ଗ୍ରାମରେ ବ୍ଲିଚିଂ ପକାଇ ବିଶୋଧନ

ବାହାନଗା, ୭ା୪(ଡି.ଏନ୍‌.ଏ.)-ବିଶ୍ୱ ମହାମାରୀ କରୋନା ଭାଇରସକୁ ରୋକିବା ଲାଗି ସାରା ଭାରତରେ ଲକ୍‌ ଡାଉନ୍‌ ଚାଲିଥିବା ବେଳେ ବିଭିନ୍ନ ଗ୍ରାମରେ ତାର କଡା ମୁକାବିଲା କରିବା ସହିତ ନିଜକୁ କିପରି ସୁରକ୍ଷିତ ରଖିହେବ ଏନେଇ ପଞ୍ଚାୟତ ତରଫରୁ ସରକାରଙ୍କ ନିର୍ଦ୍ଦେଶ ମୂଳେ ବିଭିନ୍ନ କାର୍ଯ୍ୟକ୍ରମମାନ ହାତକୁ ନିଆଯାଉଛି। ବାଲେଶ୍ୱର ଜିଲା ବାହାନଗା ବ୍ଲକ କୋଚିଆକୋଇଲି ପଞ୍ଚାୟତର ନାଏବ ସରପଞ୍ଚ ନିଜ ଉଦ୍ୟମରେ ୧୨ଟି ଓ୍ବାର୍ଡକୁ ସାନିଟାଇଜେସନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଶିବପ୍ରସାଦ ପାଠାଗାରର ସଦସ୍ୟ ଈଶ୍ୱର ବେହେରା, ଲିପିକା ସାମଲ, ମନୋଜ କୁମାର ପାଣିଗ୍ରାହୀ, ବିଦ୍ୟାଧର ପାଣିଗ୍ରାହୀ, ଜିତେନ୍ଦ୍ର ବେହେରା, ରମେଶ ପାଣିଗ୍ରାହୀଙ୍କ ସମେତ ପାଠାଗାରର ସମ୍ପାଦକ ରତିକାନ୍ତ ପାଣିଗ୍ରାହୀ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରିରୁ ବିଦା ହେଲେ ବରିଷ୍ଠ ଆଇଏଏସ୍‌ ଅଫିସର ବିନୋଦ କୁମାର

ଭୁବନେଶ୍ୱର,୨।୨(ବ୍ୟୁରୋ): ରାଜ୍ୟ ସରକାର ବରିଷ୍ଠ ଆଇଏଏସ୍‌ ଅଫିସର ତଥା ଓଡ଼ିଶା ଗ୍ରାମ୍ୟ ଗୃହ ନିର୍ମାଣ ନିଗମର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ବିନୋଦ କୁମାର ଚାକିରିରୁ ବହିଷ୍କାର...

ବିକାଶଠୁ ଦୂରରେ ସୁଲେଇଖମାର ଗାଁ

କେନ୍ଦୁଝର, ୧୮ା୯(ଡି.ଏନ.ଏ.)-କେନ୍ଦୁଝରଗଡ ପୌରପାଳିକା ଅନ୍ତର୍ଗତ ୧ନଂ ୱାର୍ଡ ଭିତରେ ଥିବା ଗାଁ ସୁଲେଇଖମାର। ପୁରୁଣାସହରଠାରୁ ୨କି.ମି. ଦୂରରେ ଅବସ୍ଥିତ ଏହି ଗାଁ ବିଭିନ୍ନ ସମସ୍ୟା ଭିତରେ...

ପୁରୀର ବିକାଶ ପାଇଁ ଓଏମ୍‌ସିକୁ ୬ ଖଣି ପ୍ରଦାନ

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ପୁରୀର ବିକାଶ ପାଇଁ ଆଗେଇ ଆସିଛି ଖଣି ଓ ଇସ୍ପାତ ବିଭାଗ। ଏହି ଉପଲକ୍ଷେ ବିଭାଗ ପକ୍ଷରୁ ୬ଟି ଖୋଣ୍ଡାଲାଇଟ୍‌ ଖଣିକୁ ଓଡ଼ିଶା ଖଣି...

ଧଳା ପେଚା ଉଦ୍ଧାର

ବଉଳା, ୨୭।୬(ଡି.ଏନ.ଏ.)-ହାଟଡିହୀ ବ୍ଲକ ହଦଗଡ଼ ବନବିଭାଗ ଏକ ଧଳା ପେଚା ଉଦ୍ଧାର କରିଛି। ଜଳସରପୁର ଗ୍ରାମର ଅନାଦି ସ୍ବାଇଁଙ୍କ ଘର ଭିତରକୁ ଧଳା ପେଚାଟି ପଶିଯିବାରୁ...

କରୋନା ସଚେତନତା କାର୍ଯ୍ୟକ୍ରମ

ଭଦ୍ରକ ଅଫିସ, ୧୧।୪: ତିହିଡ଼ି ବ୍ଲକ ଅନ୍ତର୍ଗତ ତଳଗୋପବିନ୍ଧା ପଞ୍ଚାୟତରେ ଗୋପସେବା ସମାଜ ତରଫରୁ କରୋନା ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଗୋପସେବା ସମାଜର ପ୍ରମୁଖ...

କୁମୁସୀ ସରପଞ୍ଚ ନିଲମ୍ବିତ

ପରଜଙ୍ଗ, ୨୮।୯(ଡି.ଏନ.ଏ.) ପଦବୀର ଅପବ୍ୟବହାର ଅଭିଯୋଗରେ ନିଲମ୍ବିତ ହୋଇଛନ୍ତି ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସୀ ପଞ୍ଚାୟତର ସରପଞ୍ଚ ସାଗରିକା ଦେହୁରୀ। ଜିଲାପାଳଙ୍କ ଅର୍ଡର ନଂ....

ସୁର ସାମ୍ରାଜ୍ଞୀଙ୍କୁ ବାଲୁକାକଳାରେ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ଭୁବନେଶ୍ୱର, ୨୮।୯(ବ୍ୟୁରୋ): ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କର ସୋମବାର ହେଉଛି ଜନ୍ମଦିନ। ସେ ସେପ୍ଟେମ୍ବର ୨୮, ୧୯୨୯ ମସିହାରେ ପ୍ରସିଦ୍ଧ ସଙ୍ଗୀତକାର ଦିନାଥ ମଙ୍ଗେସକରଙ୍ଗ କୋଳରେ...

୨୪ ଘଣ୍ଟାରେ ୩୮ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବୟସର ପିଲା ୨ ଜଣ...

Advertisement
Archives

Model This Week