ଗ୍ରାମୀ ଆଓ୍ବାର୍ଡ ଜିତିଲେ ଲେଡି ଗାଗା

ଓ୍ବାଶିଂଟନ,୨୭।୧: ଲସ ଆଞ୍ଜେଲସରେ ୬୨ତମ ଗ୍ରାମୀ ଆଓ୍ବାର୍ଡ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବକୁ ଏଲିସିୟା କିଜ ହୋଷ୍ଟ କରିଥିଲେ। ଆମେରିକାର ବାସ୍କେଟବଲ ଖେଳାଳି କୋବେ ବ୍ରାୟଣ୍ଟଙ୍କୁ ଶ୍ରଦ୍ଧାଞ୍ଜଳି ସହିତ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା। ସାରା ବିଶ୍ୱର ସଙ୍ଗିତକାର ଓ ଗାୟକ ଏହି ଉତ୍ସବରେ ଯୋଗ ଦେଇଥିଲେ। ଦ କ୍ରିଏଟରକୁ ଗ୍ରାମୀର ବେଷ୍ଟ ଆଲବମ ଆଓ୍ବାର୍ଡ ମିଳିଛି। ସେହିପରି ଲେଡି ଗାଗାଙ୍କୁ ‘I’ll Never Love Again’ପାଇଁ ମିଳିଲା ଗ୍ରାମୀ ଆଓ୍ବାର୍ଡ। ଗାଗାଙ୍କୁ ଏହି ସମ୍ମାନ ବେଷ୍ଟ ସଙ୍ଗ ଫର୍‌ ଭିଜୁଆଲ ମିଡିଆ ପାଇଁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କାନ୍ଦିଲେ ଅଭିନେତା କାର୍ତ୍ତିକ ଆର୍ଯ୍ୟାନ୍‌

ଲଭ ଆଜ୍‌କାଲ-୨ ଶୁଟିଂ ଶେଷରେ ନିର୍ଦ୍ଦେଶକ ଇମତିଆଜ୍‌ ଅଲ୍ଲୀଙ୍କୁ ଧରି କାନ୍ଦିଛନ୍ତି ବଲିଉଡ ଅଭିନେତା କାର୍ତ୍ତିକ ଆର୍ଯ୍ୟାନ୍‌। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ...

ପିଲାମାନଙ୍କ ଦାନ୍ତ ଭାଙ୍ଗିବାଠାରୁ ଆରମ୍ଭ କରି ଶିକ୍ଷକଙ୍କୁ ହଇରାଣ କରିଥିଲେ ଏହି ଅଭିନେତା, ପୂରା ଘଟଣା ଜାଣିଲେ…

ଶାହାରୁଖ ଖାନଙ୍କୁ ବଲିଉଡର କିଙ୍ଗ ଖାନ କୁହାଯାଏ। ଏହି ପଦବୀ ହାସଲ ପାଇଁ ସେ କଠିନ ପରିଶ୍ରମ କରିଛନ୍ତି। ପିଲାଦିନ ଦିଲ୍ଲୀରେ ବିତାଇଥିବା ଶାହାରୁଖ ମୁମ୍ବାଇର...

ମନୁଷ୍ୟଠାରୁ ଗୃହପାଳିତ ପ୍ରାଣୀଙ୍କୁ ବ୍ୟାପୁଛି କରୋନା ଭାଇରସ

ହଂକଂ,୫।୩: ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ବିଶ୍ୱର ଅଧିକାଂଶ ଦେଶକୁ ବ୍ୟାପି ସାରିଲାଣି। ଏମିତିକି ଶକ୍ତିଶାଳୀ ଦେଶ ଆମେରିକା ମଧ୍ୟ ଏବେ କରୋନା...

ଚାଇନାର ଧମକ: ଏହା ଆରମ୍ଭ ମାତ୍ର, ଆହୁରି କରୋନା କ୍ଷତି ସହିବ ବିଶ୍ୱ

ବେଜିଂ,୮।୭: ଆମେରିକାର ଚାପ ପଡିବା ସତ୍ତ୍ୱେ ଚାଇନା ସାରା ବିଶ୍ୱକୁ ପୁଣି ଧମକ ଦେଇଛନ୍ତି। କରୋନା ଯୋଗୁ ସାରା ବିଶ୍ୱ ଆହୁରି କ୍ଷତି ସହିବ ବୋଲି...

ରାଷ୍ଟ୍ରପତିଙ୍କୁ ମିଳୁଥିବା ସୁବିଧା

ବିଶ୍ୱର ସବୁଠୁ ପ୍ରଭାବଶାଳୀ ରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ହେବା କେବଳ ମର୍ଯ୍ୟାଦାଜନକ ନୁହେଁ, ଏଥିସହିତ ପର୍ଯ୍ୟାପ୍ତ ସୁବିଧା ଓ ଲାଭ ମିଳିଥାଏ। ରାଷ୍ଟ୍ରପତିଙ୍କୁ ୪ ଲକ୍ଷ...

ବିବାହର ୧୧ ବର୍ଷ ପରେ ମା’ ହେଲେ ଏହି ଅଭିନେତ୍ରୀ

ଟିଭି ଅଭିନେତ୍ରୀ ଦେବିନା ବାନାର୍ଜୀ ମା’ ହୋଇଛନ୍ତି। ବିବାହର ୧୧ ବର୍ଷ ପରେ ସେ ଏକ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ଦେବିନାଙ୍କ ସ୍ବାମୀ ତଥା...

ପିଲାଙ୍କୁ ଦିଆଯାଉଛି କୁକୁଡ଼ା ରକ୍ତର ଇଞ୍ଜେକ୍ସନ, କାରଣ ଜାଣିଲେ…

ବେଜିଂ,୧୧ା୧୧: ଚାଇନାର ଲୋକମାନେ ସେମାନଙ୍କର ଅଜବ ଖାଦ୍ୟ ଏବଂ ପାନୀୟ ପାଇଁ ସାରା ବିଶ୍ୱରେ ଜଣାଶୁଣା। କୁହାଯାଏ, ଚାଇନିଜ୍‌ମାନେ ଯେକୌଣସି ଖାଦ୍ୟ ଖାଇପାରନ୍ତି। ବର୍ତ୍ତମାନ ଚାଇନାରେ...

ଅନୁଙ୍କୁ ସୋନାଙ୍କ ଟାର୍ଗେଟ

ମୁମ୍ବାଇ: ପ୍ରସିଦ୍ଧ ଓଡିଆ କଣ୍ଠଶିଳ୍ପୀ ସୋନା ମହାପାତ୍ର ସଂଗୀତ ନିର୍ଦ୍ଦେଶକ ଅନୁ ମଲିକ ଏବଂ ସୋନି ଟିଭିକୁ ଭର୍ତ୍ସନା କରିଛନ୍ତି। ପିଲାଙ୍କ ନିମିତ୍ତ ଏକ ରିୟଲିଟି...

Advertisement
Archives

Model This Week