ଗୋପ ବ୍ଲକରେ ଘରଭଙ୍ଗା ସର୍ଭେରେ ସ୍ବଚ୍ଛତା ଆଣିବା ଦାବି: ବିଜେଡି ପକ୍ଷରୁ ତହସିଲଦାରଙ୍କୁ ଦାବିପତ୍ର

ଗୋପ,୧୩।୬(ଡି.ଏନ୍‌.ଏ.): ବାତ୍ୟା ‘ଫନୀ’ରେ ଗୋପ ବ୍ଲକ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଏସବୁ ତର୍ଜମା କରାଯିବା ପରେ ଘରଭଙ୍ଗା କ୍ଷତିପୂରଣ ଦିଆଯିବ। ତେବେ ଏହି ସର୍ଭେରେ ଅନିୟମିତତା ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ ଗୁରୁବାର ପୂର୍ବାହ୍ନରେ ଗୋପ ବ୍ଲକ ବିଜେଡି ସଭାପତି ମଧୁସୂଦନ ପାଇକରାୟ, ଯୁବନେତା ସୁକାନ୍ତ କୁମାର ମହାନ୍ତିଙ୍କ ନେତୃତ୍ୱରେ ଶତାଧିକ ବିଜେଡି କର୍ମୀ ବ୍ଲକ ନିକଟରୁ ଏକ ଶୋଭାଯାତ୍ରାରେ ବାହାରି ଗୋପ ତହସିଲ ଅଫିସ ଘେରାଉ କରିଥିଲେ। ସେମାନେ ଘରଭଙ୍ଗା ତଦନ୍ତରେ ବ୍ୟାପକ ଅନିୟମିତତା କରାଯାଉଥିବା ନେଇ ଅଭିଯୋଗ କରିବା ସହ ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଏଥିସହ ବିନାରେଶନକାର୍ଡଧାରୀଙ୍କୁ ଠିକ ତଦନ୍ତ କରି ସରକାରଙ୍କ ପକ୍ଷରୁ ଦିଆଯାଉଥିବା ରାଶି ପ୍ରଦାନ ଲାଗି ଦାବି କରାଯାଇଛି। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର…

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ଧାନ ବିକ୍ରି ପାଇଁ ବଢୁଛି ଚାଷୀ ପଞ୍ଜୀକରଣ, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭।୯: ଚଳିତ ଖରିଫ ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀ ନାଁ ପଞ୍ଜୀକରଣ କରିଥିବା ନେଇ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସୋମବାର ଏକ…

ଦିଲ୍ଲୀ ବିଲ୍ଡିଂ ଟ୍ରାଜେଡି ପରେ ଚେତିଲେ ଓଡ଼ିଶା ସରକାର: ମନ୍ତ୍ରୀ କହିଲେ ଭଙ୍ଗାଯିବ ଦୁର୍ବଳ କୋଠା

ଭୁବନେଶ୍ୱର, ୭।୯: ଦିଲ୍ଲୀ ବିଲ୍ଡିଂ ଟ୍ରାଜେଡି ପରେ ଓଡ଼ିଶା ସରକାର ଦୁର୍ବଳ କୋଠାଗୁଡ଼ିକୁ ନେଇ ତତ୍ପର ହୋଇଛନ୍ତି। ରାଜ୍ୟରେ ଥିବା ଦୁର୍ବଳ ସରକାରୀ ଓ ବେସରକାରୀ କୋଠାଗୁଡ଼ିକୁ…

ଦିଲ୍ଲୀ ଗସ୍ତରେ ମନମୋହନ ସାମଲ: କେନ୍ଦ୍ରୀୟ ନେତାଙ୍କ ସହ ଆଲୋଚନା ନେଇ ଚର୍ଚ୍ଚା

ଭୁବନେଶ୍ୱର, ୭।୯: ଦିଲ୍ଲୀ ଗସ୍ତରେ ଯାଇଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ। ରାଜ୍ୟ ଭାଜପାର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଶେଷ ହେବା ପରେ ତାଙ୍କର ଏହି…

ପୁଣି ମାଡ଼ିଆସୁଛି ବଡ଼ ବର୍ଷା: ୯ରୁ ଅତିପ୍ରବଳ ବର୍ଷା

ଭୁବନେଶ୍ୱର, ୭ା୯: ରାଜ୍ୟକୁ ପୁଣି ମାଡ଼ିଆସୁଛି ବଡ଼ ବର୍ଷା। ଆଜି ଓ ଆସନ୍ତାକାଲି ବିଭିନ୍ନ ଜିଲାରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ହେବ। ଏହାପରେ ୯ ତାରିଖରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri