Posted inଜାତୀୟ

ଗ୍ରାହକଙ୍କ ସହ ଶାରୀରିକ ସମ୍ପର୍କ ନ ରଖିବାରୁ ଚିରି ଦିଆଗଲା ବାର୍‌ ଡ୍ୟାନ୍ସରଙ୍କ ପୋଷାକ

ହାଇଦ୍ରାବାଦ,୧୭।୬: ଆନ୍ଧ୍ରପ୍ରଦେଶର ରାଜଧାନୀ ହାଇଦ୍ରାବାଦରେ ଜଣେ ବାର୍‌ ଡ୍ୟାନ୍ସର ଗ୍ରାହକଙ୍କ ସହ ଶାରୀରିକ ସମ୍ପର୍କ ରଖିବାକୁ ରାଜି ନ ହେବାରୁ ତାଙ୍କ ଡ୍ରେସ ଚିରି ଦିଆଯିବା ସହ ତାଙ୍କ ଉପରେ ମାଡ ହୋଇଥିବା ଅଭିଯୋଗ ହୋଇଛି। ତେବେ ଉକ୍ତ ମହିଳା ବାର୍‌ ଡ୍ୟାନ୍ସରଙ୍କ ସହ ଥିବା ଅନ୍ୟ ୪ ମହିଳା ଡ୍ୟାନ୍ସର ଓ ଜଣେ ବ୍ୟକ୍ତି ଏଭଳି କାଣ୍ଡ ଘଟାଇଥିବା ଅଭିଯୋଗ ହୋଇଛି। ପୋଲିସ ସମ୍ପୃକ୍ତ ୪ ମହିଳା ଡ୍ୟାନ୍ସରଙ୍କୁ ଗିରଫ କରିଥିବା ବେଳେ ପୁରୁଷ ଅଭିଯୁକ୍ତ ଜଣକ ଫେରାର ଥିବା ଜଣାପଡିଛି। ସୂଚନାଯୋଗ୍ୟ, ଗତ କିଛି ମାସ ତଳେ ମହିଳା ଜଣକ ବାର୍‌ ଡ୍ୟାନ୍ସର ଭାବେ କାମ ଆରମ୍ଭ କରିଥିବା ବେଳେ ତାଙ୍କୁ ମାଲିକ ସବୁବେଳେ ଗ୍ରାହକଙ୍କ ସହ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବସରର ୪୦ ବର୍ଷ ପରେ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଏକ କୋଟି ଟଙ୍କା ଦାନ କଲେ ୭୪ ବର୍ଷୀୟ ବ୍ୟକ୍ତି

ନୂଆଦିଲ୍ଲୀ,୧୬।୭: ସିବିଆର୍‌ ପ୍ରସାଦ ନାମକ ଜଣେ ବ୍ୟକ୍ତି ଅବସରର ୪୦ ବର୍ଷ ପରେ ତାଙ୍କର ସମସ୍ତ ପେନସନ୍‌ ଅର୍ଥାତ୍‌ ୧ କୋଟି ଟଙ୍କା ପ୍ରତିରକ୍ଷା ମନ୍ତ୍ରଣାଳୟକୁ...

ଭାରତ ବନ୍ଦ: ହକ୍‌ ପାଇଁ ଗର୍ଜୁଛନ୍ତି ଚାଷୀ

ନୂଆଦିଲ୍ଲୀ,୮।୧୨: ନୂଆ କୃଷି ଆଇନ ବିରୋଧରେ ବିଭିନ୍ନ ଚାଷୀ ସଂଗଠନ ଆଜି ‘ଭାରତ ବନ୍ଦ’ ଡାକରା ଦେଇଛନ୍ତି। ଏହି ଅବସରରେ ସକାଳୁ ଦେଶର ବିଭିନ୍ନ ସ୍ଥାନରେ...

ଆଇଏସ୍‌ଆଇ ହନିଟ୍ରାପ୍‌ରେ ଓଡ଼ିଆ ଯବାନ

ନୂଆଦିଲ୍ଲୀ,୯ା୧୧: ପାକିସ୍ତାନର କୁଖ୍ୟାତ୍‌ ଗୋଇନ୍ଦା ସଂସ୍ଥା ଇଣ୍ଟର-ସର୍ଭିସେସ୍‌ ଇଣ୍ଟେଲିଜେନ୍ସ (ଆଇଏସ୍‌ଆଇ)ର ହନିଟ୍ରାପ୍‌ରେ ଫସିଛନ୍ତି ଜଣେ ଓଡ଼ିଆ ଯୁବକ। ସେ ହେଲେ ଗଞ୍ଜାମ ଜିଲାର ବିଚିତ୍ର ବେହେରା।...

ଲ୍ୟାବ୍‌ରେ କରୋନା ଭୂତାଣୁ କଲ୍‌ଚର କଲେ ଭାରତୀୟ ବୈଜ୍ଞାନିକ

ହାଇଦ୍ରାବାଦ୍‌,୩୦।୫: ଭାରତରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏପରିସ୍ଥଳେ ଭାରତୀୟ ବୈଜ୍ଞାନିକ ଲ୍ୟାବ୍‌ରେ କରୋନା...

କାମୁଡିଥିବା ସାପକୁ ନେଇ ଡାକ୍ତରଖାନାରେ ପହଞ୍ଚିଲେ ମହିଳା

ମୁମ୍ବାଇ, ୯।୭: ମୁମ୍ବାଇର ସୋନେଇ ବସ୍ତିରେ ଏକ ଅଭାବନୀୟ ଘଟଣା ଘଟିଛି। ରାତିରେ ଶୋଇଥିଲାବେଳେ ଜଣେ ମହିଳା ଏବଂ ତାଙ୍କ ଝିଅକୁ ସାପ କାମୁଡିଦେଇଥିଲା। ଉକ୍ତ...

ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ଚ୍ୟାଲେଞ୍ଜ :ତ୍ୱରିତ ଶୁଣାଣିକୁ ସୁପ୍ରିମକୋର୍ଟଙ୍କ ନା

ନୂଆଦିଲ୍ଲୀ,୯।୮(ପି.ଟି.):ଅନୁଚ୍ଛେଦ ୩୭୦ ଉଚ୍ଛେଦ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନ୍‌ର ତ୍ୱରିତ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ଗୁରୁବାର ମନା କରିଦେଇଛନ୍ତି। ଉପଯୁକ୍ତ ସମୟରେ ଏହାର ଶୁଣାଣି...

ଭାରତ ସୀମାରେ ପ୍ରବେଶ କରିଥିଲେ ଚାଇନା ସେନା: ପ୍ରତିରକ୍ଷା ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୬।୮: ପ୍ରତିରକ୍ଷା ମନ୍ତ୍ରଣାଳୟ ସ୍ବୀକାର କରିଛି ଯେ ଚାଇନା ସେନା ଗତ ମେ’ ମାସରେ ପୂର୍ବ ଲଦ୍ଦାଖରେ ଭାରତୀୟ ସୀମାରେ ଅନୁପ୍ରବେଶ କରିଥିଲେ। ପାଙ୍ଗୋଙ୍ଗ ତ୍ସୋ...

ଏସବୁ ରାଜ୍ୟରେ ହୋଇଛି କରୋନା ଗୋଷ୍ଠୀ ସଂକ୍ରମଣ…

ନୂଆଦିଲ୍ଲୀ,୨।୮: ଦେଶରେ କରୋନା ମହାମାରୀ ଥମୁନି। ଦେଶରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟାକୁ ଦେଖିଲେ ଜଣାପଡୁଛି ଯେ, କରୋନାର ଗୋଷ୍ଠୀ ସଂକ୍ରମଣ ଆରମ୍ଭ...

BGU
Play 250+ Trending Games
Archives

Model This Week

Why Dharitri