ଗୋଳାବାରୁଦ କାରଖାନା ନିଗମୀକରଣକୁ ବିରୋଧ

ସଇଁତଲା, ୨୦ା୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ବଡ଼ମାଳ ଗୋଳାବାରୁଦ କାରଖାନା ୱାକର୍‌ସର ୟୁନିୟନ ନଗମୀକରଣକୁ ବିରୋଧ କରିଛି। ଏଥିସହ ୟୁନିଅନ ଶ୍ରମିକମାନଙ୍କ କାର୍ଯ୍ୟ ସମୟ ୧୨ଘଣ୍ଟାକୁ ବୃଦ୍ଧି ନିଷ୍ପତ୍ତିକୁ ନାପସନ୍ଦ କରିଛି। ଏ ନେଇ ସଂଘ ପକ୍ଷରୁ ବୁଧବାର ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ତିନି ଦଫା ସମ୍ବଳିତ ଏକ ଦାବିପତ୍ର କାରଖାନାର ମହାପ୍ରବନ୍ଧକ ରାଜେଶ ଚୌଧୁରୀଙ୍କୁ ପ୍ରଦାନ କରାଯାଇଥିଲା। ଏଥିରେ ଉପରୋକ୍ତ ପ୍ରସଙ୍ଗ ସହ ତୁରନ୍ତ କର୍ମଚାରୀମାନଙ୍କୁ ମହଙ୍ଗା ଭତ୍ତା ପ୍ରଦାନ ପାଇଁ ଦାବି କରାଯାଇଛି । ୱାକର୍‌ସର ୟୁନିୟନର ସଭାପତି ଭରତ ମାଝୀ, ସମ୍ପାଦକ ହରିହର ସିଂ, ବିପିଏମଏସର ସହ ସମ୍ପାଦକ ରବିନ୍ଦ୍ର ମିଶ୍ର, ବରିଷ୍ଠ ସଭ୍ୟ ଅରୁଣ ପଟେଲ, କାର୍ଯ୍ୟସମିତି ସଦସ୍ୟ ପ୍ରଦୀପ କର ଦାବିପତ୍ର ପ୍ରଦାନ ସମୟରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କ ଟାର୍ଗେଟରେ ସୁରେଶ ରାଇନା,ଏମ.ଏସ. ଧୋନି, କିନ୍ତୁ କାହିଁକି? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୫।୧୦: ୱେଷ୍ଟଇଣ୍ଡିଜ ବିପକ୍ଷରେ ଇତିହାସ ସୃଷ୍ଟି କରିବାର ସୁଯୋଗ ରହିଛି ଭାରତର ୱିକେଟ କିପର ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନଙ୍କ ନିକଟରେ। ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ…

ଜୈବବିବିଧତାର ସୁରକ୍ଷିତ ଠିକଣା: ନୀଳରକ୍ତ କଙ୍କଡ଼ାଙ୍କ ମିଳନସ୍ଥଳ ପାଲଟିଛି ଗହୀରମଥା

ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ଭିତରକନିକା ଓ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ବିଭିନ୍ନ ବିରଳ ପ୍ରଜାତିର ସାମୁଦ୍ରିକ ଜୀବଜନ୍ତୁ ଦେଖିବାକୁ ମିଳନ୍ତି। ବିଶେଷ କରି ମହାନଦୀ…

ଟାଇପ ୧ ଡାଇବେଟିସ କ’ଣ? ଏହା ପଛରେ କ’ଣ ରହିଛି କାରଣ ଜାଣନ୍ତୁ…

ନୀରବ ଘାତକ ଭାବରେ ଗଣନା କରାଯାଉଥିବା ଅନ୍ୟତମ ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ହେଉଛି ଡାଇବେଟିସ୍‌ ବା ମଧୁମେହ। ଏହା ପଛରେ ଅନେକ କାରଣ ରହିଛି। ତେବେ ଟାଇପ…

‘ବିରାଟଙ୍କ ନମ୍ବର ତାଙ୍କୁ ମିଳିବା ଉଚିତ’, କୋହଲିଙ୍କ ପାଇଁ କିଏ ହେବେ ପରଫେକ୍ଟ ରିପ୍ଲେସମେଣ୍ଟ ପ୍ରକାଶ କଲେ ୱାସିମ ଜାଫର୍‌, ଚମକି ପଡ଼ିବେ…

ନୂଆଦିଲ୍ଲୀ,୫।୧୦: ପ୍ରାୟ ୧୫ ବର୍ଷ ଧରି, ଭାରତୀୟ ଦଳକୁ ODI କ୍ରିକେଟରେ ୩ ନମ୍ବର ସ୍ଥାନ ପାଇଁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିନାହିଁ; ଏହାର ମୁଖ୍ୟ…

ଭିଜିଲାନ୍ସ ପଞ୍ଝାରେ ବେତନଟୀ ସବଡିଭିଜନ AEE, ଏକକାଳୀନ ୧୦ ସ୍ଥାନରେ ଚଢାଉ

ବାରିପଦା/ବେତନଟୀ, ୫।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମୟୂରଭଞ୍ଜ ଜିଲା ବେତନଟୀ ଆର୍‌ଆଣ୍ଡବି ସବ୍‌ଡିଭିଜନର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ସୃଷ୍ଟି ହେବ ବିରଳ ତ୍ରିଗ୍ରହୀ ଯୋଗ; ବଦଳିଯିବ ୩ ରାଶିର ଭାଗ୍ୟ, ପ୍ରଚୁର ଧନ ଲାଭ

ଅକ୍ଟୋବର ମାସରେ ତୁଳା ରାଶିରେ ସୂର୍ଯ୍ୟ, ବୁଧ ଓ ଶୁକ୍ରଙ୍କ ଯୁତି ହେବାକୁ ଯାଉଛି । ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ତିନି ଗ୍ରହ ଗୋଟିଏ ରାଶିରେ ରହିବା…

ଧୀରେନ୍ଦ୍ର ଶାସ୍ତ୍ରୀଙ୍କ ବଡ଼ ଅପିଲ୍, ମହିଳାମାନେ ବାଗେଶ୍ବର ଆଶ୍ରମକୁ ଏକୁଟିଆ…

ଭୋପାଳ,୫ା୧୦: ମଧ୍ୟପ୍ରଦେଶର ଛତରପୁର ଜିଲା ଗଢ଼ାସ୍ଥିତ ପ୍ରସିଦ୍ଧ ବାଗେଶ୍ୱର ଧାମରେ ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ନେଇ ପୀଠାଧୀଶ୍ୱର ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀ ଗୁରୁତ୍ୱପୂର୍ଣ୍ଣ ଅପିଲ୍ କରିଛନ୍ତି ।…

ସିଜେପି (CJP) ର ଆଶୁତୋଷ ରଙ୍କା କହିଲେ,‘ରକ୍ତର ପ୍ରତ୍ୟେକ ବୁନ୍ଦା…’, ହେଲେ ସେ କାହାକୁ ଦେଲେ ଏମିତି ଚ୍ୟାଲେଞ୍ଜ? ଜାଣନ୍ତୁ…

ନୂଆଦିଲ୍ଲୀ,୫।୧୦: ‘କକରୋଚ ଜନତା ପାର୍ଟି’ (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ଆନ୍ଦୋଳନ କରୁଛି। SIR ବିବାଦକୁ ନେଇ ସେମାନେ ଜ୍ଞାନେଶ କୁମାରଙ୍କ ଇସ୍ତଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?