ଗ୍ରାହକଙ୍କ ଲାଗି ତନିସ୍କର ସ୍ବତନ୍ତ୍ର କାର୍ଯ୍ୟକ୍ରମ

ଅନୁଗୋଳ ଅଫିସ,୧୯।୧ – ପ୍ରମୁଖ ଗହଣା ବ୍ରାଣ୍ଡ ତନିସ୍କ ପକ୍ଷରୁ ଅନୁଗୋଳ ଶୋ’ରୁମରେ ଏହାର ଗ୍ରାହକଙ୍କ ଲାଗି ସ୍ବତନ୍ତ୍ର କାର୍ଯ୍ୟକ୍ରମ ଶନିବାର ଅନୁଷ୍ଠିତ ହୋଇଯାଇଛି। କମ୍ପାନୀ ପକ୍ଷରୁ ହାତକୁ ନିଆଯାଇଥିବା ହୀରା ଉତ୍ସବ ‘ଦି ଗ୍ରେଟ୍‌ ଡାଇମଣ୍ଡ ସେଲ୍‌’ରେ ଗ୍ରାହକ ସବୁବର୍ଗର ହୀରା ଗହଣା ଉପରେ ୨୦% ପର୍ଯ୍ୟନ୍ତ ରିହାତି ପାଇପାରୁଛନ୍ତି। କମ୍ପାନୀ ଏହି ଉତ୍ସବକୁ ଅନୁଗୋଳ ଶୋ’ରୁମରେ ଗ୍ରାହକଙ୍କ ସହ ପାଳନ କରିଛି। ଏହି ଅବସରରେ ବିଭିନ୍ନ ଗ୍ରାହକ କୈନ୍ଦ୍ରିକ କାର୍ଯ୍ୟକ୍ରମ ଯଥା- ଫ୍ୟାଶନ ଶୋ, ସଙ୍ଗୀତ, କୌତୁକ କ୍ରୀଡ଼ା ଆୟୋଜନ ହୋଇଥିଲା। ତନିସ୍କର ନୂଆ କଲେକ୍ସନ ‘ଅହଲ୍ୟା’ ଓ ‘ରିଭା’ର ବଜାର ପ୍ରବେଶ ପରେ ଚାହିଦା ବଢ଼ିଛି। ଏହା ଆକର୍ଷଣୀୟ ତାରକସି ଡିଜାଇନରେ ପ୍ରସ୍ତୁତ କରାଯାଉଥିବା ତନିସ୍କର ଫ୍ରାଞ୍ଚାଇଜି ଓନର ମାନିକ ହଂସ କହିଛନ୍ତି। ତନିସ୍କ ଓଡ଼ିଶାର ଆଞ୍ଚଳିକ ବ୍ୟବସାୟିକ ପ୍ରବନ୍ଧକ ସିଦ୍ଧାର୍ଥ ଅଗ୍ରୱାଲ କହିଥିଲେ, ଗ୍ରାହକଙ୍କ ସହ ଆମର ସମ୍ପର୍କ ହୃଦୟରୁ ରହିଛି। ସଦ୍ୟତମ ରିଭାହ କଲେକ୍ସନ ଓଡ଼ିଆ ଘରର ବଧୂଙ୍କ ପାଇଁ ପ୍ରସ୍ତୁତ କରାଯାଇଛି। ତନିସ୍କ ପ୍ରମିସ ଦ୍ୱାରା ଶୁଦ୍ଧତା ଗ୍ୟାରେଣ୍ଟି ୮% ଗଢା ଚାର୍ଜରୁ ଡିଜାଇନ ଆରମ୍ଭ, ସୁନାଦାମରେ ଷ୍ଟୋନ ପାଇଁ ଟଙ୍କା ଗଣିବାରୁ ରିହାତି, ପୁରୁଣା ସୁନାର ସର୍ବୋତ୍ତମ ମୂଲ୍ୟ, ହୀରା, ପୋଲକି, ରୁବି, ପନା ପାଇଁ ଶତପ୍ରତିଶତ ଏକ୍ସଚେଞ୍ଜ ଭାଲ୍ୟୁ, ପ୍ରତିଟି ଗହଣା ସମ୍ପୂର୍ଣ୍ଣ ନୂଆ ଭଳି ସୁବିଧା ଗ୍ରାହକଙ୍କୁ ପ୍ରଦାନ କରୁଛି। ଏହାସହ ବିଲିଂ କ୍ୟାରେଟ ମିଟର, ସୁରକ୍ଷିତ ଗହଣା ସ୍କିମ, ଟାଟାର ବିଶ୍ୱାସ, ତନିସ୍କ ନେଷ୍ଟ ଡୋର ଷ୍ଟୋର ଭଳି ବୈଶିଷ୍ଟ୍ୟ ଗ୍ରାହକ ଲାଭ କରିପାରିବେ ବୋଲି ତନିସ୍କ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ବୁଦାମୂଳରୁ ଶୁଭିଲା ନବଜାତର କାନ୍ଦ, ତାପରେ….

ପାଳଲହଡ଼ା,୩।୨(ଦିବ୍ୟଜ୍ୟୋତି ଦାଶ): ଚଷାଗୁରୁଜାଙ୍ଗ ଖେଳପଡ଼ିଆ ବୁଦାମୂଳରୁ ନବଜାତ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ସୋମବାର ରାତି ପ୍ରାୟ ୯ଟା ସମୟରେ ପାଲଲହଡା ଥାନା ଅନ୍ତର୍ଗତ ଚଷାଗୁରୁଜାଙ୍ଗ ଗ୍ରାମ…

ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…

ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…

ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ…

ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ହାତୀ ଗୁରୁତର! ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରାଣୀ ପ୍ରେମୀ ଚ଼ିନ୍ତାରେ…

ଅନୁଗୋଳ,୧୫।୧ (ମାନସ ବିଶ୍ୱାଳ ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀ…

ଗଞ୍ଜେଇ ଗାଡି ସନ୍ଦେହରେ ଗୋଡାଉଥିଲା ପୋଲିସ, ଫେରାର୍‌ ମାରିବାବେଳେ ୨ ଜଣଙ୍କୁ ପିଟିଦେଲା କାର୍‌

ମାଧପୁର,୧୪।୧( ମନୋଜ କୁମାର ପ୍ରଧାନ): ଗଞ୍ଜେଇ ଗାଡି ସନ୍ଦେହରେ ପୋଲିସ ଗୋଡାଉଥିବା ଗାଡି ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆଠମଲ୍ଲିକ କିଆକଟା ଥାନା ନାଏକପଡା…

ଶୌଚ ପାଇଁ ଯାଇଥିଲେ ମହିଳା: ଦଳିଦେଲା ହାତୀ

ଅନୁଗୋଳ,୧୨।୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶଙ୍ଖପୁର ପଞ୍ଚାୟତ ଢିପପଦା ସାହିରେ ଜଣେ ମହିଳାଙ୍କୁ ଦଳଦେଇଛି ହାତୀ। ଢିପସାହିର ଇଚ୍ଛା ଦେହୁରୀ (୭୫) ଆଜି ଭୋର ସମୟରେ ଶୌଚପାଇଁ…

ଗୋରୁ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ: ଜଣଙ୍କ ଜୀବନ ଗଲା,ଅନେକ ଗୋରୁ…

ମାଧପୁର,୧୦।୧(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା କିଆକଟା ଥାନା ଅନ୍ତର୍ଗତ ପନ୍ଥେଇ ନିକଟରେ ଏକ ଗୋରୁ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri