Posted inଜାତୀୟ

ଗୌତମ ଗମ୍ଭୀରଙ୍କ ନାମରେ ଠକେଇ ଅଭିଯୋଗ: ଚାର୍ଜଶିଟ୍‌ ଦାଖଲ

ନୂଆଦିଲ୍ଲୀ,୨୯।୯: ଭାଜପା ଏମ୍‌ପି ତଥା ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀରଙ୍କ ନାମରେ ଏକ ଠକେଇ ଅଭିଯୋଗ ହୋଇଛି। ଏନେଇ ଚାର୍ଜଶିଟ୍‌ ସାକେତ୍‌ କୋର୍ଟରେ ଦାଖଲ ହୋଇଛି। ୫୦ ଜଣ ଲୋକ ଅଭିଯୋଗ କରିଛନ୍ତି ଯେ, ସେମାନେ ୨୦୧୧ରେ ଗାଜିଆବାଦ୍‌ର ଇନ୍ଦିରାପୁରମ୍‌ରେ ଫ୍ଲାଟ୍‌ ବୁକିଂ କରିଥିଲେ। ତେବେ ଏପର୍ଯ୍ୟନ୍ତ ସେମାନଙ୍କୁ ଫ୍ଲାଟ୍‌ ମିଳି ନାହିଁ। ଗୌତମ ରୁଦ୍ର ବିଲ୍ଡଓ୍ବେଲ ରିୟଲିଟି ପ୍ରାଇଭେଟ୍‌ ଲିମିଟେଡ୍‌ର ଯୁଗ୍ମ ପରିଯୋଜନା ନିର୍ଦ୍ଦେଶକ ସହିତ ବ୍ରାଣ୍ଡ୍‌ ଆମ୍ବାସଡର୍‌ ମଧ୍ୟ ଥିଲେ। ୨୦୧୩ ଜୁନ୍‌ ୬ରେ ଫ୍ଲାଟ୍‌ ଦେବା ପାଇଁ ବିଲ୍ଡର କହିଥିଲେ ମଧ୍ୟ ଏନେଇ ୨୦୧୪ ପର୍ଯ୍ୟନ୍ତ ଟାଳଟୁଳ ନୀତି ଧରିଥିଲେ। ୨୦୧୫ ଏପ୍ରିଲ୍‌ ୧୫ରେ ଲାଇସେନ୍ସ୍‌ ଫି ନ ଦେଇ ଥିବାରୁ ପ୍ରକଳ୍ପର ଅନୁମୋଦନକୁ ରଦ୍ଦ କରାଯାଇଥିଲା। ପରେ ଏନେଇ ୨୦୧୬ରେ ମାମଲା ଦାଏର ହୋଇଥିଲା। ଗୌତମଙ୍କ ବିରୋଧରେ ଆଇପିସି ଧାରା ୪୦୬ ଏବଂ ୪୨୦ ଅନ୍ତର୍ଗତ ମାମଲା ଦାଏର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…

ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ…

ନୂଆପଡ଼ାରେ ସକାଳୁ ସ୍କୁଲ ଆସିବେ ପିଲା

ନୂଆପଡ଼ା,୨୧ା୬(ମକାରୁ ବେମାଲ): ନୂଆପଡ଼ା ଜିଲାରେ ସକାଳୁଆ ସ୍କୁଲ ଅବଧି ବଢ଼ିଛି। ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବାକୁ ଜିଲାପାଳ ନିଷ୍ପତ୍ତି ନେଇଛନ୍ତି। ହିଟ ଓ୍ବେଭ୍‌…

ଇପିଏଫ୍‌ଓ ୩.୦ରେ ବଡ଼ ପରିବର୍ତ୍ତନ! ଆଉ ୭୫% ନୁହେଁ, ଏଣିକି ବିନା କାରଣରେ ବି ଉଠାଇ ପାରିବେ ପୁରା PF ଟଙ୍କା

ନୂଆଦିଲ୍ଲୀ,୨୧।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର ସଦସ୍ୟମାନଙ୍କ ପାଇଁ ‘EPFO 3.0’ ଅଧୀନରେ ଅନେକ ସହଜ ଓ ସୁବିଧାଜନକ ନିୟମ ଆଣିବାକୁ ଯାଉଛି। ଏହି…

ଗଞ୍ଜାମ କଲେଜରେ ଅନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

କେସିଙ୍ଗା -ଟିଟିଲାଗଡ ରାସ୍ତା, ତେଲନଦୀ ବ୍ରିଜର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ, ଭାରୀଯାନ ଚଳାଚଳ ଯୋଗୁ ବ୍ରିଜ୍‌ ଭାଙ୍ଗିବାର…

କେସିଙ୍ଗା,୨୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସିଟିଜେନ ଫୋରମ ପକ୍ଷରୁ କେସିଙ୍ଗା -ଟିଟିଲାଗଡ ରାସ୍ତା ଓ ତେଲନଦୀ ବ୍ରିଜ୍‌କୁ ନେଇ ଏକ ଖବରଦାତା ସମ୍ମିଳନୀ…

ଶରୀରକୁ ସୁସ୍ଥ, ମନକୁ ସନ୍ତୁଳିତ କରେ ଯୋଗ

ରାଇକିଆ,୨୧।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଯୋଗ ଶରୀରକୁ ସୁସ୍ଥ ରଖେ। ଏଥିସହିତ…

ବ୍ଲକସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ: ଲକ୍ଷପତି ଦିଦିଙ୍କୁ କରାଗଲା ସମ୍ବର୍ଦ୍ଧିତ, ଅଙ୍ଗନଓ୍ବାଡି କର୍ମୀଙ୍କୁ ମିଳିଲା ସ୍ମାର୍ଟଫୋନ

ଥୁଆମୂଳ ରାମପୁର,୨୧।୬ (ଦୁର୍ଗା କୀର୍ତ୍ତି): ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଥୁଆମୂଳ ରାମପୁର ଠାରେ ବ୍ଲକ ସ୍ତରୀୟ ‘ସୁଭଦ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri