ଗୋଲବଜାରରେ ଅଗ୍ନିକାଣ୍ଡ: ଜଳିଗଲା ୬୦ ଦୋକାନ

ସମ୍ବଲପୁର, ୨୮।୧୦ (ବ୍ୟୁରୋ): ସମ୍ବଲପୁର ସହରର ଗୋଲବଜାରସ୍ଥିତ ପରିବା ମାର୍କେଟରେ ସୋମବାର ଭୋର ସମୟରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୬୦ରୁ ଊର୍ଦ୍ଧ୍ୱ ଦୋକାନ ଜଳି ପାଉଁଶ ହୋଇଯାଇଛି। ୨ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଅନୁମାନ କରାଯାଉଛି। ଖବର ପାଇ ସମ୍ବଲପୁର ଅଗ୍ନିଶମ ବିଭାଗ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲା । ଗତକାଲି ଦୀପାବଳି ଥିବାରୁ ଦୀପରୁ ନିଆଁଲାଗି ଏହି ଅଘଟଣ ଘଟିଥାଇ ପାରେ ବୋଲି ସନ୍ଦେହ କରାଯାଉଛି। ତେବେ ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦଳିତଙ୍କ ଉପରେ ଅତ୍ୟାଚାର: ନେତାଙ୍କୁ ଗିରଫ ଦାବିରେ ଧାମରା ମେରାଇନ ଥାନା ଘେରାଉ

ଚାନ୍ଦବାଲି,୧୧ା୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମରା ମେରାଇନ ଥାନା ଅନ୍ତର୍ଗତ ଜାଗୁଳା ପଞ୍ଚାୟତ ଜାଗୁଳା ଗ୍ରାମର ଜଣେ ପ୍ରଭାବଶାଳୀ ନେତା କେତେକ ଦଳିତଙ୍କ ଉପରେ ଅତ୍ୟାଚାର କରୁଛନ୍ତି।...

CORONAVIRUS UPDATE: ଗଞ୍ଜାମରେ ପୁଣି କରୋନା ପଜିଟିଭ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୮

ଭୁବନେଶ୍ୱର,୯।୫(ବ୍ୟୁରୋ)-ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ ଗଞ୍ଜାମ ଜିଲାର ବୋଲି ସୂଚନା ମିଳିଛି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୮ରେ...

ଓଏଏସ୍‌ ପରୀକ୍ଷା: ୫୧ ର଼୍ୟାଙ୍କରେ ନାରାୟଣ

ପୁରୁଷୋତ୍ତମପୁର,୮ା୧(ଡି.ଏନ.ଏ.):-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଅନ୍ତର୍ଗତ ଚିଙ୍ଗୁଡିଆପଦର ସାହିର ନାରାୟଣ ବେହେରା ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ ୫୧ ର଼୍ୟାଙ୍କରେ ରହିଛନ୍ତି। ତାଙ୍କ ବାପାଙ୍କ ନାମ...

ଆଗାମୀ ଦିନରେ ସମ୍ପୂର୍ଣ୍ଣ ସରକାର-ସମାଜକୁ ସମନ୍ବିତ ହେବାକୁ ପଡ଼ିବ: ବାଗ୍‌ଚୀ

ଭୁବନେଶ୍ୱର,୨୫।୪(ବ୍ୟୁରୋ): ମେ ୩ ତାରିଖରେ ଶେଷ ହେବ ଲକ୍‌ଡାଉନ୍‌। ଏହାପରେ ବାହାରେ ଫସି ରହିଥିବା ଓଡ଼ିଆ ଘରକୁ ଫେରିବେ। ହେଲେ ଆକ୍ରାନ୍ତ ରାଜ୍ୟରୁ ଫେରୁଥିବାରୁ ସଂକ୍ରମଣ...

ଆନ୍ତଃ ଜିଲା ସିଂଗଝର ଫୁଟ୍‌ବଲ୍‌ ଟୁର୍ନାମେଣ୍ଟ :ପ୍ରଥମ ଦିବସରେ କାପସି, ମାନିଗାଁ ବିଜୟୀ

ସିନାପାଲି,୨୧।୯(ଡି.ଏନ.ଏ.) ନୂଆପଡା ଜିଲା ସିନାପାଲିସ୍ଥିତ ସିଂଗଝର ଫୁଟବଲ୍‌ ଆସୋସିଏଶନ୍‌ ଆନୁକୂଲ୍ୟରେ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି। ଉଦ୍‌ଘାଟନୀ ମ୍ୟାଚ୍‌ କାପସି ବନାମ ଚଟିଆଗୁଡା ଓ ମାନିଗାଁ...

ଅନୁଧ୍ୟାନ କଲେ ଏସ୍‌ପି

ସମ୍ବଲପୁର, ୩୦।୩ (ବ୍ୟୁରୋ)- ସଂପ୍ରତି ଲକ୍‌ ଡାଉନ ଯୋଗୁ ସମ୍ବଲପୁର ସହର ପ୍ରଭାବିତ ହୋଇଛି । ଜନସାଧାରଣ ନିହାତି ଜରୁରୀ ନଥିଲେ ଘରୁ ବାହାରକୁ ବାହାରିବାକୁ...

ଫସଲ ବଞ୍ଚାଇବାକୁ ଜୀବନ ବାଜି: ମଞ୍ଚାରେ ବିତୁଛି ମାସ ପରେ ମାସ

ବନ୍ତଳା, ୧୪।୧୨ (ଦିନେଶ ଦେହୁରୀ) – ପରିବାର ପ୍ରତିପୋଷଣ ପାଇଁ ସେମିତି କିଛି ଆୟ ନାହିଁ। ଯେଉଁ ଅଳ୍ପ କିଛି ଜମି ଅଛି ସେଥିରେ ଦିନରାତି...

ଚିଟ୍‌ଫଣ୍ଡ ତଦନ୍ତରେ ୨୦୨୦ ସୁଦ୍ଧା ଖର୍ଚ୍ଚ ହୋଇଛି ୬.୧୯ କୋଟି

ଭୁବନେଶ୍ୱର,୫ା୭(ବ୍ୟୁରୋ): ଚିଟ୍‌ଫଣ୍ଡ ତଦନ୍ତ ପାଇଁ ଗଠିତ କମିଶନ, ଏହାର ଅଧିକାରୀ ଓ କର୍ମଚାରୀଙ୍କ ଦରମା ଏବଂ ଭତ୍ତା, କାର୍ଯ୍ୟାଳୟର ଆନୁଷଙ୍ଗିକ ଖର୍ଚ୍ଚ, ଜମାକାରୀଙ୍କଠାରୁ ପ୍ରାପ୍ତ ସତ୍ୟପାଠର...

Advertisement
Archives

Model This Week