Posted inଜାତୀୟ

ଗୌତମ ଗମ୍ଭୀରଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ,୨୧।୧୨: ପୂର୍ବତନ କ୍ରିକେଟର ତଥା ପୂର୍ବ ଦିଲ୍ଲୀର ଭାଜପା ଏମ୍‌ପି ଗୌତମ ଗମ୍ଭୀରଙ୍କୁ ହତ୍ୟା ଧମକ ମିଳିଛି। ଏନେଇ ସେ ଶାହଦରା ଜିଲାର ଡିସିପିଙ୍କୁ ପତ୍ର ଲେଖି ଜଣାଇଛନ୍ତି। ଏକ ଅନ୍ତର୍ଜାତୀୟ ନମ୍ବରରୁ ଗମ୍ଭୀର ଏବଂ ତାଙ୍କ ପରିବାର ସଦସ୍ୟଙ୍କୁ ହତ୍ୟା କରିବା ଧମକ ମିଳିଛି। ସେ ସୁରକ୍ଷା ପାଇଁ ପୋଲିସ ସହାୟତା ଲୋଡ଼ିଥିବା ସମ୍ପର୍କରେ ଏଥିରେ ଉଲ୍ଲେଖ କରିଛନ୍ତି। ସୁରକ୍ଷା ସୁନିଶ୍ଚିତ କରାଇବା ଲାଗି ସେ ଅନୁରୋଧ କରିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାସପୋର୍ଟରେ ମା’ଙ୍କ ନାଁ ବଦଳାଇବାକୁ ଚାହୁଛନ୍ତି ମେହେବୁବାଙ୍କ ଝିଅ

ଶ୍ରୀନଗର,୨୩।୮: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିପୁଲ୍ସ ଡେମୋକ୍ରେଟିକ ପାର୍ଟି(ପିଡିପି)ର ଅଧ୍ୟକ୍ଷ ମେହେବୁବା ମୁଫତିଙ୍କ ସାନ ଝିଅ ଏବେ ପାସପୋର୍ଟରେ ମା’ ମେହେବୁବାଙ୍କ ନାଁରେ ପରିବର୍ତ୍ତନ...

କରୋନାର ପ୍ରଭାବରେ ଅର୍ଥବ୍ୟବସ୍ଥା ଟଳମଳ: ଭାରତର ଅଭିବୃଦ୍ଧି ହାରକୁ କମାଇଲା ମୁଡିଜ୍‌

ନୂଆଦିଲ୍ଲୀ,୧୭।୨: ପୃଥିବୀର ଦ୍ୱିତୀୟ ବୃହତମ ଅର୍ଥ ବ୍ୟବସ୍ଥା ଚାଇନାରେ ଦେଖାଦେଇଥିବା କରୋନା ଭୁତାଣୁ ସଂକ୍ରମଣ ଯୋଗୁ ଅନ୍ତର୍ଜାତୀୟ ବଜାର ବେଶ୍‌ ପ୍ରଭାବିତ ହୋଇଛି। କରୋନା ଯୋଗୁ...

ଇଂଲଣ୍ଡ ଯିବା ପୂର୍ବରୁ ଶିରିଡି ସାଇ ଦର୍ଶନ କଲେ କୋଚ ରବି ଶାସ୍ତ୍ରୀ

ନୂଆଦିଲ୍ଲୀ, ୨୧।୫: ମେ ୩୦ରୁ ଇଂଲଣ୍ଡରେ ଆରମ୍ଭ ହେଉଛି ବିଶ୍ୱକପ୍‌ ମହାସମର। ଏଥିପାଇଁ ଭାରତୀୟ କ୍ରିକେଟ ଦଳ ମଙ୍ଗଳବାର ଇଂଲଣ୍ଡ ଅଭିମୁଖେ ଯାତ୍ରା କରିବାର କାର୍ଯ୍ୟକ୍ରମ...

ଡାଇବେଟିସ୍‌ ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳୁ ପିଅନ୍ତୁ ଏଥିରୁ ଅଧାକପ୍‌…

ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ଅନୁଯାୟୀ ସକାଳେ ଖାଲିପେଟରେ ଅଧାକପ୍‌ ଜିରା ପାଣି ପିଇବା ଦ୍ୱାରା ଓଜନ ହ୍ରାସ ପାଇଥାଏ। ପେଟରେ ଅଧିକ ଚର୍ବି ଜମି ଯାଇଥିଲେ ଜିରାପାଣି...

ଜାଗ୍ରତ ପ୍ରହରୀ ନୌସେନା

ପ୍ରତିରକ୍ଷା କ୍ଷେତ୍ରରେ ଭାରତୀୟ ନୌସେନାର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହାର ସଫଳତା ଓ ଉଲ୍ଲେଖନୀୟ କାର୍ଯ୍ୟକୁ ମନେ ପକାଇବା ଲାଗି ପ୍ରତିବର୍ଷ ୪ ଡିସେମ୍ବରରେ ନୌସେନା...

ପୈତୃକ ଗ୍ରାମର ୨ ହଜାର ପରିବାରକୁ ଦିଆଯିବ ୧୦ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର: ଚନ୍ଦ୍ରଶେଖର ରାଓ

ହାଇଦ୍ରାବାଦ୍‌, ୨୩।୭: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଚନ୍ଦ୍ରଶେଖର ରାଓ(କେସିଆର୍‌) ନିଜ ପୈତୃକ ଗ୍ରାମ ଚିନ୍ତାମଡାକାର ରହୁଥିବା ୨ ହଜାର ପରିବାରକୁ ୧୦-୧୦ ଲକ୍ଷ ଟଙ୍କା ଲେଖାଏଁ ପୁରୁସ୍କାର...

ପତ୍ନୀ, ପୁଅ ସହ ଜେଲ୍‌ ଗଲେ ଆଜମ

ରାମପୁର,୨୬।୨: ସମାଜବାଦୀ ପାର୍ଟି (ଏସ୍‌ପି)ର ଏମ୍‌ପି ଆଜମ ଖାଁ ତାଙ୍କ ପତ୍ନୀ ତଞ୍ଜୀନ ଫାତିମ ଓ ପୁଅ ଅବଦୁଲ୍ଲାହ ଆଜମ ଖାଁଙ୍କୁ ଜେଲ୍‌। ବୁଧବାର ରାମପୁରର...

ମୁମ୍ବାଇରେ ମାଡ଼ିଚାଲିଛି କରୋନା

ମୁମ୍ବାଇ/ନୂଆଦିଲ୍ଲୀ,୨୪ା୪: ଭାରତରେ ମହାମାରୀ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨,୯୩୧ରେ ପହଞ୍ଚି ଥିବାବେଳେ ୭୧୬ ବ୍ୟକ୍ତି ପ୍ରାଣ ହରାଇଲେଣି। ମହାରାଷ୍ଟ୍ରରେ ସର୍ବାଧିକ ୬,୪୨୭ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା...

Coronavirus Update

Archives

Model This Week

Why Dharitri