ଗୌତମପୁରରେ ଜଳ ସଙ୍କଟ: ଲୋକେ ହନ୍ତସନ୍ତ

ମାଧପୁର, ୨୯।୫(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ବାସୁଦେବପୁର ପଞ୍ଚାୟତ ଗୌତମପୁର ଗ୍ରାମରେ ପାନୀୟଜଳର ଘୋର ଅଭାବ ଦେଖାଦେଇଛି। ଏହି ଗ୍ରାମରେ ଗୋଟିଏ ନଳକୂପ ରହିଛି, ଯାହାର ଅବସ୍ଥା ଅତି ଶୋଚନୀୟ ହୋଇପଡ଼ିଛି। ଏହି ନଳକୂପ ଚତୁଃପାର୍ଶ୍ୱରେ ଖରାପ ପାଣି ଜମି ରହୁଛି। ସେହି ଜଳ ପୁଣି ନଳକୂପକୁ ପ୍ରବେଶ କରୁଥିବା କାରଣରୁ ଏହାର ପାଣି ଦୂଷିତ ହେଉଛି। ନଳକୂପର କୌଣସି ମରାମତି ତଥା ପରିଷ୍କାର କରାଯାଉ ନ ଥିବାରୁ ପାଇପଗୁଡିକରେ କଳଙ୍କି ଲାଗିଯାଇଛି। ଫଳରେ ଏହି ଲୁହାଗୁଣ୍ଡ ପାଣିରେ ବାହାରୁଛି। ନାଲି ମାଟି ବା ପଙ୍କ ମିଶ୍ରିତ ଜଳ ଏବଂ ଜଳରୁ କେଞ୍ଚୁଆ ଭଳି ଜୀବ ମଧ୍ୟ ବାହାରୁଛି।  ତେଣୁ ଲୋକେ ଏହି ପାଣି ପିଇବାପାଇଁ ଭୟ କରୁଛନ୍ତି। ଗୋଟିଏ ମାତ୍ର ନଳକୂପ ପୁଣି ଦୂଷିତ ଜଳ ତେଣୁ ଗ୍ରାମବାସୀ ଗାଁର ଅନ୍ୟ ଏକ କୂଅରୁ ପାଣି ଆଣି ବ୍ୟବହାର କରୁଥିବାରୁ ବିଭିନ୍ନ ପ୍ରକାର ରୋଗରେ ପୀଡିତ ହେଉଛନ୍ତି। ଭୀଷଣ ଖରାରେ ଲୋକେ ପାଣି ପାଇଁ ଡହକବିକଳ ହେଉଛନ୍ତି। ତେଣୁ ଗ୍ରାମବାସୀଙ୍କ ତରଫରୁ ଆଉ ଏକ ନଳକୂପ ପାଇଁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧ-ଶନିଙ୍କ ଷଡାଷ୍ଟକ ଯୋଗରେ ୪ ରାଶିଙ୍କ ଉପରେ ଭାଙ୍ଗିପଡିବ ଦୁଃଖର ପାହାଡ଼, ଘଟିପାରେ ବଡ଼ ଦୁର୍ଘଟଣା, ରୁହନ୍ତୁ ସାବଧାନ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୯ ଅକ୍ଟୋବର ୨୦୨୬ରେ ବୁଧ ଓ ଶନି ପରସ୍ପରଠାରୁ ୧୫୦ ଡିଗ୍ରୀ କୋଣରେ ଅବସ୍ଥିତ ରହିବେ। ଏହା ଫଳରେ ଷଡାଷ୍ଟକ ଯୋଗ…

ଟ୍ରେନ୍‌ ଟ୍ରାକ୍‌ ମରାମତି ଯାଞ୍ଚବେଳେ ଟ୍ରାକ୍‌ମ୍ୟାନଙ୍କୁ ଧକ୍କାଦେଲା ଦ୍ରୁତଗାମୀ ଇଣ୍ଟରସିଟି, ଚାଲିଗଲା ଜୀବନ

ଛତ୍ରପୁର,୨ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ରେଳ ଟ୍ରାକ୍‌ ରକ୍ଷଣାବେକ୍ଷଣ କାମ ଚାଲିଥିବା ସମୟରେ ଘଟିଛି ଏକ ଅଭାବନୀୟ ଦୁର୍ଘଟଣା। ଟ୍ରାକ୍‌ ରକ୍ଷଣାବେକ୍ଷଣ ଯାଞ୍ଚ ବେଳେ ଟ୍ରେନ୍‌ ଧକ୍କାରେ ଟ୍ରାକ୍‌ମ୍ୟାନଙ୍କ…

ପ୍ରଧାନମନ୍ତ୍ରୀ ମୋଦି, ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ସମସ୍ତେ ହାତ ଯୋଡ଼ି ପରସ୍ପରକୁ ଅଭିବାଦନ ଜଣାଇଲେ; ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ଶାସକ ଓ ବିରୋଧୀ ଦଳ ମଧ୍ୟରେ ରାଜନୈତିକ ଟଣାଓଟରା ଚାଲିଥିବା ବେଳେ ଶୁକ୍ରବାର ସଂସଦ ଭବନରୁ ଏକ ଆକର୍ଷଣୀୟ ଭିଡିଓ ସାମ୍ନାକୁ ଆସିଛି। ମହାତ୍ମା ଗାନ୍ଧୀ…

ଗିଲ୍‌ ମାରିବେ ୧୦ ଦ୍ୱିଶତକ: ଭବିଷ୍ୟବାଣୀ କଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ଆଜିକାଲି ଜବରଦସ୍ତ ଫର୍ମରେ ଅଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜରେ ତାଙ୍କ ବ୍ୟାଟ୍‌ରୁ ଏହାର ପ୍ରମାଣ ମଧ୍ୟ…

ଗୁଡ଼ାରୀରୁ ଭୁବନେଶ୍ୱର ସିଧାସଳଖ ସରକାରୀ ବସ୍‌ ଦାବି: ଗାନ୍ଧୀ ଜୟନ୍ତୀରେ ସାଇକେଲ ଯାତ୍ରା ଆରମ୍ଭ କଲେ ପ୍ରମୋଦ

ରାୟଗଡା/ଗୁଣପୁର,୨।୧୦(ଜଗନ୍ନାଥ ଗୌଡ/ସୁଜାତା ପାଢ଼ୀ):ରାୟଗଡ଼ା ଜିଲାର ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ ଚଳାଚଳ ଦାବିରେ ଶୁକ୍ରବାର ସାଇକେଲ ଯାତ୍ରା ଆରମ୍ଭ କରିଛନ୍ତି ପ୍ରମୋଦ ପତି। ଗୁଡ଼ାରୀରୁ…

Video: ‘ଶିବାଜୀ ପାର୍କ, ଶିବାଜୀ ପାର୍କ…’ ଡାକି ଅଟୋ ଡ୍ରାଇଭର ସାଜିଲେ ଅଭିଜିତ ଦୀପକେ, କେଉଁ ବାର୍ତ୍ତା ଦେବାକୁ ଚାହୁଁଥିଲେ CJP ମୁଖ୍ୟ, ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଅକ୍ଟୋବର ୨ ଅପରାହ୍ନ ୪ଟାରେ ମୁମ୍ବାଇରେ ଏକ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଯାଉଛି। ଏହି ବିକ୍ଷୋଭ ଶିବାଜୀ…

ଏହି ୩ ବଡ଼ ଗୁଣ ଥିବା ସ୍ତ୍ରୀ ମିଳିଗଲେ ଘର ହୋଇଯାଏ ସ୍ବର୍ଗ, ଚାଣକ୍ୟ କୁହନ୍ତି…

ପ୍ରାଚୀନ ଭାରତର ଆଚାର୍ଯ୍ୟ ଚାଣକ୍ୟ କେବଳ ଜଣେ କୂଟନୀତିଜ୍ଞ ନ ଥିଲେ, ବରଂ ମାନବ ସମାଜ ଓ ସଂସାରର ନିୟମ ସମ୍ପର୍କରେ ଗଭୀର ଜ୍ଞାନ ରଖୁଥିଲେ। ତାଙ୍କ…

ଫାଇନାଲରେ ବର୍ଷା ଭୟ: ଭାରତ-ପାକିସ୍ତାନ ମ୍ୟାଚ ବାତିଲ ହେଲେ କାହାକୁ ମିଳିବ ସ୍ବର୍ଣ୍ଣ ପଦକ, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ, ୨।୧0୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟରେ ଯେଉଁ ମହାମୁକାବିଲାକୁ ଫ୍ୟାନ୍ସ ଅପେକ୍ଷା କରିଥିଲେ, ଶେଷରେ ସେହି ମ୍ୟାଚ ପାଇଁ ମଞ୍ଚ ପ୍ରସ୍ତୁତ। ଶନିବାର ସ୍ବର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?