ଗୋପାଳପୁର ଅନୁକୂଳଚନ୍ଦ୍ର ସଂଘ ପକ୍ଷରୁ ସହାୟତା

ବାହାନଗା, ୨୩ା୪(ଡି.ଏନ.ଏ.)-କରୋନା ମୁକାବିଲା ନିମନ୍ତେ ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ଅନୁକୂଳଚନ୍ଦ୍ର ସତ୍‌ସଙ୍ଗ କେନ୍ଦ୍ର ତରଫରୁ ରାଜ୍ୟ ସରକାରଙ୍କ ରିଲିଫ୍‌ ଫଣ୍ଡକୁ ୨୦ ହଜାର ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। ବାହାନଗା ତହସିଲଦାର ରାଜେନ୍ଦ୍ର କୁମାର କରଙ୍କ ମାଧ୍ୟମରେ କେନ୍ଦ୍ରର ରିତିକ୍‌ ଗୋପବନ୍ଧୁ ନାୟକ, ରବୀନ୍ଦ୍ର କୁମାର ସାହୁ, ନିଳାମ୍ବର ମହାଳିକ ପ୍ରମୁଖ ଚେକ୍‌ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅମଳ ପୂର୍ବରୁ ଚାଷୀମୁଣ୍ଡରେ ଚଡ଼କ: ଧାନ ଫସଲରେ ରୋଗପୋକ, ମଉଳି ଯାଉଛି ଅମଳ ଆଶା

ବରଗଡ଼,୮ା୧୦(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି ବୋଲି କୁହାଯାଏ। ହେଲେ ଏଠାରେ ଧାନଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ସମସ୍ୟା ଏଠାରେ ସାଧାରଣରେ…

ବରଗଡ଼ରେ ବନ୍ଦକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ: ଗାଡ଼ି ଚଳାଚଳ ଠପ୍‌

ବରଗଡ଼,୮।୧୧(ପ୍ରେମାନନ୍ଦ ଖମାରୀ): ଗୁରୁବାର ଓଡ଼ିଶା ବନ୍ଦ ଡାକରାକୁ ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ସକାଳୁ ଦୋକାନ, ବଜାର ବନ୍ଦ ରହିଛି । ଗାଡ଼ି ଚଳାଚଳ ଠପ ପଡିଥିବା…

ମୌଳିକ ସୁବିଧାରୁ ବଞ୍ଚିତ ୯୯ ଛାତ୍ରୀଛାତ୍ର

ବାଲେଶ୍ୱର,୮।୧୦,(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ହରିପୁର ପଞ୍ଚାୟତରେ ୧୯୫୯ ମସିହାରେ କସିମିଳା ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହୋଇଥିଲା। ଏଠାରେ ଶିଶୁ ବାଟିକାଠାରୁ ପଞ୍ଚମ…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

କନ୍ୟା ସଶକ୍ତୀକରଣର ବାର୍ତ୍ତା: ଦାରିଙ୍ଗବାଡ଼ିରେ ‘ୟୁଥ୍‌ କନ୍‌କ୍ଲେଭ୍‌’; ସହର ପରିକ୍ରମା କଲା ବିଶାଳ ଶୋଭାଯାତ୍ରା

ଦାରିଙ୍ଗବାଡି, ୭।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡଃ ଭୀମରାଓ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକ୍‌ ସ୍ତରୀୟ ୟୁଥ୍‌ କନ୍‌କ୍ଲେଭ୍‌ ତଥା…

ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?