ଗ୍ରାମୀ ଆଓ୍ବାର୍ଡ ଜିତିଲେ ଲେଡି ଗାଗା

ଓ୍ବାଶିଂଟନ,୨୭।୧: ଲସ ଆଞ୍ଜେଲସରେ ୬୨ତମ ଗ୍ରାମୀ ଆଓ୍ବାର୍ଡ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବକୁ ଏଲିସିୟା କିଜ ହୋଷ୍ଟ କରିଥିଲେ। ଆମେରିକାର ବାସ୍କେଟବଲ ଖେଳାଳି କୋବେ ବ୍ରାୟଣ୍ଟଙ୍କୁ ଶ୍ରଦ୍ଧାଞ୍ଜଳି ସହିତ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା। ସାରା ବିଶ୍ୱର ସଙ୍ଗିତକାର ଓ ଗାୟକ ଏହି ଉତ୍ସବରେ ଯୋଗ ଦେଇଥିଲେ। ଦ କ୍ରିଏଟରକୁ ଗ୍ରାମୀର ବେଷ୍ଟ ଆଲବମ ଆଓ୍ବାର୍ଡ ମିଳିଛି। ସେହିପରି ଲେଡି ଗାଗାଙ୍କୁ ‘I’ll Never Love Again’ପାଇଁ ମିଳିଲା ଗ୍ରାମୀ ଆଓ୍ବାର୍ଡ। ଗାଗାଙ୍କୁ ଏହି ସମ୍ମାନ ବେଷ୍ଟ ସଙ୍ଗ ଫର୍‌ ଭିଜୁଆଲ ମିଡିଆ ପାଇଁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲାପାଳଙ୍କୁ ସବୁ ପ୍ରମାଣ ଦେଲେ ସୋନୁ ସୁଦ୍‌, ପରେ ବଦଳିଲା ସ୍ବର

ବ୍ରହ୍ମପୁର ଅଫିସ୍‌,୧୮।୫: କରୋନା ସହ ଏବେ ସାରା ଦେଶ ଲଢୁଛି। ଏଭଳି କଠିନ ପରିସ୍ଥିତିରେ ଲୋକଙ୍କୁ ସହାୟତା ପାଇଁ ଆଗେଇ ଆସିଛନ୍ତି କିଛି ସେଲିବ୍ରିଟି। ସେମାନଙ୍କ...

ଜୁନ୍‌ରେ ଆମେରିକାରେ ପ୍ରତିଦିନ ୨ ଲକ୍ଷ ନୂଆ କରୋନା ସଂକ୍ରମିତ ହେବେ ଚିହ୍ନଟ: ମୃତକଙ୍କ ସଂଖ୍ୟା ପ୍ରତିଦିନ ଛୁଇଁବ ୩ ହଜାର

ଓ୍ବାଶିଂଟନ,୬।୫: କରୋନା ସଂକ୍ରମଣ ଯୋଗୁ ଆମେରିକାରେ ଅଚଳାବସ୍ଥା ଦେଖାଦେଇଛି। ଇତିମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨ ଲକ୍ଷ ୩୭ ହଜାର ୬୩୩ ଥିବାବେଳେ ମୃତ୍ୟୁ...

କଶ୍ମୀରରେ ବହୁ ପରିମାଣର ସୁରକ୍ଷାକର୍ମୀଙ୍କୁ ଦେଖି ଟ୍ରମ୍ପଙ୍କୁ ଗୁହାରି କଲେ ଇମ୍ରାନ୍‌

ଇସଲାମାବାଦ,୫।୮: ଜମ୍ମୁ-କଶ୍ମୀରରେ ବହୁ ପରିମାଣରେ ମୁତୟନ ହୋଇଥିବା ସୁରକ୍ଷାକର୍ମୀଙ୍କୁ ଦେଖି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଏହା ଉପେର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହସ୍ତକ୍ଷେପ...

୨୪ ଘଣ୍ଟାରେ ଭାରତ ପଠାଇଲା ୭୬ ହଜାର ଟନ୍‌ ତେଲ

ନୂଆଦିଲ୍ଲୀ,୬।୪: ଶ୍ରୀଲଙ୍କାରେ ଆର୍ଥିକ ସଙ୍କଟ ଦେଖାଦେଇଥିବା ବେଳେ କଲମ୍ବୋକୁ ସହାୟତାର ହାତ ବଢ଼ାଇଛି ନୂଆଦିଲ୍ଲୀ। ଯଦ୍ଦ୍ବାରା ଶ୍ରୀଲଙ୍କା ତା’ର ଜରୁରୀ ସାମଗ୍ରୀ ଆମଦାନୀ କରିପାରିବ ଏବଂ...

ବୋଲ୍ଡ ସିନ୍‌ ପାଇଁ ବଦ୍‌ନାମ ଏହି ଅଭିନେତ୍ରୀ, ବିବାହର ବର୍ଷକ ମଧ୍ୟରେ ସ୍ବାମୀଙ୍କ ଠାରୁ ହୋଇଥିଲେ ଅଲଗା

ବଲିଉଡ୍‌ ଅଭିନେତ୍ରୀ ମଲିକା ଶେରାଓ୍ବତ୍‌ଙ୍କୁ କିଏ ବା ନ ଜାଣେ। ହରିୟାଣାର ଏକ ଛୋଟ ଗାଁରେ ଜନ୍ମଗ୍ରହଣ କରିଥିବା ମଲ୍ଲିକା ବଲିଉଡ୍‌ର ବୋଲ୍ଡ ଅଭିନେତ୍ରୀଙ୍କ ମଧ୍ୟରେ...

ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ପାଇ ଖୁସି ଶେୟାର କଲେ କଙ୍ଗନା

ମୁମ୍ବାଇ: ୬୭ ତମ ଜାତୀୟ ଫିଲ୍ମ ପୁରସ୍କାର ବିତରଣ ଉତ୍ସବରେ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ସୋମବାର ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରଣାୱତଙ୍କୁ ସମ୍ମାନିତ କରିଛନ୍ତି। ଫିଲ୍ମ...

ବାଇଡେନଙ୍କ ଶପଥ ଗ୍ରହଣ ଉତ୍ସବକୁ ଟାର୍ଗେଟ କରିଛନ୍ତି ଟ୍ରମ୍ପ ସମର୍ଥକ !

ୱାଶିଂଟନ,୧୩ ।୧: ଆମେରିକା ସୁରକ୍ଷା ଏଜେନ୍ସି ଫେଡେରାଲ ବ୍ୟୁରୋ ଅଫ୍ ଇନଭେଷ୍ଟିଗେଶନ(ଏଫ୍‌ବିଆଇ) ଓ ହୋମଲ୍ୟାଣ୍ଡ ସିକ୍ୟୁରିଟି ଏକ ନୂଆ ଚେତାବନୀ ଜାରି କରିଛନ୍ତି । ଏମାନେ...

ହୀରା ବ୍ୟବସାୟୀଙ୍କୁ ହତ୍ୟା ମାମଲାରେ ଛନ୍ଦି ହୋଇଥିଲେ ଏହି ଅଭିନେତ୍ରୀ: ଆଉ ତା’ ପରେ..

ବମ୍ବେ: ଟେଲିଭିଜନ ଦୁନିଆରେ ଗୋପି ବୋହୁ ନାମରେ ପରିଚିତ ଦେବୋଲିନା ଭଟ୍ଟାଚାର୍ଯ୍ୟ ଆଜି ନିଜର ଜନ୍ମଦିନ ପାଳନ କରୁଛନ୍ତି। ଏହାକୁ ନେଇ ତାଙ୍କ ନିକଟକୁ ଶୁଭେଚ୍ଛାର...

Advertisement
Archives

Model This Week