ଗ୍ରାମବାସୀଙ୍କୁ ଭୟଭୀତ କରିବା ମହଙ୍ଗା ପଡ଼ିଲା: ଯୁବକ ଗିରଫ, ଦେଶୀ ବନ୍ଧୁକ ଜବତ

ପଦ୍ମପୁର,୩୦।୮(ଡି.ଏନ୍‌.ଏ.): ବରଗଡ଼ ଜିଲା ଜମଲା ଗ୍ରାମର ଜଣେ ଯୁବକଙ୍କୁ ବନ୍ଧୁକ ଦେଖାଇ ଗ୍ରାମବାସୀଙ୍କୁ ଭୟଭୀତ କରାଇବା ମହଙ୍ଗା ପଡ଼ିଛି। ପଦ୍ମପୁର ଥାନା ପୋଲିସ ଯୁବକଙ୍କ ଘରେ ଚଢ଼ାଉ କରି ବନ୍ଧୁକ ଜବତ କରିବା ସହ ଥାନାରେ ଅଟକ ରଖିଥିବା ସୂଚନା ମିଳିଛି। ସେ ହେଲେ ଗ୍ରାମର ରାଜକିଶୋର ମେହେର।
ରାଜକିଶୋର ବନ୍ଧୁକ ଦେଖାଇ ଗ୍ରାମବାସୀଙ୍କୁ ଭୟଭୀତ କରାଉଥିଲେ। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ପଦ୍ମପୁର ଏସ୍‌ଡିପିଓଙ୍କ ନେତୃତ୍ୱରେ ପଦ୍ମପୁର ଥାନା ଆଇଆଇସି ମାନସ ରଞ୍ଜନ ପ୍ରଧାନ ଓ ଏସ୍‌ଆଇ ସୌମ୍ୟ ରଞ୍ଜନ ପାତ୍ର ତାଙ୍କ ଘରେ ଚଢ଼ାଉ କରିଥିଲେ। ତେବେ ତାଙ୍କ ପାଖରୁ ଏକ ଦେଶୀ ବନ୍ଧୁକ ଜବତ କରାଯାଇଛି। ଏଥିସହ ଅଧିକ ପଚରାଉଚରା ପାଇଁ ତାଙ୍କୁ ଥାନାରେ ଅଟକ ରଖାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ବାର୍‌ କାଉନ୍‌ସିଲ ନିର୍ବାଚନ ମାମଲା: ବିସିଆଇ ଓ ରାଜ୍ୟ ବାର୍‌ କାଉନ୍‌ସିଲକୁ ନୋଟିସ

କଟକ ଅଫିସ,୩୦।୭: ରାଜ୍ୟ ବାର୍‌ କାଉନସିଲ ନିର୍ବାଚନ ମାମଲାରେ ହାଇକୋର୍ଟ ବାର୍‌ କାଉନ୍‌ସିଲ ଅଫ ଇଣ୍ଡିଆ (ବିସିଆଇ) ଓ ରାଜ୍ୟ ବାର୍‌ କାଉନସିଲ୍‌କୁ ଜବାବ ତଲବ...

ଶିଶୁ ଦିବସରେ ପିଲାଙ୍କୁ ଚକୋଲେଟ୍‌ ଦେଇ ଅଡୁଆରେ ପ୍ରଧାନ ଶିକ୍ଷକ

ଆରଡି,୧୯।୧୧,(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତସ୍ଥିତ ତଳଦୁମୁକା ପ୍ରୋଜେକ୍ଟ ପ୍ରାଇମେରୀ ସ୍କୁଲରେ ଗତ ଗୁରୁବାର ଶିଶୁ ଦିବସ ପାଳିତ ହୋଇଥିଲା। ସେହିଦିନ ବିଦ୍ୟାଳୟରେ...

ସର୍ଭିସ ବନ୍ଧୁକରୁ ନିଜକୁ ଗୁଳି କଲେ ଯବାନ

ସଇଁତଲା,୨୬।୨: ବଲାଙ୍ଗୀର ଜିଲା ସଇଁତଲା ବ୍ଳକ ବଡ଼ମାଳ ଗୋଳାବାରୁଦ କାରଖାନାରେ ଜଣେ ସୁରକ୍ଷା କର୍ମଚାରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ସମ୍ପୃକ୍ତ ସୁରକ୍ଷାକର୍ମୀଙ୍କ ସର୍ଭିସ ବନ୍ଧୁକରୁ...

ସରିଲା ନାମାଙ୍କନ ପ୍ରକ୍ରିୟା, ଆଜି ପ୍ରାର୍ଥୀପତ୍ର ଯାଞ୍ଚ

ଭୁବନେଶ୍ୱର,୨୨।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ସରିଯାଇଛି। ନାମାଙ୍କନ ଦାଖଲ ପରେ ଶନିବାର ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ । ଆସନ୍ତାକାଲିଠାରୁ ୨୫...

ହାତୀ ପାଇଁ ଚାଷଜମି ନଷ୍ଟ,ଚିନ୍ତାରେ ଚାଷୀ

କପ୍ତିପଦା,୧୬ା୧୧(ଡି.ଏନ୍‌.ଏ.)- କପ୍ତିପଦା ବ୍ଲକ୍‌ ଅଧୀନ ଲାବଣ୍ୟଦେଇପୁର ପଞ୍ଚାୟତ ମାହାରାସାହି କଟୁରିଆ ଗ୍ରାମରେ ଶିମିଳିପାଳରୁ ଆସିଥିବା ହାତୀ ପଶି ବ୍ୟାପକ ଚାଷଜମି ନଷ୍ଟ କରିଛନ୍ତି। ଏଥିନେଇ ଚାଷୀମାନେ...

ମୋବାଇଲ ଧରିଲେ କଡ଼ା ଦଣ୍ଡ

ମାଲକାନଗିରି,୧୩।୧(ଡି.ଏନ୍‌.ଏ.): ପୋଲିସ ଇନ୍‌ଫର୍ମର ସନ୍ଦେହରେ ମାଓବାଦୀମାନେ ଗ୍ରାମବାସୀଙ୍କ ମୋବାଇଲ୍‌ ଫୋନ୍‌ ଭାଙ୍ଗି ଦେଇଛନ୍ତି। ମୋବାଇଲ୍‌ ବ୍ୟବହାର ନ କରିବାକୁ ଚେତାବନୀ ମଧ୍ୟ ଦିଆଯାଇଛି। ମାଲକାନଗିରି ଜିଲା...

ଘର ଭାଙ୍ଗି ଫସଲ ନଷ୍ଟ କଲେ ହାତୀ

ତେଲକୋଇ,୭।୧: କେନ୍ଦୁଝର ଜିଲା ହାଲପୋଡି ଗ୍ରାମରେ ଏକ ଦନ୍ତା ହାତୀ ଘର ଭାଙ୍ଗି ଫସଲ ନଷ୍ଟ କରିଛି। ଦନ୍ତାଟି ବୁଧବାର ରାତିରେ ହାଲପୋଡି ଗ୍ରାମରେ ପଶି...

ଫୁଲବାଣୀରେ ହାଇକୋର୍ଟ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି

ଫୁଲବାଣୀ ଅଫିସ,୩୧ା୧- ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ସଞ୍ଜୁ ପଣ୍ଡା ୩ ଦିନିଆ କନ୍ଧମାଳ ଗସ୍ତରେ ଆସି ଗୁରୁବାର ଫୁଲବାଣୀରେ ପହଞ୍ଚତ୍ଛନ୍ତି। ଅପରାହ୍ନ...

Advertisement
Archives

Model This Week