ଗୋପାଳପୁର ବେଳାଭୂମି ମହୋତ୍ସବ: ଜାଗା ଚିହ୍ନଟ, ପାର୍କିଂ ବ୍ୟବସ୍ଥା ଚୂଡ଼ାନ୍ତ

ଗୋପାଳପୁର,୧୮ା୧୧-ଡିସେମ୍ବର ୨୪ରୁ ଆରମ୍ଭ ହେଉଥିବା ଗୋପାଳପୁର ବେଳାଭୂମି ମହୋତ୍ସବ ନିମନ୍ତେ ଗୋପାଳପୁର ବେଳାଭୂମିରେ ଜାଗା ଚିହ୍ନଟ କରାଯିବା ସହ ସୁରକ୍ଷା ଓ ପାର୍କିଂ ବ୍ୟବସ୍ଥା ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଥିବା ଜଣାପଡ଼ିଛି। ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଗୋପାଳପୁର ବିଧାୟକ ଡ଼. ପ୍ରଦୀପ ପାଣିଗ୍ରାହୀ, ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର, ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବ, ରଙ୍ଗେଇଲୁଣ୍ଡା ବିଡିଓ କୁମାର ନାଗଭୂଷଣ, ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଉମା ଶଙ୍କର ସେଠୀ ରବିବାର ଗୋପାଳପୁର ବେଳାଭୂମିରେ ପହଞ୍ଚତ୍ ମତ୍ସ୍ୟ ଅବତରଣ କେନ୍ଦ୍ର ପଛପଟେ ଗୋପାଳପୁର ବେଳାଭୂମି ମହୋତ୍ସବ ପାଇଁ ନୂତନ ଜାଗା ଚିହ୍ନଟ କରାଯିବ। ଏଥିସହ ସୁରକ୍ଷା ବ୍ୟବସ୍ଥା ପାର୍କିଂ ନିମନ୍ତେ ତଦାରଖ କରି ଚୂଡ଼ାନ୍ତ ଫଇସଲା କରାଯାଇଥିଲା। ଗାଡ଼ି ପାର୍କିଂ ପାଇଁ ୫ ସ୍ଥାନ ଚିହ୍ନଟ କରାଯାଇଛି ।
ମହୋତ୍ସବରେ ଜାତୀୟ ଓ ରାଜ୍ୟସ୍ତରର କଳାକାର ଯୋଗଦେବାର କାର୍ଯ୍ୟକ୍ରମ ଥିବା ବେଳେ ପଲ୍ଲିଶ୍ରୀ ମେଳା ମଧ୍ୟ ଆୟୋଜନ କରାଯିବ ବୋଲି ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସରୁନି ପାଇପ୍‌ ବିଛା, ଜଳଯୋଗାଣ ନେଇ ଅନିଶ୍ଚିତତା

ବାଲେଶ୍ୱର ଅଫିସ, ୧୬।୧୨(ମାନସ ବିଶ୍ୱାଳ)-ବାଲେଶ୍ୱର ସହରକୁ ୨୦୧୫ରୁ ଅମୃତ ଯୋଜନାରେ ସାମିଲ କରାଯାଇ ପାଇପ୍‌ ବିଛା କାର୍ଯ୍ୟ ଚାଲିଛି। ୨୦୨୦ ମାର୍ଚ୍ଚ ସୁଦ୍ଧା ଏହି କାମ...

ନିର୍ବାଚନ ନେଇ ରାଜନୀତି ସରଗରମ: ପ୍ରାର୍ଥିପତ୍ର ପ୍ରତ୍ୟାହାର କଲେ ୨ ସ୍ବାଧୀନ ପ୍ରାର୍ଥୀ

ଗଞ୍ଜାମ,୧୪।୩(ଡି.ଏନ୍‌.ଏ.): ଆଗାମୀ ୨୪ ତାରିଖରେ ପୌରନିର୍ବାଚନ ହେବ। ଏ ନେଇ ଗଞ୍ଜାମ ଏନ୍‌ଏସିରେ ଚୂଡାନ୍ତ ପାର୍ଥୀ ତାଲିକା ସୋମବାର ପ୍ରକାଶ ପାଇଛି। ସୋମବାର ପ୍ରାର୍ଥିପତ୍ର ପ୍ରତ୍ୟାହାର...

ବାଦାମ ଲଡୁ କାରଖାନାରେ ଚଢ଼ାଉ

ରାଉରକେଲା ଅଫିସ,୧୯।୧୧: ରାଉରକେଲା ଉଦିତନଗର ଥାନା ଅନ୍ତର୍ଗତ ଓରାମପଡା ଅଞ୍ଚଳରେ ଦୀର୍ଘଦିନ ଧରି ଅସ୍ବାସ୍ଥ୍ୟକର ପରିବେଶରେ ଚିକି ଓ ବାଦାମ ଲଡୁ ତିଆରି କରୁଥିବା ଏକ...

ପଡିଆରେ ପଢ଼ୁଛନ୍ତି ଛାତ୍ରୀଛାତ୍ର

ଆନନ୍ଦପୁର/କଣ୍ଟିପାଳ,୨୦।୫ (ସ୍ବ.ପ୍ର./ଡି.ଏନ୍‌.ଏ.) ୫ଟି ଯୋଜନାରେ ବିଦ୍ୟାଳୟର ନୂତନ ରୂପରେଖ ଦିଆଯାଉଛି। ସରକାରୀ ବିଦ୍ୟାଳୟ ପ୍ରତି ଛାତ୍ରଛାତ୍ରୀମାନଙ୍କୁ ଆକୃଷ୍ଟ କରିବାକୁ ବିଦ୍ୟାଳୟକୁ ଏକ ଶୈକ୍ଷିକ ବାତାବରଣ ଦେବାକୁ...

ଚକା ପମ୍ପଚର ଅଛି କହି ଅଧା ରାସ୍ତାରେ ଶ୍ରମିକଙ୍କୁ ଛାଡି ଚାଲିଗଲା ବସ୍‌

ଜି.ଉଦୟଗିରି,୧୦।୬(ଡି.ଏନ.ଏ.)-ପଞ୍ଜାବ ଲୁଧିୟନାରୁ ରାୟଗଡା କାଶୀପୁରକୁ ୨୦ଜଣ ଶ୍ରମିକଙ୍କୁ ନେଇ ଆସୁଥିବା ଏକ ବସ୍‌ ବୁଧବାର କାଳିଙ୍ଗା ଜି. ଉଦୟଗିରି ମଝି ରାସ୍ତାରେ ଛାଡି ପଳାଇଛି। ଚକା...

ଝିଙ୍କ ଶିକାରକୁ ଯାଇ ଜଣେ ମୃତ, ଜଣେ ଗୁରୁତର:ଖବରକୁ ଅସ୍ବୀକାର କଲେ ଗ୍ରାମବାସୀ

ମାଲକାନଗିରି,୧୪ା୭(ଡି.ଏନ.ଏ./ସ୍ବ.ପ୍ର.)- ମାଲକାନଗିରିର ଜିଲା ସଦର ବ୍ଲକ ଅନ୍ତର୍ଗତ ଝରାପାଲି ଗ୍ରାମର ୫ଜଣ ବ୍ୟକ୍ତି ଶନିବାର ନିକଟସ୍ଥ ଜଙ୍ଗଲର ଏକ ଗୁମ୍ଫାକୁ ଝିଙ୍କ ଶିକାର କରିବାକୁ ଯାଇ...

୮ ଯୋଡ଼ିଙ୍କର ପଡ଼ିଲା ହାତଗଣ୍ଠି

ବାଲେଶ୍ୱର ଅଫିସ, ୧୬।୨: ବାଲେଶ୍ୱର ଆଇଟିଆଇସ୍ଥିତ ସୁପ୍ରତିକ ଅଫିସ୍‌ ପରିସରରେ ‘ରେବତୀ’ ଅନୁଷ୍ଠାନ ପକ୍ଷରୁ ସୋମବାର ଗଣବିବାହ ଆୟୋଜିତ ହୋଇଥିଲା। ଏଥିରେ ବାଲେଶ୍ୱର ଓ ମୟୂରଭଞ୍ଜ...

ଲୁହାସ୍କ୍ରାପ ଚୋରାଚାଲାଣ : ୩ ଗିରଫ, ଟେମ୍ପୋ ଓ ବନ୍ଧୁକ ଜବତ

ବଡ଼ବିଲ,୨୫ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ପୋଲିସ ଝାଡ଼ଖଣ୍ଡକୁ ଚୋରାଚାଲାଣ ହେଉଥିବା ଏକ ଲୁହାସ୍କ୍ରାପ ବୋଝେଇ ଟେମ୍ପୋକୁ ରାଜ୍ୟ ସୀମାନ୍ତରୁ ଜବତ କରିବା ସହ ଘଟଣାରେ...

Advertisement
Archives

Model This Week