ଗୋରୁଙ୍କ ସାହାରା ସାଜିଛନ୍ତି ରୁକେଶ

ଅନୁଗୋଳ ଅଫିସ, ୫।୪- ଅନୁଗୋଳ ସହରରେ ଥିବା ବୁଲା ଗୋରୁମାନେ ଖାଇବାକୁ ପାଉ ନ ଥିବା ବେଳେ ସେମାନଙ୍କ ସାହାରା ସାଜିଛନ୍ତି ସ୍ଥାନୀୟ ଯୁବକ ରୁକେଶ ରୋଷନ। ଗତ ୪ ଦିନ ହେବ ସେ ସହରରେ ବୁଲୁଥିବା ଷଣ୍ଢ, ଗୋରୁଙ୍କୁ ପନିପରିବା କିଣି ଖାଇବାକୁ ଦେଉଛନ୍ତି। ଟାଉନହଲ୍‌ ଠାରୁ ହେମସୁରପଡ଼ା, ମାଛ ମାର୍କେଟ, ଅମଲାପଡ଼ା, ବସ୍‌ଷ୍ଟାଣ୍ଡ, ଶିକ୍ଷକପଡ଼ା ଆଦି ଅଞ୍ଚଳରେ ବୁଲି ସେ ବୁଲା ଗୋରୁଙ୍କୁ ଖାଦ୍ୟ ଖୁଆଉଛନ୍ତି। ପୌରପାଳିକା ପକ୍ଷରୁ ସହଯୋଗ ମିଳିଲେ ସେ ସହରର ଅନ୍ୟ ସ୍ଥାନରେ ଥିବା ଗୋରୁଙ୍କୁ ଖାଇବାକୁ ଦେଇପାରିବେ ବୋଲି ରୁକେଶ କହିଛନ୍ତି। ଏ ନେଇ ପୌରନିର୍ବାହୀ ଅଧିକାରୀ ବିନୋଦ ଚନ୍ଦ୍ର ପଣ୍ଡା କହିଛନ୍ତି, ଯେଉଁମାନେ ଗୋ-ସେବା ପାଇଁ ଆଗେଇ ଆସିବେ ସେମାନଙ୍କୁ ପୌରପାଳିକା ପକ୍ଷରୁ ପରିବା ଓ ତିଆରି ହେଉଥିବା ରୁଟି ପ୍ରଦାନ କରାଯିବ। ସେମାନେ ନେଇ ଗୋ-ସେବାରେ ତାହା ଲଗାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପର୍ତ୍ତୁଗୀଜ୍‌ ଫୁଟବଲ ସେସନ ଜୁନ୍‌ ୪ରୁ

ଲିସବନ,୧୩।୫(ଏଏଫ୍‌ପି): କୋଭିଡ-୧୯ ମହାମାରୀ କାରଣରୁ ସ୍ଥଗିତ ରହିଥିବା ପର୍ତ୍ତୁଗାଲର ଫୁଟବଲ୍‌ ସେସନ ପୁଣି ଆରମ୍ଭ ହେବାକୁ ଯାଉଛି। ଜୁନା ୪ରୁ ପ୍ରିମିରା ଲିଗ୍‌ ଆରମ୍ଭ ହେବ...

ପାଳନ ହେଉନି ବର୍ଜ୍ୟବସ୍ତୁ ନିୟମାବଳୀ

ଅନୁଗୋଳ ଅଫିସ, ୮ା୧: ଆବଶ୍ୟକ ସଂଖ୍ୟକ ଡାକ୍ତର ଅଭାବରୁ ଅନୁଗୋଳ ଜିଲାରେ ସରକାରୀ ସ୍ବାସ୍ଥ୍ୟସେବାର ସୁଫଳ ରୋଗୀଙ୍କୁ ମିଳୁନି। ଏହାର ସୁଯୋଗ ନେଇ ଜିଲାରେ ଘରୋଇ...

ବିବାହର ୨ ଦିନ ପରେ ବର ମୃତ: ୯୫ ଅତିଥି କରୋନା ପଜିଟିଭ

ପାଟନା,୩୦।୬: ବିହାରର ରାଜଧାନୀ ପାଟନାରେ ଥିବା ଏକ ଗାଁରେ ବିବାହ ଉତ୍ସବରେ ଯୋଗ ଦେଇଥିବା ପ୍ରାୟ ୯୫ ଜଣ ଅତିଥି କରୋନା ମହାମାରୀରେ ପୀଡ଼ିତ ହୋଇଥିବା...

ମା’ବାପା କରୋନା ପଜିଟିଭ ଚିହ୍ନଟ ପରେ ୬ ମାସର ଶିଶୁର ଯତ୍ନ ନେଇ ଚର୍ଚ୍ଚାରେ ଏହି ଡାକ୍ତର

ମହାମାରୀ କରୋନା ସମୟରେ ଡାକ୍ତରମାନେ ନିଜ ଜୀବନକୁ ବାଜି ଲଗାଇ ଦିନରାତି ଏକ କରି ରୋଗୀମାନଙ୍କ ସେବା କରିବାରେ ଲାଗିପଡ଼ିଛନ୍ତି। ତେବେ ଏତିକିବେଳେ ଜଣେ କରୋନା...

ଫୁଲୁପଡ଼ା ଅଞ୍ଚଳରେ ହାତୀପଲ ଉପଦ୍ରବ; ବ୍ୟାପକ ବାଇଗଣ ଫସଲ ନଷ୍ଟ, ଲୋକେ ଭୟଭୀତ

ବଅଁରପାଳ,୯।୫(ଡି.ଏନ.ଏ.)-ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଫୁଲୁପଡା ଓ ସାନ୍ତରାପୁର (ଖ) ଅଞ୍ଚଳରେ ଶନିବାର ଭୋର ସମୟରେ ହାତୀ ଉପଦ୍ରବ କରିଛନ୍ତି। ଖଣ୍ଡହତାରୁ ୮ରୁ ଊର୍ଦ୍ଧ୍ୱ ହାତୀ...

କେନ୍ଦୁଝରରେ ଆଉ ୩ କରୋନା ପଜିଟିଭ୍‌ ଚିହ୍ନଟ, ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଲା

କେନ୍ଦୁଝର,୩୧ା୫(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଆଉ ୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ରବିବାର ସୂଚନା ଦିଆଯାଇଛି। ଏହାକୁ ମିଶାଇ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ...

ସାମାଜିକ ଦୂରତା ରକ୍ଷା ଲାଗି  ଏହି ବ୍ୟକ୍ତି ଗଛ ଉପରେ ତିଆରି କଲେ ଘର

ହାପୁର,୧୦।୪: ସାରା ବିଶ୍ୱରେ କରୋନା ମହାମାରୀରୁ ବର୍ତ୍ତିବା ପାଇଁ ଏଯାଏ କୌଣସି ଭ୍ୟାକସିନ୍‌ ତିଆରି କରାଯାଇନାହିଁ। ଏଭଳି ସ୍ଥିତିରେ କରୋନାରୁ ନିଜକୁ ବଞ୍ଚାଇବାକୁ ହେଲେ ସାମାଜିକ...

ଗରିବ-ଦିନମଜୁରିଆ-ଚାଷୀମୁଲିଆଙ୍କୁ ମିଳୁ ୭୫୦୦ଟଙ୍କା କରୋନା ସହାୟତା: ସୋନିଆ

ନୂଆଦିଲ୍ଲୀ,୨୩।୪: ଦେଶରେ କରୋନା ସଂକ୍ରମଣ ଯୋଗୁ ସରକାରଙ୍କ ପକ୍ଷରୁ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ଏହାର ପ୍ରଭାବ ଗରିବ, ଦିନ ମଜୁରିଆ ଏବଂ ଚାଷୀ ମୁଲିଆଙ୍କ...

BGU
Play 250+ Trending Games
Archives

Model This Week

Why Dharitri