ଗୋରୁ ବୋଝେଇ ଗାଡ଼ି ଜବତ, ଡ୍ରାଇଭର ଅଟକ

ଠାକୁରମୁଣ୍ଡା,୧୭ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ପୋଲିସ ମଙ୍ଗଳବାର ରାତିରେ ଏକ ଗୋରୁ ବୋଝେଇ ପିକ୍‌ଅପ ଭ୍ୟାନକୁ ଜବତ କରିଛି। ଗାଡ଼ିର ଡ୍ରାଇଭରକୁ ଅଟକ ରଖି ପଚରାଉଚରା କରାଯାଉଛି। ରାତି ପ୍ରାୟ ୧୦.୩୦ ମିନିଟ ସମୟରେ ୯ ଟି ଗୋରୁ ନେଇ ଏକ ପିକ୍‌ଅପ୍‌ ଭ୍ୟାନ (ନଂ.ଓଡ଼ି ୦୯ ଜେ-୨୪୪୬) ଠାକୁରମୁଣ୍ଡା-ଉଦଳା ରାସ୍ତାରେ ଯାଉଥିବା ସମୟରେ ସ୍ଥାନୀୟ କିଛି ଯୁବକ ଦେଖି ଗାଡ଼ଟିିକୁ ପିଛା କରିଥିଲେ। ଠାକୁରମୁଣ୍ଡାଠାରୁ ୨ କି.ମି ଦୂର ବେଣ୍ଟକାରପୋଡ଼ା ନିକଟରେ ସେମାନେ ଗାଡ଼ି ଅଟକାଇ ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ଗୋରୁ ବୋଝେଇ ଭ୍ୟାନକୁ ଜବତ କରିଛି। ଏଥିନେଇ ଥାନାରେ ଏକ ମାମଲା(ନଂ.୫୬/୧୯) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡ଼ା ଜିଲା ଚିଠି: ନିଯୁକ୍ତି ମେଳା

ଶିଳ୍ପନଗର ଝାରସୁଗୁଡ଼ାରେ ଦିନକୁ ଦିନ ଶିକ୍ଷିତ ବେକାରଙ୍କ ସଂଖ୍ୟା ବଢ଼ି ଚାଲିଛି। ଜିଲାରେ ବହୁ ଶିଳ୍ପସଂସ୍ଥା ଥିଲେ ମଧ୍ୟ ସ୍ଥାନୀୟ ବେକାର ଯୁବତୀଯୁବକମାନଙ୍କୁ ନିଯୁକ୍ତି ମିଳୁନାହିଁ।...

ଜବତ ସାମଗ୍ରୀର ମୂଳ ଉତ୍ସ ଖୋଜାଯାଉନି

କେନ୍ଦ୍ରାପଡ଼ା ଅଫିସ୍‌,୧୪ା୧୦: କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା କାନପୁର ଛକରେ ସେପ୍ଟେମ୍ବର ୧୫ରେ ୫ ଜଣ ଦୁର୍ବୃତ୍ତ ଛିନ୍‌ତାଇ କରିଥିଲେ। ପିସ୍ତଲ ଦେଖାଇ ଓ ଫାୟାରିଂ...

ଡୁମ୍ବୁଳା ଗ୍ରାମରେ ମାତିଲେ ଦୁର୍ବୃତ୍ତ; କବାଟ ଭାଙ୍ଗି ନେଇଗଲେ ଅଳଙ୍କାର, ଟଙ୍କା

ଦିଗପହଣ୍ଡି,୧।୬(ଡି.ଏନ.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବଡଡୁମ୍ବୁଳା ପଞ୍ଚାୟତ ଅଧୀନ ସାନ ଡୁମ୍ବୁଳା ଗ୍ରାମରେ ରବିବାର ରାତିରେ ଲୁଟ୍‌ ହୋଇଛି। ଗ୍ରାମର ଜି.ରାଧାକାନ୍ତ ପ୍ରଧାନ ଓ ତାଙ୍କ...

ଜଙ୍ଗଲରୁ ଯୁବକଙ୍କ ଗଳିତ ମୃତଦେହ ଜବତ

ବିନିକା,୨୦ା୬(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବିନିକା ଥାନା ବାଉଁଶୁଣି ଡୁଗୁମାଳି ଜଙ୍ଗଲରୁ ସୋମବାର ଭୋର୍‌ରୁ ୨୨ ବର୍ଷୀୟ ଜଣେ ଯୁବକଙ୍କ ଗଳିତ ମୃତଦେହ ଜବତ କରିଛି ବିନିକା...

ର଼୍ୟାଗିଂ ଘଟଣା: ୬ ଅନ୍ତେବାସୀ ହଷ୍ଟେଲରୁ ବହିଷ୍କୃତ ବହିଷ୍କାର ନିର୍ଦ୍ଦେଶ ପ୍ରତିବାଦରେ ଧାରଣା

କଟକ ଅଫିସ,୧୯।୯: ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ଇଷ୍ଟ ହଷ୍ଟେଲରେ ମଙ୍ଗଳବାର ହୋଇଥିବା ର଼୍ୟାଗିଂ ଅଭିଯୋଗରେ ୬ଜଣ ଅନ୍ତେବାସୀଙ୍କୁ ହଷ୍ଟେଲରୁ ବହିଷ୍କାର ନିର୍ଦ୍ଦେଶ ହୋଇଛି। ଏହି ନିର୍ଦ୍ଦେଶକୁ ପ୍ରତିବାଦ...

୧୦୦ ପରିବାରକୁ ଗୋଟିଏ ନଳକୂପ, ବାଲ୍‌ଟିଏ ପାଣି ପାଇଁ ଲମ୍ବା ଧାଡ଼ି

କଣ୍ଟିପାଳ/ଆନନ୍ଦପୁର,୨୨ା୪(ଡି.ଏନ୍‌.ଏ./ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କଣ୍ଟିପାଳ ପଞ୍ଚାୟତର କଣ୍ଟିପାଳ ଗ୍ରାମର ମହାପାତ୍ର ସାହିରେ ପାନୀୟ ଜଳ ସଙ୍ଗଟ ଉଗ୍ରରୂପ ଧାରଣ କରିଛି। ସାହିରେ ବସବାସ...

ଅସୁରକ୍ଷିତ ବୈତରଣୀ ସୁରକ୍ଷାବନ୍ଧ

ଆନନ୍ଦପୁର,୨୩।୬(ସ୍ବ.ପ୍ର.)- ବନ୍ୟା ଦାଉରୁ ଆନନ୍ଦପୁର ପୌରପରିଷଦ ଏବଂ ଆନନ୍ଦପୁର ବ୍ଲକ ଅଞ୍ଚଳର ଅନେକ ସ୍ଥାନର ସୁରକ୍ଷା ଦୃଷ୍ଟିରୁ ୨୦୧୬ ମାର୍ଚ୍ଚ ୧ ତାରିଖ ଦିନ ବୈତରଣୀ...

ରାଜ୍ୟ ସରକାରଙ୍କୁ ଜବାବ ଦାଖଲ ନିର୍ଦ୍ଦେଶ

କଟକ ଅଫିସ,୨୬।୪: ଓଡ଼ିଶା ରାଜ୍ୟ ଖାଦ୍ୟ ଆୟୋଗରେ ୫ ସଦସ୍ୟ ପଦ ଖାଲି ପଡ଼ିବା ସମ୍ପର୍କିତ ଏକ ଜନସ୍ବାର୍ଥ ମାମଲାରେ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ଜବାବ...

Advertisement
Archives

Model This Week