ଗୋଡ଼ା ଅଞ୍ଚଳରେ ହାତୀ ଉପଦ୍ରବ: ନଷ୍ଟ କଲେ ଧାନଫସଲ

ଖୋର୍ଦ୍ଧା ଅଫିସ,୧୫।୧୨: ଖୋର୍ଦ୍ଧା ବନଖଣ୍ଡ ବେଗୁନିଆ ବ୍ଲକର ଦେଉଳି ପଞ୍ଚାୟତ ଗୋଡ଼ା ଅଞ୍ଚଳରେ ହାତୀ ଉପଦ୍ରବ ଦେଖିବାକୁ ମିଳିଛି। ଶନିବାର ବିଳମ୍ବିତ ରାତିରେ ଗୋଡ଼ ଗାଁ ଭିତରକୁ ୨ଟି ହାତୀ ପଶି ଆସି ରଣ ବିଜୁଳି, ପତିତ ଶ୍ରୀଚନ୍ଦନ, ରାଜ ବେହେରାଙ୍କର ଧାନଫସଲ ନଷ୍ଟ କରିଛନ୍ତି। କ୍ଷତିଗ୍ରସ୍ତମାନେ ପ୍ରଶାସନ ନିକଟରେ କ୍ଷତିପୂରଣ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଛୁଆବର୍ଗଙ୍କୁ ସାମ୍ବିଧାନିକ ଅଧିକାରରୁ ବଞ୍ଚିତ ଅଭିଯୋଗରେ ଭାରତ ବନ୍ଦ, ସକାଳୁ ସକାଳୁ…

ବଲାଙ୍ଗୀର,୨୩ା୪(ସୁନିଲ କୁମାର ମହାନ୍ତି): ଭାରତ ମୁକ୍ତି ମୋର୍ଚ୍ଚା, ଏସ୍‌ସି, ଏସ୍‌ଟି ଓ ଓବିସି ମୁକ୍ତିମୋର୍ଚ୍ଚା ପକ୍ଷରୁ ଗୁରୁବାର ବନ୍ଦ ପାଳନ କରାଯାଇଛି। ସକାଳ ୬ଟାରୁ ବଲାଙ୍ଗୀରରେ ଭାରତ…

ତାତି ଥମିନି, ଆଶ୍ରୟ ପାଇଁ ଜାଗା ନାହିଁ: ଲୋକେ ହଟହଟା

ବରଗଡ଼,୨୩।୪(ପ୍ରେମାନନ୍ଦ ଖମାରୀ): ତାପମାତ୍ରା ଥମିବାର ନଁା ନେଉ ନାହିଁ। ବରଗଡ଼ ଜିଲାରେ ଦିନକୁଦିନ ତାପମାତ୍ରା ବଢ଼ି ଚାଲିଛି। ତାତି ସାଙ୍ଗକୁ ଗୁଳୁଗୁଳି, ଗ୍ରୀଷ୍ମ ପ୍ରବାହ ଜନଜୀବନକୁ ଆହୁରି…

ଯୁଗେ ଯୁଗେ ଇଚ୍ଛାମୃତ୍ୟୁ

ଣସି କାରଣରୁ ବ୍ୟକ୍ତି ଇଚ୍ଛାକରି ମୃତ୍ୟୁକୁ ଆଦରି ନେବା ହେଉଛି ଇଚ୍ଛାମୃତ୍ୟୁ, ଯାହା ପୁରାଣ ପୃଷ୍ଠା ମଣ୍ଡନକରି ପାଠକର ମନ ହୃଦୟକୁ ଆନ୍ଦୋଳିତ କରେ। ରାମାୟଣ ଯୁଦ୍ଧର…

ଓଡ଼ିଶାରେ ଗଛର ବିବିଧତା

ପ୍ରକୃତି ଓଡ଼ିଶାକୁ ଗଛର ବିବିଧତାରେ ଭରିଦେଇଛି । ଓଡ଼ିଶାର ଆର୍ଥିକ, ସାମାଜିକ ଓ ସାଂସ୍କୃତିକ ବିକାଶ ପାଇଁ ଗଛର ବିବିଧତାର ସୁରକ୍ଷା ଏବଂ ବିକାଶ ଆବଶ୍ୟକ। ଭାରତୀୟ…

ଶାକାହାରୀ ଦୟାଳୁ କି

ନାଥୁରାମ ଗଡ୍‌ସେ ମହାତ୍ମା ଗାନ୍ଧୀଙ୍କୁ ହତ୍ୟା କରିଥିଲେ। ସେ କ’ଣ ଶାକାହାରୀ ଥିଲେ କି? ହିନ୍ଦୁ ପୁରାଣ ଅନୁଯାୟୀ, ପର୍ଶୁରାମ ଅନେକ ପିଢ଼ିର କ୍ଷତ୍ରିୟଙ୍କୁ ହତ୍ୟା କରିଥିଲେ।…

ଆଜି ବିଜ୍‌ନେସ ଏମିନେସ୍ସ ଆଓ୍ବାଡର୍‌ସ-୨୦୨୬: ଯୋଗଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୪: ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ଆନୁକୂଲ୍ୟରେ ଗୁରୁବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ବିଜ୍‌ନେସ ଏମିନେସ୍ସ ଆଓ୍ବାଡର୍‌ସ-୨୦୨୬ ଆରମ୍ଭ ହେବାକୁ ଯାଉଛି। ଏହି ଅବସରରେ ଯୋଗ ଦେବାକୁ ଥିବା…

ବଢୁଛି ଖରା, ପିଇବାକୁ ପାଣି ନାହିଁ

କେନ୍ଦ୍ରାପଡ଼ା,୨୩ା୪(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ପାରଦ ୪୦ ଡିଗ୍ରୀ ଉପରେ ଅଛି। ମହାନଦୀ, ବାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ୭ ନଦୀ ଶୁଖିଲା ପଡ଼ିଛିି। ଜନଜୀବନ…

୩ ଗାଁରେ ପାଣି ସଙ୍କଟ: ଟ୍ରାଏଲ ସରିଛି, କାର୍ଯ୍ୟକ୍ଷମ ହେଉନି ପାନୀୟ ପ୍ରକଳ୍ପ

ଲୋଇସିଂହା,୨୩।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ପାଇଁ ସମସ୍ତ ପ୍ରସ୍ତୁତି ସରି ଯାଇଛି। ଏପରି କି ପ୍ରକଳ୍ପରୁ ପାନୀୟ ଜଳ ଯୋଗାଣ ଟ୍ରାଏଲ ମଧ୍ୟ କରାଯାଇଛି। ଏହାସତ୍ତ୍ୱେ ବଲାଙ୍ଗୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri