ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପ ଉଦ୍‌ଘାଟନ କଲେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ

\ଭଞ୍ଜନଗର,୧୦।୩(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଧନଞ୍ଜୟପୁର ଓ ଜଗନ୍ନାଥ ପ୍ରସାଦ ବ୍ଲକ ପାଟରାପଲ୍ଲୀରେ ସୋମବାର ସନ୍ଧ୍ୟାରେ ୨ଟି ଗ୍ରାମ୍ୟ ପାଇପ ଜଳ ଯୋଗାଣ ପ୍ରକଳ୍ପ ଉଦ୍‌ଘାଟିତ ହୋଇଯାଇଛି । ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରକଳ୍ପକୁ ଉଦ୍‌ଘାଟନ କରିଥିଲେ । ଏହି ଅବସରରେ ସେ କହିଥିଲେ, ଲୋକଙ୍କ ଘରକୁ ପାଇପ ଯୋଗେ ପିଇବା ପାଣି ଯୋଗାଇ ଦେବା ଯୋଜନା ଚାଲିଛି । ଆଗାମୀ ଦିନରେ ସମସ୍ତ ଘରକୁ ପାଇପ ଯୋଗେ ପିଇବା ପାଣି ଯୋଗାଇ ଦିଆଯିବ । ଏହିଭଳି ଭଞ୍ଜନଗର ଓ ଜଗନ୍ନାଥପ୍ରସାଦ ବ୍ଲକର କିଛି ଗ୍ରାମକୁ ପ୍ରଥମ ପର୍ଯ୍ୟାୟରେ ସାମିଲ କରାଯାଇଛି ବୋଲି ଆରୁଖ କହିଥିଲେ । ଉସତ୍ବରେ ଭଞ୍ଜନଗର ବ୍ଲକ ଉପାଧ୍ୟକ୍ଷ ଜିତେନ୍ଦ୍ର କେଶରୀ ଆରୁଖ, ବ୍ଲକ ବିଜେଡି ସଭାପତି ରାଜେନ୍ଦ୍ର ପ୍ରସାଦ ପ୍ରଧାନ, ଜଗନ୍ନାଥପ୍ରସାଦ ବ୍ଲକ ବିଜେଡି ସଭାପତି ମୋହନ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଅଧିକାରୀ, କର୍ମଚାରୀଙ୍କ ଅନୁପସ୍ଥିତିରେ ଅସନ୍ତୋଷ

ଛେଣ୍ଡିପଦା,୧୮।୨(ସ୍ବ.ପ୍ର.) – ପ୍ରତି ସୋମବାର ବ୍ଲକ କାର୍ଯ୍ୟାଳୟରେ ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରିବାକୁ ସରକାରୀ ନିର୍ଦ୍ଦେଶ ଥିଲେ...

ରାଜ୍ୟରେ ବଢିଲା ଓମିକ୍ରନ ସଂଖ୍ୟା, ଆଉ ୨ ଆକ୍ରାନ୍ତ ଚିହ୍ନଟ !

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ରାଜ୍ୟରେ ଆଉ ୨ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛି। ଏ ନେଇ ସ୍ବାସ୍ଥ୍ୟ ବିଭାଗକୁ ଆଇଏଲଏସ୍‌ ଜଣାଇଥିବା ସୂଚନା ମିଳିଛି। ପୂର୍ବରୁ ମଧ୍ୟ...

୩୦ ଲକ୍ଷ ତ୍ରିରଙ୍ଗା ପ୍ରସ୍ତୁତ କଲା ମିଶନ ଶକ୍ତି

ଭୁବନେଶ୍ୱର,୧୪ ।୮(ବ୍ୟୁରୋ): ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶରେ ହର୍‌ ଘର୍‌ ତ୍ରିରଙ୍ଗା ଅଭିଯାନ ଜୋରଦାର ହେବାରେ ଲାଗିଛି। ଅଗଷ୍ଟ ୧୩ରୁ ୧୫...

ଇଟାଭାଟି ଧୂଆଁରେ ଅଞ୍ଚଳବାସୀ ଅଣନିଃଶ୍ୱାସୀ

ପଟ୍ଟାମୁଣ୍ଡାଇ,୧୩ା୩(ସ୍ବ.ପ୍ର.):ଚଳିତ ବର୍ଷ ମାର୍ଚ୍ଚ ଆରମ୍ଭରୁ ତାତି ଅସହ୍ୟ ହେଲାଣି । ସର୍ବୋଚ୍ଚ ତାପମାତ୍ର ୩୮ ଡିଗ୍ରୀ ସେଲ୍‌ସିୟସକୁ ଛୁଇଁଲାଣି ା ଆଗାମୀ ଦିନରେ ତାହା ଭୟଙ୍କର...

ଦିଗହରା ହୋଇଛି ସ୍ବଚ୍ଛ ଭାରତ ମିଶନ:ଅବ୍ୟବସ୍ଥାରେ ଜେନାପୁର ରେଳ ଷ୍ଟେଶନ

ଜେନାପୁର,୪-୯(ଡି.ଏନ୍‌.ଏ.)- ଯାଜପୁର ଜିଲା ଅନ୍ତର୍ଗତ ଜେନାପୁର ରେଲ୍‌ଓ୍ବେ ଷ୍ଟେଶନରେ ସ୍ବଚ୍ଛ ଭାରତ ଅଭିଯାନ ଦିଗହରା ହୋଇଛି। ବିଭାଗୀୟ ଅଧିକାରୀଙ୍କ ଦୁର୍ବଳମନୋଭାବ ଯୋଗୁ ଷ୍ଟେଶନଟି ଶୋଚନୀୟ ଅବସ୍ଥାରେ...

୧୫ ଭରି ସୁନା ଗହଣା ଲୁଟିନେଲେ ଦୁର୍ବୃତ୍ତ

ବ୍ରହ୍ମପୁର ଅଫିସ,୨୧ା୨: ବ୍ରହ୍ମପୁର ସଦର ଥାନା ଅଞ୍ଚଳରେ ଏବେ ଚୋରି ଦିନକୁ ଦିନ ବଢ଼ିବାରେ ଲାଗିଛି। କାଳୀଚରଣ ସାହୁ ସପରିବାର ପୁରୀରୁ ଜଗନ୍ନାଥ ଦର୍ଶନ ସାରି...

ମାଓବାଦୀ ଦମନ ଲାଗି ହେବ ସ୍ବତନ୍ତ୍ର ରଣନୀତି: ଡିଜିପି

ଫୁଲବାଣୀ ଅଫିସ, ୧୨ା୨: ନୂତନ ପୋଲିସ ମହାନିର୍ଦ୍ଦେଶକ ସୁନୀଲ କୁମାର ବଂଶଲ ଶୁକ୍ରବାର କନ୍ଧମାଳ ଜିଲା ଗସ୍ତ କରି ମାଓବାଦୀ ଦମନ ଉପରେ ସମୀକ୍ଷା କରିଛନ୍ତି।...

ଶ୍ରୀମନ୍ଦିରରେ ହୋଇପାରେ ଆତଙ୍କବାଦୀ ଆକ୍ରମଣ : ଗୋଇନ୍ଦା ରିପୋର୍ଟ ପରେ ସୁରକ୍ଷା କଡ଼ାକଡ଼ି

ପୁରୀ ଅଫିସ, ୨।୮ : ଶ୍ରୀମନ୍ଦିର ଅସୁରକ୍ଷିତ। ଆତଙ୍କବାଦୀମାନେ ଶ୍ରୀମନ୍ଦିର ଉପରେ ଆକ୍ରମଣ କରିପାରନ୍ତି। ରାଜ୍ୟ ଗୋଇନ୍ଦା ବିଭାଗ ପକ୍ଷରୁ ଏମିତି ଏକ ରିପୋର୍ଟ ଗୁରୁବାର...

Advertisement
Archives

Model This Week