Posted inଖେଳ

ଗୋପୀଚାନ୍ଦଙ୍କୁ ଡକ୍ଟୋରେଟ୍‌ ଉପାଧି

ନୂଆଦିଲ୍ଲୀ, ୨୮ା୬ (ପି.ଟି.)-ଭାରତର ମୁଖ୍ୟ ବ୍ୟାଡ୍‌ମିଣ୍ଟନ କୋଚ୍‌ ପୁଲେଲା ଗୋପୀଚାନ୍ଦଙ୍କୁ ଡକ୍ଟୋରେଟ୍‌ ଉପାଧିରେ ସମ୍ମାନିତ କରାଯାଇଛି। ଆଇଆଇଟି କାନପୁରର ୫୨ତମ ସମାବର୍ତ୍ତନ ଉତ୍ସବ ଅବସରରେ ଶୁକ୍ରବାର ଇସ୍ରୋ ଚେୟାରମ୍ୟାନ ଏବଂ ଆଇଆଇଟି କାନପୁର ବୋର୍ଡ ଅଫ୍‌ ଗଭର୍ନର୍ସ ଚେୟାରମ୍ୟାନ ପ୍ରଫେସର କେ. ରାଧାକ୍ରିଷ୍ଣନଙ୍କଠାରୁ ସେ ଏହି ସମ୍ମାନ ଗ୍ରହଣ କରିବେ। ପୂର୍ବରୁ ପୂର୍ବତନ ରାଷ୍ଟ୍ରପତି ଏପିଜେ ଅବ୍‌ଦୁଲ କାଲାମ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଅନୁଷ୍ଠାନ ତରଫରୁ ଏହି ସମ୍ମାନ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇଂଲଣ୍ଡକୁ ବଡ଼ ଝଟ୍‌କା

ଲଣ୍ଡନ,୧୨।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ଟେଷ୍ଟ ସିରିଜ ଚାଲିଛି। ଉଭୟ ଦଳ ମଧ୍ୟରେ ପ୍ରଥମ ମ୍ୟାଚ ଡ୍ରରେ ଶେଷ ହୋଇଥିଲା। ଅଗଷ୍ଟ...

୧୯ ବର୍ଷରୁ କମ୍‌ ଦଳର କୋଚ୍‌ ପଦ ଦୌଡ଼ରେ ସାକଲିନ

କରାଚୀ,୧୪।୮(ପିଟି): ଦେଶର ୧୯ ବର୍ଷରୁ କମ୍‌ ଦଳର ମୁଖ୍ୟ କୋଚ୍‌ ପଦ ଦୌଡ଼ରେ ସାମିଲ ହୋଇଛନ୍ତି ପୂର୍ବତନ ପାକିସ୍ତାନ ସ୍ପିନର ସାକଲିନ ମୁସ୍ତାକ। ଆଗାମୀ ବର୍ଷ...

ଓ୍ବାଇଡ୍‌-ନୋ’ ବଲ୍‌ ନାହିଁ; ତଥାପି ଗୋଟିଏ ଓଭରରେ ପଡିଲା ୭ ବଲ୍‌: ଜାଣନ୍ତୁ ରୋଚକ ଘଟଣା ବିଷୟରେ..

କଲମ୍ବୋ,୩।୯:ଶ୍ରୀଲଙ୍କା ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ୩ ଟି ଦିନିକିଆ ସିରିଜ ଗୁରୁବାର ଠାରୁ କଲମ୍ବୋରେ ଆରମ୍ଭ ହୋଇଛି । ଏହି ମ୍ୟାଚରେ ଶ୍ରୀଲଙ୍କା...

ଓଡ଼ିଶା ଓମେନ୍ସ ଫୁଟବଲ ଲିଗ୍‌ : ରେଲ୍‌ଓ୍ବେ, କ୍ରୀଡ଼ା ଛାତ୍ରାବାସ, ରାଇଜିଂ ଷ୍ଟୁଡେଣ୍ଟ ବିଜୟୀ

ଭୁବନେଶ୍ୱର, ୧୬।୩(କ୍ରୀଡ଼ା ପ୍ରତିନିଧି)- ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ଆନୁକୂଲ୍ୟରେ ଚାଲିଥିବା ଓଡ଼ିଶା ଓମେନ୍ସ ଲିଗ୍‌ (ଓଡବ୍ଲ୍ୟୁଏଲ)ର...

ଗୁରୁକୁଳ ଟେନିସ: ଅଂଶୁ ଚାମ୍ପିୟନ

ଭୁବନେଶ୍ୱର, ୨୮।୧୨(କ୍ରୀଡ଼ା ପ୍ରତିନିଧି)- ମେଣ୍ଢାଶାଳସ୍ଥିତ ଗୁରୁକୁଳ ରିସର୍ଟ ଟେନିସ କମ୍ପ୍ଲେକ୍ସରେ ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ସହଯୋଗରେ ଅନୁଷ୍ଠିତ ଏଆଇଟିଏ-ଓଟିଏ ଟେନିସ ଟୁର୍ନାମେଣ୍ଟରେ ଓଡ଼ିଶାର ଅଂଶୁ...

ଛକା, ଚୌକା ବର୍ଷା କଲେ ଋତୁରାଜ-କନଓ୍ବେ

ପୁଣେ,୧।୫: ସନରାଇଜର୍ସ ହାଇଦ୍ରାବାଦ୍‌ ବୋଲରଙ୍କ ସହ କେବଳ ଛକା ଓ ଚୌକାରେ କଥାବାର୍ତ୍ତା କରିଥିଲେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓପନର ଋତୁରାଜ ଗାଏକ୍ୱାଡ ଏବଂ...

ଭାରତର ଇଂଲଣ୍ଡ ଟୁର୍‌ ବାତିଲକୁ ନେଇ ହିଲିଙ୍କ ନୈରାଶ୍ୟ

ନୂଆଦିଲ୍ଲୀ, ୨୫।୭ (ପି.ଟି.)-କୋଭିଡ୍‌-୧୯ ମହାମାରୀ ପାଇଁ ଭାରତୀୟ ମହିଳା ଦଳର ପ୍ରସ୍ତାବିତ ଇଂଲଣ୍ଡ ଟୁର୍‌ ବାତିଲ କରାଯିବାକୁ ନେଇ ଅଷ୍ଟ୍ରେଲିଆର ଟପ୍‌ କ୍ରିକେଟର ଏଲିସା ହିଲି...

ଆଇସିସି ମହିଳା ଦିନିକିଆ ର଼୍ୟାଙ୍କିଙ୍ଗ୍‌: ଶୀର୍ଷ ସ୍ଥାନକୁ ଫେରିଲେ ମିଥାଲି, ମାନ୍ଧନା ନଂ. ୩

ଦୁବାଇ,୨୧ା୭ (ପି.ଟି.): ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ମହିଳା ଦିନିକିଆ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଅଧିନାୟିକା ଶୀର୍ଷ ସ୍ଥାନକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ୭୬୨ ପଏଣ୍ଟ ପାଇ ସେ...

Advertisement
Archives

Model This Week