‘ଗୋଲମାଲ’ ଭଳି ଫିଲ୍ମ ପସନ୍ଦ କରନ୍ତି ୟାମି

ମୁମ୍ବାଇ: ବଲିଉଡ୍‌ ନାୟିକା ୟାମି ଗୌତମ ଖୁବ୍‌ଶୀଘ୍ର ବଡ ପରଦାରେ ନଜର ଆସିବେ। ଅପ୍‌କମିଙ୍ଗ ଫିଲ୍ମ ‘ବାଲା’କୁ ନେଇ ସେ ଖୁବ୍‌ ଉତ୍ସାହିତ ଅଛନ୍ତି। ହେଲେ ନିକଟରେ ଏକ ସାକ୍ଷାତ୍‌କାରରେ ସେ କହିଛନ୍ତି ତାଙ୍କୁ ‘ଗୋଲମାଲ’ ଭଳି ଫିଲ୍ମ ବହୁତ ପସନ୍ଦ। ଯେଉଁଥିରେ ବିଷୟ ବସ୍ତୁ ସହ ହସଖୁସି ଭରି ରହିଥିବ। ସେମିତି ଫିଲ୍ମକୁ ଦର୍ଶକେ ଏବେ ଗ୍ରହଣ କରୁଥିବାରୁ ସେ ଖୁବ୍‌ ଖୁସି ବୋଲି କହିଛନ୍ତି। ରିଷିକେଶ ମୁଖାର୍ଜି ୭୦-୮୦ ଦଶକରେ ବହୁ ହିଟ୍‌ ଫିଲ୍ମ ଭେଟି ଦେଇଛନ୍ତି। ଆଉ ତାଙ୍କ ଫିଲ୍ମ ‘ଚୁପ୍‌କେ ଚୁପ୍‌କେ’ ଓ ‘ଗୋଲମାଲ’ର ଜଣେ ବଡ ଫ୍ୟାନ ହେଉଛନ୍ତି ୟାମି। ତେବେ ୟାମୀ ଆଶ୍ଚର୍ଯ୍ୟ ହୋଇଛନ୍ତି ଯେ ଏବେ ୨୦୧୯ରେ ବି ଏମିତି ଫିଲ୍ମ ପୁଣି ଫେରୁଛି। ନିକଟରେ ‘ଉରି- ଦ ସର୍ଜିକାଲ ଷ୍ଟ୍ରାଇକ୍‌’ ଓ ‘କାବିଲ’ ଭଳି ଫିଲ୍ମରେ ୟାମି ଅଭିନୟ କରିଛନ୍ତି ସତ ହେଲେ ତାଙ୍କୁ ‘ଗୋଲମାଲ’ ଭଳି ଫିଲ୍ମ ବେଶି ପସନ୍ଦ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ରାସ୍ତା ବେହାଲ୍‌: ଭାଙ୍ଗିଲା ଝାଟିମାଟି ଘର

କେସିଙ୍ଗା,୨୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପଥ ର୍ଲା ଗ୍ରାମ ପଞ୍ଚାୟତ ଅଧୀନସ୍ଥ ମାଲପଡାର ଜିତେନ ଚଣ୍ଡୀଙ୍କ ଏକ ଝାଟିମାଟି ଘର ଲଗାଣ ବର୍ଷାରେ ଗତକାଲି…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର, ଅଗଷ୍ଟ ୧ରୁ ବଦଳିବ ତତ୍କାଳ ଟିକେଟ୍ ବୁକିଂ ନିୟମ

ନୂଆଦିଲ୍ଲୀ,୨୮ା୭: ଆସନ୍ତା ଅଗଷ୍ଟ ୧ତାରିଖରୁ ବଦଳିବ ତତକାଳ ଟିକେଟ ବୁକିଂ ନିୟମ । ଭାରତୀୟ ରେଳବାଇ କାଉଣ୍ଟରରେ ତତକାଳ ଟିକେଟ୍ ବୁକ୍ କରିବା ପାଇଁ ଏକ ନୂତନ…

OSSTET-୨୦୨୬ ପରୀକ୍ଷା ତାରିଖ ଘୋଷଣା: ଏହିଦିନଠୁ ଆବେଦନ ପ୍ରକ୍ରିୟା ଆରମ୍ଭ!

କଟକ,୨୮।୭: ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ), ଓଡ଼ିଶା ପକ୍ଷରୁ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସଏସଟିଇଟି)-୨୦୨୬ର ତାରିଖ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି। ବିଏସଇ…

ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ମ୍ୟାଚ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା: ଜାଣନ୍ତୁ କିଏ ଗଲେ, କିଏ ଆସିଲେ…

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟ ମାସରେ ଭାରତୀୟ ଦଳ ଶ୍ରୀଲଙ୍କା ଗସ୍ତରେ ଯାଇ ୨ଟି ଟେଷ୍ଟ ମ୍ୟାଚ ସିରିଜ ଖେଳିବ। ଏହି ସିରିଜ ପାଇଁ ବିସିସିଆଇ (BCCI) ମଙ୍ଗଳବାର…

ଅଗଷ୍ଟ ୧୩ରେ ଚାମେଲୀଙ୍କ ବିରୋଧରେ ଆସିବ ଅନାସ୍ଥା ପ୍ରସ୍ତାବ: ୨୨ ୱାର୍ଡସଭ୍ୟଙ୍କ ମଧ୍ୟରୁ ୨୧ ସଭ୍ୟାସଭ୍ୟ…

କେନ୍ଦ୍ରାପଡ଼ା/ମହାକାଳପଡ଼ା,୨୮ା୭ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ତିଖିରୀ ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ଆସନ୍ତା ଅଗଷ୍ଟ ୧୩ରେ ଅନାସ୍ଥା ପ୍ରସ୍ତାବ ଆସିବ। ଗତ…

ଲଗାଣ ବର୍ଷା, କେନ୍ଦୁଝରରେ ଆଜି ସମସ୍ତ ସ୍କୁଲ ଛୁଟି

ବଞ୍ଚୋ/କେନ୍ଦୁଝର,୨୮।୭(ପ୍ରଦୋଷ ବିଶ୍ୱାଳ /ନରେଶ ପଟ୍ଟନାୟକ ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ଘୋଷଣା କରାଯାଇଛି । ଜିଲାପାଳ…

ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ହାଣିବା ଘଟଣା, ୨୪ଘଣ୍ଟାରେ ଧରିଲା ପୋଲିସ

ପୁରୁଷୋତ୍ତମପୁର,୨୮।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ବଷ୍ଚ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ ହୋଇଥିଲା ।ନିର୍ମମଭାବରେ ହାଣି ହତ୍ଯାଉଦ୍ଯମ କରିବା…

CJP ଆଗରେ ପୁଣି ନଇଁଲେ କି ସରକାର? ସୌରଭ ଦାସଙ୍କ FIR ପ୍ରତ୍ୟାହାରକୁ ନେଇ ବଡ଼ ଦାବି

ନୂଆଦିଲ୍ଲୀ,୨୮ା୭: କୋକ୍ରୋଚ୍ ଜନତା ଦଳ ଦିଲ୍ଲୀର ଜନ୍ତରମନ୍ତରରେ କିଛି ଦିନ ଧରି ପ୍ରତିବାଦ ପ୍ରଦର୍ଶନ କରିଥିଲା। ସଂସଦ ଅଭିମୁଖେ ଯାତ୍ରା ସମୟରେ, ଦିଲ୍ଲୀ ପୋଲିସ ଭିଡ଼କୁ ନିୟନ୍ତ୍ରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri