ଗୋପାଳ କାଣ୍ଡାଙ୍କ ସମର୍ଥନ ନ ନେଇପାରେ ଭାଜପା

ନୂଆଦିଲ୍ଲୀ,୨୫।୧୦: ହରିୟାଣା ଲୋକହିତ ପାର୍ଟିର ନେତା ତଥା ସିରସା ବିଧାନସଭା ଆସନର ବିଜୟୀ ପ୍ରାର୍ଥୀ ଗୋପାଳ କାଣ୍ଡାଙ୍କ ସମର୍ଥନକୁ ଭାରତୀୟ ଜନତା ପାର୍ଟି(ଭାଜପା) ଗ୍ରହଣ ନ କରିପାରେ ବୋଲି ଆଲୋଚନା ହେଉଛି। ଏହାର ଏକ ବଡ କାରଣ ହେଉଛି କାଣ୍ଡାଙ୍କ ଆପରାଧୀକ ମାମଲା। ଏୟାର ହୋଷ୍ଟେସ ଆତ୍ମହତ୍ୟା ମାମଲାରେ ଜେଲ୍‌ ଯାଇ ସାରିଛନ୍ତି କାଣ୍ଡା। କେବଳ ସେତିକି ନୁହେଁ ଏହି ଘଟଣା ସମୟରେ କାଣ୍ଡାଙ୍କୁ ଗିରଫ କରିବାକୁ ଭାଜପା ରାସ୍ତାକୁ ଓହ୍ଲାଇ ଆସିଥିଲା। ତେଣୁ ଏବେ ଭାଜପା କାଣ୍ଡାଙ୍କ ସମର୍ଥନକୁ ଗ୍ରହଣ ନ କରିପାରେ ବୋଲି ଆଲୋଚନା ହେଉଛି। ସୂଚନାଯୋଗ୍ୟ, ହରିୟାଣା ବିଧାନସଭା ପାଇଁ ଭାଜପାକୁ ବହୁମତ ମିଳି ନ ଥିବା ବେଳେ ଏବେ ସେ ସ୍ବାଧୀନ ପ୍ରାର୍ଥୀଙ୍କୁ ନେଇ ସରକାର ଗଠନ କରିବାକୁ ପ୍ରୟାସ ଜାରି ରଖିଛି। ଏତେସବୁ କଳ୍ପନା ଜଳ୍ପନା ପରେ ବି କାଣ୍ଡା ମୁଖ୍ୟମନ୍ତ୍ରୀ ଖଟ୍ଟରଙ୍କୁ ଭେଟିବାକୁ ପହଞ୍ଚିଥିବା ଜଣାପଡିଛି। ତେବେ ଗୋପାଳ କାଣ୍ଡାଙ୍କ ଭାଜପା ମିଶ୍ରଣକୁ ନେଇ କଂଗ୍ରେସ ପ୍ରବକ୍ତା ରଣଦୀପ ସୁରଜଓ୍ବୋଲା କହିଥିଲେ ଏହା ଭାଜପାର ଦୋଗଲା ନୀତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ କାହିଁକି ନାରୀ ଓ ପୁରୁଷର ସମାନତା ବିଷୟରେ ଆଶାବାଦୀ

ମୁଁ ଗତବର୍ଷ ସମ୍ବିଧାନ ଦିବସରେ ଭାରତର ସର୍ବୋଚ୍ଚ ନ୍ୟାୟାଳୟ ଦ୍ୱାରା ଆୟୋଜିତ ଉତ୍ସବରେ ସମାପନୀ ଭାଷଣ ଦେଉଥିଲି। ନ୍ୟାୟ ପ୍ରସଙ୍ଗରେ କହିଲାବେଳେ ବିଚାରାଧୀନ କଏଦୀଙ୍କ କଥା...

ସୁରଟରେ ପ୍ରଧାନମନ୍ତ୍ରୀଙ୍କ ରୋଡ ଶୋ’…

ସୁରଟ, ୨୯।୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଦୁଇ ଦିନିଆ ଗୁଜରାଟ ଗସ୍ତରେ ଗୁରୁବାର ସୁରଟରେ ପହଞ୍ଚିଛନ୍ତି। ଏଠାରେ ପହଞ୍ଚିବା ପରେ ସେ ଏକ...

ମେଦବହୁଳତାରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଅଧାଗ୍ଲାସେ…

ଥଣ୍ଡା କ୍ଷୀର ପିଇଲେ ଅନେକ ସୁଫଳ ମିଳିଥାଏ। ଏହା ଦ୍ୱାରା ଗ୍ୟାସ୍‌ଟ୍ରିକ୍‌ ସମସ୍ୟା ଦୂର ହୁଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ଅଛି। ମେଦବହୁଳ ରୋଗୀଙ୍କ ପାଇଁ...

ବିନା ଡ୍ରାଇଭରରେ ଚାଲିବ ଟ୍ରେନ୍‌

ନୂଆଦିଲ୍ଲୀ,୧୫।୧୦: ପ୍ରଥମ ଥର ପାଇଁ ବିନା ଡ୍ରାଇଭରରେ ଚାଲିବ ଟ୍ରେନ୍‌। ଏମିତି ଟ୍ରେନକୁ ଜର୍ମାନୀର ହାମବର୍ଗରେ ତିଆରି କରାଯାଇଛି। ଦୁଇ ଜର୍ମାନୀ କମ୍ପାନୀ ଡଏଚ୍‌ ବାହାନ...

ବିପଦ ସଙ୍କେତ ଟପିଲା ଗୋଦାବରୀ ଜଳସ୍ତର: ୨୬ ଗାଁ ସହିତ ଯୋଗାଯୋଗ ସମ୍ପର୍କ ବିଚ୍ଛିନ୍ନ

ହାଇଦ୍ରାବାଦ୍‌,୩୧।୭: ଆନ୍ଧ୍ରପ୍ରଦେଶରେ ଗୋଦାବରୀ ନଦୀ ଜଳସ୍ତର ବିପଦ ସଙ୍କେତ ଟପିଛି। ଉପର ମୁଣ୍ଡରେ ପ୍ରବଳ ବର୍ଷାଯୋଗୁ ବନ୍ୟା ଜଳ ନିକଟବର୍ତ୍ତୀ ଗାଁ ଗୁଡ଼ିକରେ ପ୍ରବେଶ କରିଛି।...

ଏନ୍‌ଡିଏ ପରୀକ୍ଷା ଦେଇପାରିବେ ଛାତ୍ରୀ..

ନୂଆଦିଲ୍ଲୀ,୧୮।୮: ନ୍ୟାଶନାଲ ଡିଫେନ୍ସ୍‌ ଏକାଡେମୀ(ଏନ୍‌ଡିଏ) ପରୀକ୍ଷା ଛାତ୍ରୀମାନେ ଦେଇପାରିବେ। ଏନେଇ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏହା ଦ୍ୱାରା ଚଳିତ ବର୍ଷ ସେପ୍ଟେମ୍ବର ୫ରେ...

ମହେଶ ସାହୁ ୮୮୨୪ ଭୋଟରେ ଆଗୁଆ

ଢେଙ୍କାନାଳ ଅଫିସ, ୨୩ା୫-ଢେଙ୍କାନାଳ ଲୋକ ସଭା ଆସନରେ ୧୨ତମ ରାଉଣ୍ଡ ଭୋଟ ଗଣତି ଫଳାଫଳ ପ୍ରକାଶ ପାଇଛି। ୪ ଲକ୍ଷ ୬୨ ହଜାର ୩୬୯ଟି ଭୋଟ...

ପୂର୍ବତନ ସିଜେଆଇ ରଞ୍ଜନ ଗୋଗୋଇଙ୍କୁ ଜେଡ୍ ପ୍ଲସ ସୁରକ୍ଷା

ନୂଆଦିଲ୍ଲୀ,୨୨ ।୧: କେନ୍ଦ୍ର ସରକାର ଦେଶର ପୂର୍ବତନ ସିଜେଆଇ ବା ଚିଫ୍ ଜଷ୍ଟିଶ ଅଫ୍ ଇଣ୍ଡିଆ ଅର୍ଥାତ୍ ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ତଥା ବର୍ତ୍ତମାନର ରାଜ୍ୟ...

Advertisement
Archives

Model This Week