ଗ୍ରାମବାସୀଙ୍କ ଦ୍ବାରା ଚୋରା ଝାଉଁ କାଠ ଜବତ

ବାହାନଗା,୧୨।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଳକ ବରିପଦା ପଞ୍ଚାୟତର ଅଟାସପୁର ଛକରୁ ରବିବାର ବେଆଇନ ଝାଉଁ କାଠ ଚାଲାଣ ବେଳେ ଗ୍ରାମବାସୀଙ୍କ ଦ୍ବାରା ଜବତ କରାଯାଇଛି। ଏ ନେଇ ଗ୍ରାମବାସୀ ଫରେଷ୍ଟ ଗାର୍ଡଙ୍କୁ ଖବର ଦେଇଥିଲେ ସୁଦ୍ଧା ଏଯାବତ୍‌ ଘଟଣାସ୍ଥଳରେ ସେମାନେ ନ ପହଞ୍ଚିବା ଯୋଗୁ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ଦ୍ୱିତୀୟ ଥର ଲାଗି ‘ପ୍ରଳୟ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ବର ଅଫିସ,୨୩।୧୨: ବାଲେଶ୍ୱର ଚାନ୍ଦିପୁର ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (ଡିଆର୍‌ଡିଓ) ପକ୍ଷରୁ ‘ପ୍ରଳୟ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଛି। ଗୁରୁବାର ସକାଳ ୯ଟା...

ବେଧଡ଼କ ଚାଲିଛି ପାଣି ପାଇପ ଚୋରି

କେନ୍ଦୁଝର, ୧୬ା୭ (ସ୍ବ.ପ୍ର.)- ସଦର ଥାନା ଅନ୍ତର୍ଗତ ବଡଘାଗରା ଜଳଭଣ୍ଡାରକୁ ଯାଇଥିବା ରାସ୍ତାକଡରେ ଜଳ ଯୋଗାଣ ପାଇଁ ବିଛାଯାଇଥିବା ପୁରୁଣା ପାଇପ ବେଧଡକ ଚୋରି ହେଉଛି।...

ହାତୀପଲ ଉଜାଡ଼ିଲେ ମକା ଫସଲ

ଚମ୍ପୁଆ, ୩ା୭(ଡି.ଏନ.ଏ.)-ଚମ୍ପୁଆ ରେଞ୍ଜରେ ବଢୁଥିବା ହାତୀ ଉପଦ୍ରବ କମୁ ନ ଥିବା ବେଳେ ବନବିଭାଗର ହାତୀ ଘଉଡାଇବା ଉଦ୍ୟମ ଫେଲ ମାରୁଛି। ଏହି ଉପଦ୍ରବ ଫଳରେ...

ଚାଷ ଜମିକୁ ଭୂତଳ ଜଳଯୋଗାଣ

ଖଇରା, ୩ା୧(ଡି.ଏନ.ଏ.)  ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଖଇରା ଓ ଔପଦା ବ୍ଲକର ଭୂତଳ ପାଇପ ମାଧ୍ୟମରେ ଚାଷଜମିକୁ ଜଳସେଚନ କରିବା ନେଇ ରାଜ୍ୟ ସରକାର...

ଅଟୋକୁ ଧକ୍କା ଦେଇ ଡମ୍ପର ଫେରାର: ୩ ଗୁରୁତର

ବସ୍ତା,୩୧।୭(ସ୍ବ.ପ୍ର.): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ୬୦ନଂ ଜାତୀୟ ରାଜପଥର ବସ୍ତା ବାହାର୍ଦ୍ଦା ମଧ୍ୟବର୍ତ୍ତୀ ପୁନସିଦାଠାରେ ବୁଧବାର ଅପରାହ୍ନ ୩ଟାରେ ଏକ ଦୁର୍ଘଟଣା ଘଟିଛି।...

ଅର୍ଦ୍ଧନିର୍ମିତ କଲଭର୍ଟ ମରଣଯନ୍ତା

ବାଲେଶ୍ୱର ଅଫିସ, ୬।୭-ବାଲେଶ୍ୱର ମ୍ୟୁନିସିପାଲିଟି ଅନ୍ତର୍ଗତ ସୁନହଟ ଲାଲମହନ ଛକ ଓ କନକଦୁର୍ଗା ଛକ ସଂଲଗ୍ନ ରାସ୍ତାର କନକଦୁର୍ଗା ମନ୍ଦିର ନିକଟରେ ନିର୍ମାଣାଧୀନ ଥିବା କଲର୍ଭଟକୁ...

ରଙ୍ଗ ମିସ୍ତ୍ରୀ କାମ କରି ସୁନାଗହଣା ନେଇ ଚମ୍ପଟ, ଯାଜପୁର ରେଳଷ୍ଟେଶନରୁ ଅଭିଯୁକ୍ତ ଗିରଫ

ଢେଙ୍କିକୋଟ, ୧୮ା୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ତୋରାଣିପୋଖରୀ ପଞ୍ଚାୟତ ତୋରାଣିପୋଖରୀ ଗ୍ରାମର ପ୍ରଶ୍ନଜିତ୍‌ ମିଶ୍ରଙ୍କ ଘରେ ରଙ୍ଗ ମିସ୍ତ୍ରୀ ଭାବେ କାମ କରୁଥିବା ଜଣେ...

ଶୋଇଥିବା ବେଳେ ଶାବଳ ଭୁଷି ୭୫ ବର୍ଷର ବୃଦ୍ଧଙ୍କୁ ମାରିଦେଲେ

ବାଲେଶ୍ୱର ଅଫିସ, ୧୪।୪: ବାଲେଶ୍ୱର ଜିଲାର ରେମୁଣା ଥାନା ଅନ୍ତର୍ଗତ ବଡପାଳ ପଞ୍ଚାୟତ କାକବାରାଇ ଗ୍ରାମରେ ଜଣେ ବୃଦ୍ଧଙ୍କୁ ବିଭତ୍ସ ଭାବେ ହତ୍ୟା କରାଯାଇଛି। ମୃତକ...

Advertisement
Archives

Model This Week