ଗୋଷ୍ଠୀ ସଂକ୍ରମଣ ରୋକିବାକୁ ଯୋଜନା ପ୍ରସ୍ତୁତ କର

ନୂଆଦିଲ୍ଲୀ, ୬ା୪(ପି.ଟି.): କରୋନା ଭୂତାଣୁର ଗୋଷ୍ଠୀ ସଂକ୍ରମଣ ରୋକିବା ଦିଗରେ ଯୋଜନା ପ୍ରସ୍ତୁତ କରିବା ଲାଗି କେନ୍ଦ୍ର କ୍ୟାବିନେଟ ସଚିବ ରାଜୀବ ଗୌବା ରବିବାର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ପରାମର୍ଶ ଦେଇଛନ୍ତି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଗୌବା ମୁଖ୍ୟ ଶାସନ ସଚିବମାନଙ୍କ ସହ କୋଭିଡ୍‌-୧୯ ମୁକାବିଲା ପ୍ରସ୍ତୁତି ସମ୍ପର୍କରେ ଆଲୋଚନା କରିଥିଲେ। ଆଗାମୀ କିଛିଦିନ ଅତି ଗୁରୁତ୍ୱପୂର୍ଣ୍ଣ ଏବଂ ଆମକୁ ସବୁପ୍ରକାର ପ୍ରତିକାର ବ୍ୟବସ୍ଥା ଗ୍ରହଣ କରିବାକୁ ହେବ। ଏଥିପାଇଁ ଆବଶ୍ୟକ ଅନୁଯାୟୀ ସବୁ ଉପଲବ୍ଧ ସମ୍ବଳର ବିନିଯୋଗ କରିବାକୁ ହେବ ବୋଲି ଗୌବା କହିଛନ୍ତି। ଜିଲା ପର୍ଯ୍ୟବେକ୍ଷଣ ଓ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଟିମ୍‌କୁ ସମ୍ପୂର୍ଣ୍ଣ ପ୍ରସ୍ତୁତ କରି ରଖିବାକୁ କୁହାଯାଇଛି।
ଦେଶରେ କରୋନା ଭୂତାଣୁ ଗୋଷ୍ଠୀ ସଂକ୍ରମଣ ରୂପ ନେଇଥିବା ଜଣାପଡି ନ ଥିଲେ ହେଁ ଏଥିପାଇଁ ପ୍ରସ୍ତୁତ ରହିବାକୁ ପଡ଼ିବ। ସଂକ୍ରମିତଙ୍କୁ ଖୋଜି ବାହାର କରିବା, ପରୀକ୍ଷା କରାଇବା ଏବଂ ଆଇସୋଲେଶନ ତଥା କ୍ୱାରାଣ୍ଟାଇନରେ ରଖିବା କାର୍ଯ୍ୟକୁ ଜୋରଦାର କରିବା ଉପରେ କ୍ୟାବିନେଟ ସଚିବ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CORONAVIRUS UPDATE: ଆଉ ୩ କରୋନା ପଜିଟିଭ ଚିହ୍ନଟ: ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୯ରେ ପହଞ୍ଚିଲା

ଭୁବନେଶ୍ୱର, ୭।୩(ବ୍ୟୁରୋ): ରାଜ୍ୟରେ ଗୁରୁବାର ଅପରାହ୍ନରେ ଆଉ ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଜଣେ ଜଗତ୍‌ସିଂହପୁରର ହୋଇଥିବା ବେଳେ ଅନ୍ୟ ୨ ଜଣ...

କୃଷକ ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ ବିରାଟ କୋହଲି

ନୂଆଦିଲ୍ଲୀ,୪।୨: କୃଷକ ଆନ୍ଦୋଳନ ଉପରେ ସୋସିଆଲ ମିଡିଆରେ ପପ ଷ୍ଟାର ରିହାନାଙ୍କ ଟୁଇଟକୁ ନେଇ ଏକ ବିତର୍କ ଚାଲିଛି। ବହୁ ବିଦେଶୀ ସେଲିବ୍ରିଟି କୃଷକ ଆନ୍ଦୋଳନକୁ...

ପରମବୀର ହ୍ବିସିଲବ୍ଲୋୟର ନୁହନ୍ତି

ନୂଆଦିଲ୍ଲୀ, ୬।୧୨(ପି.ଟି.): ମୁମ୍ବାଇର ପୂର୍ବତନ ପୋଲିସ କମିଶନର ପରମବୀର ସିଂଙ୍କୁ ଆଇନ ଅନୁଯାୟୀ ହ୍ବିସିଲ୍‌ବ୍ଲୋୟର ବିବେଚନା କରାଯାଇପାରିବ ନାହିଁ। କାରଣ ତାଙ୍କର ବଦଳି ହେବା ପରେ...

ଚଳିତ ବର୍ଷ ବି କମିବ ନାହିଁ କରୋନା: ଡବ୍ଲୁଏଚ୍‌ଓ

ଜେନେଭା,୨ ।୩: ସାରା ବିଶ୍ୱରେ କରୋନା ମହାମାରୀ ସଂକ୍ରମଣକୁ ବର୍ଷେ ପୂରିଲାଣି । ହେଲେ କିଛିଦିନ ହେବ ଏହି ସଂକ୍ରମଣ ମାତ୍ରା କମ୍ ଲକ୍ଷ୍ୟ କରାଯାଉଥିବା...

ଦେଶକୁ ମିଳିବ ପ୍ରଥମ ସ୍ୱଦେଶୀ ଆଟାକ ହେଲିକପ୍ଟର

ନୂଆଦିଲ୍ଲୀ,୧୯ ।୧୧: ଦେଶ ଓ ଦେଶର ସେନାଙ୍କ ପାଇଁ ଶୁକ୍ରବାର ଅର୍ଥାତ୍ ୧୯ ନଭେମ୍ବର ଏକ ବିଶେଷ ଦିନ ହେବାକୁ ଯାଉଛି । କାରଣ ଶୁକ୍ରବାର...

ଯବାନଙ୍କ ସହ ଦୀପାବଳି ପାଳିବେ ମୋଦି

ଶ୍ରୀନଗର,୪।୧୧: ଯବାନଙ୍କ ସହ ଦୀପାବଳି ମନାଇବା ପାଇଁ ସୀମାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ଗୁରୁବାର ସକାଳ ୧୦.୩୦ ମିନିଟରେ ନୌସେରା ସେକ୍ଟରରେ...

ଆଜିଠୁ ବସ୍ତିବାସିନ୍ଦାଙ୍କ ସ୍ବାସ୍ଥ୍ୟ ପରୀକ୍ଷା

ଭୁବନେଶ୍ୱର, ୧୪ା୪(ବ୍ୟୁରୋ): ଭୁବନେଶ୍ୱରରେ ବସବାସ କରୁଥିବା ବସ୍ତିବାସିନ୍ଦାଙ୍କ ସ୍ବାସ୍ଥ୍ୟ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଦ୍ୱାରା ଏହି କାର୍ଯ୍ୟ ହାତକୁ...

ଉତ୍ତରାଖଣ୍ଡରେ ଭାଜପାକୁ ଝଟ୍‌କା

ଡେରାଡୁନ,୧୧ ।୧୦: ପାଖେଇ ଆସୁଛି ଉତ୍ତରାଖଣ୍ଡର ବିଧାନସଭା ନିର୍ବାଚନ । ଏହି ସମୟରେ ସେଠାରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଏକ ଶକ୍ତ ଝଟ୍‌କା ଲାଗିଛି ବୋଲି...

Advertisement
Archives

Model This Week