ଗୋଡଫୁଲା ଗାଁ ବସ୍ତିରେ ଆଣ୍ଠୁଏ ପାଣି

ନୂଆପଡା ଅଫିସ,୧୪ା୮-ନୂଆପଡା ଜିଲା ସଦର ବ୍ଲକର ଗୋଡଫୁଲା ଗ୍ରାମପଞ୍ଚାୟତ ସଦର ଗାଁରେ ଲଗାଣ ବର୍ଷା ଲାଗିରହିଥିବାରୁ ଏଠାରେ ନାହିଁ ନ ଥିବା ଅସୁବିଧା ହୋଇଛି । ଗାଁରେ ଠିକ ଭାବେ ଡ୍ରେନେଜ ବ୍ୟବସ୍ଥା ନ ଥିବାବେଳେ କିଛି ଅସାଧୁ ଲୋକ ପାଣିକୁ ଆଣି ରାସ୍ତାରେ ଛାଡୁଥିବାରୁ ଗାଁ ମଝିରେ ଆଣ୍ଠୁଏ ପାଣି ଜମି ରହୁଛି । ଚବିଶ ଘଣ୍ଟା ପାଣି ଜମି ରହୁଥିବାରୁ ଛୁଆ ପିଲା ଘରୁ ବାହାରିପାରୁନାହାନ୍ତି । ଏହା ଏକ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି କରିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । ଏହା ଉପରେ ପଞ୍ଚାୟତ କର୍ତ୍ତୃପକ୍ଷ ତୁରନ୍ତ ହସ୍ତକ୍ଷେପ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରସାମ୍ୟ ହରାଇ ସାଲୁର୍ ଘାଟରେ ଓଲଟିଲା ଚାଉଳ ଟ୍ରକ୍, ୮ ଘଣ୍ଟା ଜାତୀୟ ରାଜପଥ ଜାମ୍

ପଟ୍ଟାଙ୍ଗି,୭।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାକୁ ଲାଗି ରହିଥିବା ପଡୋଶୀ ଆନ୍ଧ୍ର ସୀମା ଭିତରେ ସାଲୁର୍ ଘାଟିରେ ଦୁର୍ଘଟଣା । ଏକ ଟ୍ରକ୍…

ରାତିଅଧରେ ବଡ ବ୍ଲାଷ୍ଟ, ହୁତୁ ହୁତୁ ଜଳିଲା ରେଲୱେ ଗ୍ରୀଡ୍

ବଣାଇଁ,୭।୪(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ଚାନ୍ଦିପୋଷ ଥାନା ପଛ ପଟେ ଥିବା ରେଲୱେ ଷ୍ଟେସନ ଗ୍ରୀଡ଼ରେ ଅଗ୍ନିକାଣ୍ଡ ହୋଇଛି । ସୋମବାର ରାତି ପ୍ରାୟ ୧୧ଟାରେ ହଠାତ…

ରେଳବାଇର ଅଣଦେଖା: ଉପଭୋକ୍ତା ସଂଘର ଆନ୍ଦୋଳନ ଚେତାବନୀ

ବରଗଡ଼,୬ା୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଓ ବଲାଙ୍ଗୀର ଜିଲା ରେଳ ଉପଭୋକ୍ତା ସଂଘର ମିଳିତ କାର୍ଯ୍ୟାନୁଷ୍ଠାନ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ରବିବାଋ ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ସଭାକକ୍ଷରେ…

ଏହି ଜିଲାରୁ ପୁରାତନ ମଧ୍ୟପ୍ରସ୍ତର ଯୁଗୀୟ ମାନବ ସଭ୍ୟତା ଠାବ

ସୁନ୍ଦରଗଡ, ୭ା୪(ଜୟ ନାରାୟଣ ମେଣ୍ଡୁଳି):ଓଡ଼ିଶାର ଦେବଗଡ଼ ଜିଲାରୁ ପ୍ରଥମ ପୁରାତନ ମଧ୍ୟ ପ୍ରସ୍ତର ଯୁଗୀୟ ମାନବ ସଭ୍ୟତାର (ପାଲେଓଲିଥିକ) ସନ୍ଧାନ ମିଳିଛି। ସୁନ୍ଦରଗଡ଼ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ…

୫,୯୬୭ ଡାକ୍ତର ପଦ ଖାଲି, ଡିଗ୍ରୀଧାରୀଙ୍କୁ ମିଳୁନି ଚାକିରି: ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭୁବନେଶ୍ୱର/କଟକ, ୭।୪(ରବିନାରାୟଣ ଜେନା/ଶିଳ୍ପା ପ୍ରିୟଦର୍ଶିନୀ)ନିକଟରେ ବିଧାନସଭାର ବଜେଟ ଅଧିବେଶନ କାଳରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ପ୍ରଶ୍ନର ଉତ୍ତରରେ କହିଥିଲେ, ଡବ୍ଲ୍ୟୁଏଚ୍‌ଓ ମାନଦଣ୍ଡ ଅନୁଯାୟୀ ଆବଶ୍ୟକ ଡାକ୍ତର…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri