ଗୋପପୁର ହରାଇଲା ପୁରୁଖା କଳାକାର

ବରଗଡ଼ ଅଫିସ୍‌,୧୮।୫: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୋପପୁର ଯାତ୍ରା ଅନ୍ୟତମ । ତେବେ ଗୋପପୁର(ଅମ୍ବାପାଲି) ସୋମବାର ଜଣେ ପୁରୁଖା କଳାକାର କାର୍ତ୍ତିକ ବୁଡ଼େକଙ୍କୁ ହରାଇଛି । ବୁର୍ଲା ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ଘଟିଛି । ମୃତ କଳାକାର ତାଙ୍କ ଜୀବନକାଳରେ ଶବରୀ, ଗୋପୀ, ମଧୁମଙ୍ଗଳ ଆଦି ଭୂମିକାରେ ଅଭିନୟ କରି ଦର୍ଶକଙ୍କ ମନ ଜିଣି ପାରିଥିଲେ । ତାଙ୍କର ଶବରୀ ଅଭିନୟ ବେଶ୍‌ ଚିତ୍ତାକର୍ଷକ ରହିଥିଲା । ଗତବର୍ଷ ସେ କଳାକାରମାନଙ୍କୁ ଦିଗଦର୍ଶନ ମଧ୍ୟ ଦେଇଥିଲେ । ତାଙ୍କ ପରଲୋକରେ ଗୋପପୁର ଅମ୍ବାପାଲିରେ ଗଭୀର ଶୋକପ୍ରକାଶ ପାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ଭାରତକୁ ଶୁଭେଚ୍ଛା ନୁହେଁ, ଧମକ ଦେଲା ପାକିସ୍ତାନ: ମୁନିର କହିଦେଲେ…

ଇସଲାମାବାଦ୍‌,୧।୧: ନୂତନ ବର୍ଷ ଆରମ୍ଭରେ ପାକିସ୍ତାନ ପୁଣି ଥରେ ଆକ୍ରମଣାତ୍ମକ ମନୋଭାବ ପ୍ରଦର୍ଶନ କରିଛି। ଭାରତର ନାଁ ନ ନେଇ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri