Posted inଜାତୀୟ

ଗୋଶାଳାରେ ଗାଈଙ୍କ ମୃତ୍ୟୁ: ୮ ସରକାରୀ ଅଧିକାରୀ ନିଲମ୍ବିତ

ଲକ୍ଷ୍ନୌ,୧୫।୭: ଗତ କିଛି ଦିନ ହେବ ଉତ୍ତର ପ୍ରଦେଶରେ ଥିବା ବିଭିନ୍ନ ଗୋଶାଳାରେ ଗାଈଙ୍କ ମୃତ୍ୟୁକୁ ନେଇ ପ୍ରଶ୍ନ ଉଠୁଥିବା ବେଳେ ଏହାକୁ ନେଇ ଯୋଗୀ ସରକାର ଏକ ପଦକ୍ଷେପ ନେଇଛନ୍ତି। ଏହି ଘଟଣାରେ ୮ ଜଣ ସରକାରୀ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ଗତ କିଛିଦନ ହେବ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କ ଦ୍ୱାରା ଖୋଲା ଯାଇଥିବା ଗୋଶଳାରେ କିଛି ଗାଈଙ୍କର ମୃତ୍ୟୁ ହୋଇଥିଲା। ଏମାନଙ୍କର ମୃତ୍ୟୁ ଖାଦ୍ୟାଭାବ, ବର୍ଷା ଓ ବିଜୁଳି ଘଡ଼ଘଡ଼ି ଜନିତ ବୋଲି କୁହାଯାଉଛି। ସୂଚନାଯୋଗ୍ୟ, ୨୦୧୭ରେ ଯୋଗୀ ଆଦିତ୍ୟନାଥ ଶାସନ କ୍ଷମତାକୁ ଆସିବା ପରେ ଗୋ-ସୁରକ୍ଷା ତାଙ୍କ କାର୍ଯ୍ୟସୂଚୀର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ହୋଇ ରହିଛି। ତେଣୁ ଏମାନଙ୍କ କ୍ଷେତ୍ରରେ ଅବହେଳା ଆଦୌ ଗ୍ରହଣୀୟ ନୁହେଁ ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୈନିକ ସଂକ୍ରମଣ ୫୦୧…

ନୂଆଦିଲ୍ଲୀ, ୧୬।୧୧: ଥଣ୍ଡା ବଢ଼ିବା ସହିତ ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୮ ହଜାର...

ଛତିଶଗଡ ମୁଖ୍ୟମନ୍ତ୍ରୀ ଜଣେ ରାକ୍ଷସ ସ୍ବଭାବର ବ୍ୟକ୍ତିତ୍ୱ: ହରିୟାଣା ଗୃହମନ୍ତ୍ରୀ

ନୂଆଦିଲ୍ଲୀ,୨୦।୧୨: ଛତିଶଗଡ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲଙ୍କୁ ନେଇ ହରିୟାଣା ଗୃହମନ୍ତ୍ରୀ ଅନିଲ ବିଜ୍‌ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, ଛତିଶଗଡର ମୁଖ୍ୟମନ୍ତ୍ରୀ ଜଣେ...

କ୍ଷତିପୂରଣ ନ ଦେବା ନିଷ୍ପତ୍ତି କାହାର

ନୂଆଦିଲ୍ଲୀ, ୨୨।୬: କୋଭିଡ୍‌-୧୯ରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ଯୋଗାଇଦେବା ଲାଗି ନିର୍ଦ୍ଦେଶ ଦେବାକୁ ସୁପ୍ରିମକୋର୍ଟରେ ଦାଏର ଜନସ୍ବାର୍ଥ ମାମଲାର...

ଭାରତରୁ କାନାଡା ଯାଉଥିବା ବିମାନ ଉପରେ ପ୍ରତିବନ୍ଧକ ୨୧ ଅଗଷ୍ଟ ପର୍ଯ୍ୟନ୍ତ ବଢିଲା

ନୂଆଦିଲ୍ଲୀ,୨୦ ।୭: କରୋନା ମହାମାରୀର ଦ୍ୱିତୀୟ ଲହର ଓ ଡେଲ୍ଟା ଭାରିଏଣ୍ଟ ବୃଦ୍ଧି ଘଟଣାକୁ ଦେଖି କାନାଡା ସରକାର ଭାରତରୁ ସିଧାସଳଖ କାନାଡା ଯିବାକୁ ଥିବା...

ରାହୁଲ ଗାନ୍ଧୀଙ୍କୁ ଶଙ୍କରାଚାର୍ଯ୍ୟଙ୍କ ସହ ତୁଳନା କଲେ ଫାରୁକ ଅବଦୁଲ୍ଲା

ଶ୍ରୀନଗର,୨୦।୧: ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ‘ଭାରତ ଯୋଡୋ ଯାତ୍ରା’ ଜମ୍ମୁରେ ପ୍ରବେଶ କରିଛି। ଏହି ଅବସରରେ ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ...

ଅର୍ଦ୍ଧନଗ୍ନ ହୋଇ ପ୍ରାର୍ଥିପତ୍ର ଦାଖଲ କଲେ ଲୋକସଭା ପ୍ରାର୍ଥୀ ଅଞ୍ଜନୀ ପାଣ୍ଡେ

ରାଞ୍ଚି,୧୯।୪: ସ୍ବାଧିନ ପ୍ରାର୍ଥୀ ତଥା ଆଦିବାସୀ କିଶାନ ମଜଦୁର ପାର୍ଟି(ଏକେଏମ୍‌ପି) ନେତା ଅଞ୍ଜନୀ ପାଣ୍ଡେ ଏବେ ଚର୍ଚ୍ଚାରେ। କାରଣ ଗୁରୁବାର ସେ ରାଞ୍ଚି ଲୋକ ସଭା...

ଦେଶରେ ଗୋଟିଏ ଦିନରେ ସର୍ବାଧିକ ୧୪ ହଜାରରୁ ଅଧିକ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ,୨୦।୬: କରୋନା ସଂକ୍ରମଣ ଏବେ ସରକାର ତଥା ସାଧାରଣ ଜନତାଙ୍କ ପାଇଁ ଚିନ୍ତାର କାରଣ ପାଲଟି ଗଲାଣି। ଦେଶରେ ହୁ ହୁ ହୋଇ ବଢି ଚାଲିଥିବା...

ଭିଆଇପି ସୁରକ୍ଷାରୁ ହଟିବେ ଏନ୍‌ଏସ୍‌ଜି କମାଣ୍ଡୋ

ନୂଆଦିଲ୍ଲୀ,୧୩।୧: କିଛିଦିନ ତଳେ ଗାନ୍ଧୀ ପରିବାରର ସୁରକ୍ଷା ବ୍ୟବସ୍ଥାକୁ କମାଇ ଦେବା ପରେ ଏବେ କେନ୍ଦ୍ର ସରକାର ଏନ୍‌ଏସ୍‌ଜି କମାଣ୍ଡୋଙ୍କୁ ଏହି କାମରୁ ସମ୍ପୂର୍ଣ୍ଣ ଭାବେ...

Advertisement
Archives

Model This Week