅଫିସ, ୨୦।୩: ଦୀର୍ଘ ୨ ବର୍ଷ ପରେ ରବିବାର ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଖୋଲିଛି। ହୋଲି ଛୁଟିପରେ ରବିବାର ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ଼ ଦେଖିବାକୁ...

ରାୟଗଡ଼ା ପଣସର ଚାହିଦା ଅଧିକ, ଉଚିତ ଦର ମିଳୁନି

ରାୟଗଡ଼ା,୨୭ା୨(ସ୍ବ.ପ୍ର.):ସପୁରି ଓ ସୀତାଫଳ ପରେ ଦେଶର ବିଭିନ୍ନ ପ୍ରାନ୍ତରେ ରାୟଗଡ଼ା ଜିଲା ପଣସର ଚାହିଦା ରହିଛି ା ବିଶେଷକରି ବସନ୍ତ ଋତୁରେ କଞ୍ଚା ପଣସକୁ ମହାରାଷ୍ଟ୍ର,...

ପଣ୍ଡରାପଥର ଗାଁରେ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ: ଗାଁ ସଫେଇ ପାଇଁ ମହିଳା ପାଦ କାଢିଲେ

ନୂଆପଡା ଅଫିସ,୩୧|୭-ବର୍ତ୍ତମାନ ଗାଁଠୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ସଫା ସୁତୁରା କରିବାକୁ ନେଇ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ ଚାଲିଛି । ଏଥିରେ ଗାଁର ମହିଳାମାନେ...

ଗ୍ରାମ୍ୟ ରାସ୍ତା ପାଲଟିଛି ମରଣଯନ୍ତା

ଝୁମ୍ପୁରା, ୧।୯ (ଡି.ଏନ.ଏ.)-ଝୁମ୍ପୁରା ବ୍ଲକ ଅନ୍ତର୍ଗତ ଜଙ୍ଗଲାଞ୍ଚଳରେ ଅବସ୍ଥିତ ନୟାଗଡ ପଞ୍ଚାୟତର ପୁରୁଣାପାଣି ଗ୍ରାମ୍ୟ ରାସ୍ତା ପାଲଟିଛି ମରଣଯନ୍ତା। ରାସ୍ତାସାରା ଖାଲଢିପ ସାଙ୍ଗକୁ କାଦୁଅ ପଚପଚ।...

ଚାର୍ଜଶିଟ ଦାଖଲରେ ବିଳମ୍ବ କରି ଏସ୍‌ଆଇ ନିଲମ୍ବିତ

ସମ୍ବଲପୁର,୮।୨(ବ୍ୟୁରୋ): ସମ୍ବଲପୁର ଅଇଁଠାପାଲି ଥାନାରେ କାର୍ଯ୍ୟରତ ଏସ୍‌ଆଇ ଯୁଗଳ କିଶୋର ସାଙ୍କୁ ନିଲମ୍ବନ କରାଯାଇଛି। କାର୍ଯ୍ୟରେ ଅବହେଳା ଓ ଚାର୍ଜଶିଟ ଦାଖଲରେ ବିଳମ୍ବ କରିବାରୁ ସମ୍ବଲପୁର...

Advertisement
Archives

Model This Week