ଗୋରୁ ବୋଝେଇ ଗାଡ଼ି ଜବତ

ରାଇରଙ୍ଗପୁର,୧୭।୬(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ବିଶୋଇ ନିକଟସ୍ଥ ୪୯ନଂ. ଜାତୀୟ ରାଜପଥର ବାଇପାସ୍‌ ଛକରେ ସୋମବାର ରାତିରେ ପୋଲିସ ଏକ ଗୋରୁ ବୋଝେଇ ଗାଡ଼ି ଜବତ କରିଛି। ଏହି ଘଟଣାରେ ୨ ଜଣ ଗିରଫ ହୋଇଥିତ୍ବା ବିଶୋଇ ଥାନା ଅଧିକାରୀ ଫଣିଭୂଷଣ ନାୟକ କହିଛନ୍ତି। ଏନେଇ ଥାନାରେ ଏକ ମାମଲା (ନଂ.୫୩/୨୦୨୦) ରୁଜୁ ହୋଇଛି। ଅଭିଯୁକ୍ତ ଦ୍ୱୟ ହେଲେ ବାଦାମପାହାଡ଼ ଥାନା ଅନ୍ତର୍ଗତ ଦେଓଗାଁ ଗ୍ରାମର ସେକ୍‌ ପପୁ ଏବଂ ତାଙ୍କ ସହଯୋଗୀ ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଧୀନ ଟେଣ୍ଟପୋଷି ଗ୍ରାମର ସେକ୍‌ ଫିର୍‌ଦୋସ। ଅଭିଯୁକ୍ତ ଦ୍ୱୟ ଏକ ପିକ୍‌ଅପ୍‌ ଭ୍ୟାନ୍‌ରେ ୮ଟି ଗୋରୁଙ୍କୁ ନେଇ ପଶ୍ଚିମବଙ୍ଗ ଚାଲାଣ କରୁଥିତ୍ବା ବେଳେ ପୋଲିସ ଗାଡ଼ିକୁ ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲାରେ ବଡ଼ ଟ୍ବିଷ୍ଟ, ଆତ୍ମସମର୍ପଣ କଲେ ପୂର୍ବତନ ଡିଏଫଓ

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା): ବହୁଚର୍ଚ୍ଚିତ ଏସିଏଫ ସୋମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃମାମଲାରେ ତତ୍କାଳୀନ ଗଜପତି ଡିଏଫଓ ସଂଗ୍ରାମ କେଶରୀ ବେହେରା ସୋମବାର ପାରଳାଖେମୁଣ୍ଡି ଏସଡିଜେଏମ୍‌ଙ୍କ(SDJM) ଅଦାଲତରେ ଆତ୍ମସମର୍ପଣ କରିଛନ୍ତି।…

ରସଗୋଲା ଶ୍ରୀଜଗନ୍ନାଥ ସଂସ୍କୃତିର ଅନନ୍ୟ ପରିଚୟ

ଭୁବନେଶ୍ୱର,୨୭ା୭ (ସୌମ୍ୟରଞ୍ଜନ ରାଉତ): ରଥାରୂଢ଼ ଶ୍ରୀଜୀଉଙ୍କ ନୀଳାଦ୍ରି ବିଜେ ଅବସରରେ ରବିବାର ସାରା ରାଜ୍ୟରେ ଉତ୍ସାହର ସହ ପାଳନ ହେଉଛି ରସଗୋଲା ଦିବସ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିରକୁ…

ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ, ୫ ଜଣଙ୍କୁ ପୋଲିସ ଅଟକ ରଖି…

ବଲାଙ୍ଗୀର,୨୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଥରମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ନଦୀରେ ବୁଡ଼ିଗଲେ ନାବାଳିକା କାଉଡ଼ିଆ: ଶିବ ମନ୍ଦିରରେ ଜଳଲାଗି ପାଇଁ….

ବାଲେଶ୍ୱର, ୨୭ (ବାଞ୍ଛାନିଧି ଦେ): ଶ୍ରାବଣ ମାସର ପ୍ରଥମ ସୋମବାରରେ ଘଟିଛି ଏକ ଅଭାବନୀୟ ଘଟଣା। ଶିବ ମନ୍ଦିରରେ ଜଳଲାଗି ପାଇଁ ନଦୀରୁ ପାଣି ଆଣିବାକୁ ଯାଇଥିବା…

ସ୍ତ୍ରୀଙ୍କ ସାମ୍ନାରେ ସ୍ବାମୀଙ୍କୁ ବୀଭତ୍ସ ହତ୍ୟା କରି ଜେଲ୍‌ ଗଲେ ବାପ-ପୁଅ

ଜୟପାଟଣା,୨୭ା୭(ଓମ୍‌ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ କୁମଜୋର ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଘଟିଥିବା ହତ୍ୟାକାଣ୍ଡରେ ପୋଲିସ ବଡ଼ ସଫଳତା ପାଇଛି।…

ଓଡ଼ିଶା ଫେରିଲେ ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ, କହିଲେ ମହାପ୍ରଭୁ ଜଗନ୍ନାଥଙ୍କ ପାଇଁ…

ଭୁବନେଶ୍ୱର,୨୭ା୭: ଓଡ଼ିଶା ଫେରିଛନ୍ତି ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀ ନାୟକ। ଇଣ୍ଡିଆନ ଆଇଡଲ ଟ୍ରଫି ସହ ଜ୍ୟୋତିର୍ମୟୀ ସୋମବାର ସକାଳେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି।…

ଗଣଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ: କହିଲେ-ଧର୍ମେନ୍ଦ୍ର ପ୍ରଧାନଙ୍କ ଭଳି…

ଭୁବନେଶ୍ୱର, ୨୭।୭: ପ୍ରଥମରୁ ଅଷ୍ଟମ ପାଠ୍ୟ ପୁସ୍ତକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କୁ ଘେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ନବୀନ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ…

୫ବର୍ଷରେ ବାଦ୍‌ ପଡ଼ିଲେଣି ୭୪.୮୯ଲକ୍ଷ ଭୋଟର

ଭୁବନେଶ୍ୱର,୨୭ା୭ (ରବିନାରାୟଣ ଜେନା): ଭାରତର ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ପକ୍ଷରୁ ରାଜ୍ୟରେ ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟା ଜାରି ରହିଛି। ଗତ ୫ତାରିଖରେ ଭୋଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri