Posted inଖେଳ

ଗ୍ରାଉଣ୍ଡରେ ବୁଲି ଅଭିବାଦନ ଗ୍ରହଣ କଲେ କିମ୍ବଦନ୍ତୀ କ୍ରିକେଟର

କୋଲକାତା,୨୩।୧୧- ଚା’ ପାନ ବିରତିରେ ଏକାଧିକ ପୂର୍ବତନ କ୍ରିକେଟର ଗାଡିରେ ଇଡେନ ଗାର୍ଡେନ ଗ୍ରାଉଣ୍ଡରେ ଗଲ୍ଫ କାର୍ଟରେ ବୁଲିଥିଲେ ଓ ହାତ ହଲାଇ ଦର୍ଶକଙ୍କୁ ଠାରୁ ଅଭିବାଦନ ଗ୍ରହଣ କରିଥିଲେ। ପୁରୁଷ କ୍ରିକେଟରମାନଙ୍କ ମଧ୍ୟରେ ସଚିନ ତେନ୍ଦୁଲକର, ରାହୁଲ ଡ୍ରାଭିଡ, କପିଲ ଦେବ, ଅନିଲ କୁମ୍ବଲେ, କେ. ଶ୍ରୀକାନ୍ତ, ଦୀଲିପ ଭେଙ୍କସରକାର ଓ ମହମ୍ମଦ ଅଝାରୁଦ୍ଦିନ ଭାରତୀୟ କ୍ରିକେଟର ମକ୍କା କୁହାଯାଉଥିବା ଇଡେନ ଗାର୍ଡେନ ବୁଲିଥିଲେ। ଖଚାଖଚ୍‌ ଭରା ଷ୍ଟାଡିୟମ ମଧ୍ୟ ଏହି କ୍ରିକେଟରଙ୍କୁ ସମ୍ମାନ ପ୍ରଦର୍ଶନ କରିବାରେ ଆଦୌ ହେଳା କରି ନ ଥିଲା। ସେହିପରି ମହିଳା କ୍ରିକେଟରଙ୍କ ମଧ୍ୟରେ ମିଥାଲି ରାଜ, ଝୁଲଣ ଗୋସ୍ବାମୀ ଓ ପୂର୍ବତନ ମହିଳା ଖେଳାଳି ଶାନ୍ତା ରଙ୍ଗସ୍ବାମୀ ଏହି ଐତିହାସକ ମୁହୂର୍ତ୍ତରେ ଉପସ୍ଥିତ ରହି ଦର୍ଶକଙ୍କ ଅଭିଭାଦନ ଗ୍ରହଣ କରିଥିଲେ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ନିଜର ଅଫିସିଆଲ ଟୁଇଟର ହ୍ୟାଣ୍ଡଲ୍‌ରେ ଏ ନେଇ ଭିଡିଓ ଅପ୍‌ଲୋଡ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟ: ଫାଇନାଲରେ ଶିବ, ପୂଜା

ଟୋକିଓ,୩୦।୧୦(ପି.ଟି.)- ପୂର୍ବତନ ବିଶ୍ୱ ଚାମ୍ପିୟନଶିପ୍‌ ବ୍ରୋଞ୍ଜ ପଦକଧାରୀ ଶିବ ଥପ୍ପା (୬୩ କେଜି) ଓ ପୂଜାରାଣୀ (୭୫ କେଜି) ଏଠାରେ ଚାଲିଥିବା ଅଲିମ୍ପିକ୍‌ ଟେଷ୍ଟ ବକ୍ସିଂ...

ଅବସର ନେଲେ ସ୍ପେନର ଏହି ଲିଜେଣ୍ଡ ଗୋଲକିପର

ମାଡ୍ରିଡ୍‌, ୫ । ୮ (ଏପି)-ରିୟଲ ମାଡ୍ରିଡ୍‌ ଓ ସ୍ପାନିଶ ଫୁଟ୍‌ବଲ ଇତିହାସର ଶ୍ରେଷ୍ଠ ଗୋଲକିପର ବୋଲି କୁହାଯାଉଥିବା ଇକର କାସିଲାସ୍‌ ମଙ୍ଗଳବାର ବିଧିବଦ୍ଧ ଫୁଟ୍‌ବଲରୁ...

ଇଂଲଣ୍ଡ ଗସ୍ତରେ ଯିବାକୁ ଖେଳାଳିଙ୍କୁ ବାଧ୍ୟ କରିବୁନି: ହୋଲ୍ଡର

ଲଣ୍ଡନ,୧୯।୫(ପି.ଟି.): କୋଭିଡ-୧୯ ମହମାରୀର ଆତଙ୍କ ସାରା ବିଶ୍ୱରେ ଜାରି ରହିଥିବା ବେଳେ ଓ୍ବେଷ୍ଟଇଣ୍ଡିଜ କ୍ରିକେଟ ଦଳ ଏକ ୩ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବା...

ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହେଲେ ଦୀପକ

ହରାରେ,୨୧।୮: ଦ୍ୱିତୀୟ ଦିନିକିଆରେ ଭାରତ ଆୟୋଜକ ଜିମ୍ବାୱେକୁ ୫ ଉଇକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଭାରତ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜରେ...

ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବୋଲର୍‌ ହେଲେ ମୁରଲିଥରନ୍‌…

ନୂଆଦିଲ୍ଲୀ,୨୨।୬: ଟିମ୍‌ ଶ୍ରୀଲଙ୍କାର ପୂର୍ବତନ ସ୍ପିନର ମୁଥିଆ ମୁରଲିଥରନ୍‌ଙ୍କୁ ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବୋଲର ଭାବେ ଚୟନ କରାଯାଇଛି। ଷ୍ଟାର ସ୍ପୋଟର୍ସ ପକ୍ଷରୁ ୫୦ ଜଣିଆ...

ପଞ୍ଜାବ ଟିମ୍‌କୁ ଗଲେ ରବାଡା, ଅଷ୍ଟ୍ରେଲିୟ ଅଧିନାୟକଙ୍କ ପାଇଁ ୩ ଫ୍ରାଞ୍ଚାଇଜ୍‌ ମଧ୍ୟରେ ଲଢ଼େଇ

ବେଙ୍ଗାଲୁରୁ,୧୨।୨: ଦକ୍ଷିଣ ଆଫ୍ରିକାର ଏକ ନମ୍ବର ପେସ୍‌ ବୋଲର୍‌ କାଗିସୋ ରବାଡାଙ୍କୁ କିଣିଛି ପଞ୍ଜାବ୍‌ କିଙ୍ଗ୍ସ। ଏହି କ୍ରିକେଟର ୯.୨୫ କୋଟି ଟଙ୍କାରେ ନିଲାମ ହୋଇଛନ୍ତି।...

ହାଇଦ୍ରାବାଦରୁ କୋଲାକୋଙ୍କୁ ଆଣିଲା ଏଟିକେ

ହାଇଦ୍ରାବାଦ, ୧୦ା୪(ପି.ଟି.)-ହାଇଦ୍ରାବାଦ ଏଫ୍‌ସିରୁ ରେକର୍ଡ ଟ୍ରାନ୍ସଫର ଫି’ ବିନିମୟରେ ଲିଷ୍ଟନ କୋଲାକୋଙ୍କ ସହ ଚୁକ୍ତି କରିଛି ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ଦଳ ଏଟିକେ ମୋହନବାଗାନ।...

ଆହତ ବ୍ୟାଟ୍ସମ୍ୟାନଙ୍କୁ ରନ୍‌ ଆଉଟ୍‌ କରିବାକୁ ମନାକଲେ ବୋଲର

ପର୍ଲ,୧୩।୧୨- ଚଳିତ ଏମ୍‌ଝାନ୍‌ସି ସୁପର ଲିଗ୍‌ରେ ଏପର୍ଯ୍ୟନ୍ତ ବହୁ ଆକ୍ସନ ହୋଇସାରିିଛି। ନେଲସନ ମଣ୍ଡେଲା ବେ ଜିଆଣ୍ଟସ ଓ ପର୍ଲ ରକ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ...

Advertisement
Archives

Model This Week