ଗ୍ରାହକଙ୍କୁ ରେନୋର ସହାୟତା

ଭୁବନେଶ୍ୱର,୧୪।୪: କୋଭିଡ୍‌-୧୯ ଯୋଗୁ ଉପୁଜିଥିବା ଚ୍ୟାଲେଞ୍ଜିଂ ସମୟରେ ରେନୋ ଇଣ୍ଡିଆ ପକ୍ଷରୁ ବିଭିନ୍ନ ପଦକ୍ଷେପ ହାତକୁ ନିଆଯାଇଛି। ବର୍ତ୍ତମାନ ଲକ୍‌ଡାଉନ ପାଇଁ ଗ୍ରାହକ ବିଭିନ୍ନ ସମସ୍ୟା ସାମ୍ନା କରୁଛନ୍ତି। ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ଲାଗି କମ୍ପାନୀ ପକ୍ଷରୁ ଧାର୍ଯ୍ୟ ସର୍ଭିସ ସୀମା ଏବଂ ଓ୍ବାରେଣ୍ଟିଂ କ୍ଷେତ୍ରରେ କୋହଳ ବ୍ୟବସ୍ଥା କରାଯାଇଛି। ଏହା ମଧ୍ୟରେ ପରିବର୍ଦ୍ଧିତ ଓ୍ବାରେଣ୍ଟି ମଧ୍ୟ ସାମିଲ କରାଯାଇଛି। ଜରୁରୀ ସ୍ଥିତିରେ ମଧ୍ୟ କମ୍ପାନୀ ପକ୍ଷରୁ ରୋଡ୍‌ ସାଇଡ୍‌ ଆସିଷ୍ଟାନ୍ସ ଏବଂ ପରିଚାଳନା ଟିପ୍ସ ପ୍ରଦାନ କରାଯାଉଛି। ଏହି ସମୟରେ କମ୍ପାନୀ ଅନ୍‌ଲାଇନ ବୁକିଂ କ୍ୟାମ୍ପେନ ଘୋଷଣା କରାଯାଇଛି। ରେନୋ ଓ୍ବେବ୍‌ସାଇଟ ଏବଂ ମାଇଁ ରେନୋ ଆପ୍‌ ଦ୍ୱାରା ଗ୍ରାହକ ଏହି ସୁବିଧା ଲାଭ କରିପାରିବେ। ବୁକ୍‌ ଅନ୍‌ଲାଇନ ପେ ଲ୍ୟାଟର ସୁବିଧା ଗ୍ରାହକଙ୍କ ଲାଗି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

BSNL ଆଣିଲା iPhoneଠାରୁ ବି ମହଙ୍ଗା ଫୋନ୍, ଦାମ୍ ୧.୩୪ ଲକ୍ଷ ଟଙ୍କା; ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍‌

ନୂଆଦିଲ୍ଲୀ, ୯।୭: ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ (BSNL) ଭାରତରେ ଏକ ନୂଆ ସାଟେଲାଇଟ୍ ଫୋନ୍ ଲଞ୍ଚ କରିଛି। ଏହି ଫୋନ୍‌ଟି ବିଶେଷ କରି ବ୍ୟବସାୟିକ ତଥା…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

ଏଣିକି WhatsAppରେ ମିଳିବ ଆୟୁଷ୍ମାନ କାର୍ଡର ସବୁ ସୁବିଧା; ଘରେ ବସି ଚେକ୍ କରନ୍ତୁ ବାଲାନ୍ସ, ସେଭ୍ କରନ୍ତୁ ଏହି ନମ୍ବର

ନୂଆଦିଲ୍ଲୀ, ୮।୭: ଦେଶର କୋଟି କୋଟି ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ଏବେ ଆୟୁଷ୍ମାନ କାର୍ଡର ବାଲାନ୍ସ ଏବଂ ଅନ୍ୟାନ୍ୟ ସେବା ବିଷୟରେ…

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri