Posted inଜାତୀୟ

ଗ୍ରାହକଙ୍କ ସହ ଶାରୀରିକ ସମ୍ପର୍କ ନ ରଖିବାରୁ ଚିରି ଦିଆଗଲା ବାର୍‌ ଡ୍ୟାନ୍ସରଙ୍କ ପୋଷାକ

ହାଇଦ୍ରାବାଦ,୧୭।୬: ଆନ୍ଧ୍ରପ୍ରଦେଶର ରାଜଧାନୀ ହାଇଦ୍ରାବାଦରେ ଜଣେ ବାର୍‌ ଡ୍ୟାନ୍ସର ଗ୍ରାହକଙ୍କ ସହ ଶାରୀରିକ ସମ୍ପର୍କ ରଖିବାକୁ ରାଜି ନ ହେବାରୁ ତାଙ୍କ ଡ୍ରେସ ଚିରି ଦିଆଯିବା ସହ ତାଙ୍କ ଉପରେ ମାଡ ହୋଇଥିବା ଅଭିଯୋଗ ହୋଇଛି। ତେବେ ଉକ୍ତ ମହିଳା ବାର୍‌ ଡ୍ୟାନ୍ସରଙ୍କ ସହ ଥିବା ଅନ୍ୟ ୪ ମହିଳା ଡ୍ୟାନ୍ସର ଓ ଜଣେ ବ୍ୟକ୍ତି ଏଭଳି କାଣ୍ଡ ଘଟାଇଥିବା ଅଭିଯୋଗ ହୋଇଛି। ପୋଲିସ ସମ୍ପୃକ୍ତ ୪ ମହିଳା ଡ୍ୟାନ୍ସରଙ୍କୁ ଗିରଫ କରିଥିବା ବେଳେ ପୁରୁଷ ଅଭିଯୁକ୍ତ ଜଣକ ଫେରାର ଥିବା ଜଣାପଡିଛି। ସୂଚନାଯୋଗ୍ୟ, ଗତ କିଛି ମାସ ତଳେ ମହିଳା ଜଣକ ବାର୍‌ ଡ୍ୟାନ୍ସର ଭାବେ କାମ ଆରମ୍ଭ କରିଥିବା ବେଳେ ତାଙ୍କୁ ମାଲିକ ସବୁବେଳେ ଗ୍ରାହକଙ୍କ ସହ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନଜାତି ଭାଷାରେ ଉଚ୍ଚ ଶିକ୍ଷା ପାଇଁ ଉପଲବ୍ଧ ହେବ ପାଠ୍ୟ ପୁସ୍ତକ, ୟୁଜିସି କରିବ ଅନୁବାଦ…

ନୂଆଦିଲ୍ଲୀ,୨୨।୧୨ : କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ ଉଚ୍ଚଶିକ୍ଷା ପାଇଁ ପୁସ୍ତକ ୧୨ଟି ଭାରତୀୟ ଭାଷାରେ ତଥା...

କେନ୍ଦ୍ରକୁ ଘେରିଲା କଂଗ୍ରେସ

ନୂଆଦିଲ୍ଲୀ,୨୪ା୬: ଚାଇନାର ଅନୁପ୍ରବେଶକୁ ଅସ୍ବୀକାର କରିବା ମୋଦି ସରକାର ସୀମା ସ୍ଥିତିକୁ ଅତି ଖରାପ ଭାବେ ପରିଚାଳନା କରିଛନ୍ତି ବୋଲି କଂଗ୍ରେସ ଓ୍ବାର୍କିଂ କମିଟି (ସିଡବ୍ଲ୍ୟୁସି)...

ଜମ୍ମୁ କଶ୍ମୀରରେ ଧାରା ୩୭୦ ରଦ୍ଦ କେବଳ କାଗଜରେ ସୀମିତ: ସଞ୍ଜୟ ରାଉତ

ପୁଣେ,୫।୩: ଶିବସେନା (ୟୁବିଟି) ରାଜ୍ୟ ସଭା ସଦସ୍ୟ ସଞ୍ଜୟ ରାଉତ କଶ୍ମୀରୀ ପଣ୍ଡିତ ହତ୍ୟା ପ୍ରସଙ୍ଗରେ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ନରେନ୍ଦ୍ର ମୋଦି ସରକାରଙ୍କ ଦ୍ୱାରା...

କେନ୍ଦ୍ର ଯୋଗାଇଥିବା ଭେଣ୍ଟିଲେଟରର ହେବ ତଦନ୍ତ

ନୂଆଦିଲ୍ଲୀ, ୧୫।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦେଶର କୋଭିଡ୍‌ ସ୍ଥିତିର ସମୀକ୍ଷା କରିଛନ୍ତି। ଗ୍ରାମାଞ୍ଚଳରେ ସ୍ବାସ୍ଥ୍ୟସେବା ସମ୍ବଳ ବୃଦ୍ଧି ଉପରେ ସେ ଗୁରୁତ୍ୱ ଦେବା...

ମାଡିଆସୁଛି ଅତି ଭୟଙ୍କର ବାତ୍ୟା ‘ତଉକତେ’

ନୂଆଦିଲ୍ଲୀ,୧୪।୫: ଦକ୍ଷିଣପୂର୍ବ ଆରବ ସାଗର ଓ ଲକ୍ଷଦ୍ୱୀପରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଡିପ୍‌ ଡିପ୍ରେସନରେ ପରିଣତ ହୋଇଛି । ଶନିବାର ଏହା ବାତ୍ୟା(ସାଇକ୍ଲୋନ)ରେ ପରିଣତ...

ଜେଲରେ ହଙ୍ଗର ଷ୍ଟ୍ରାଇକରେ ବିଚ୍ଛିନ୍ନତାବାଦୀ ନେତା ୟାସିନ ମଲିକ

ନୂଆଦିଲ୍ଲୀ,୨୩ ।୭: ଦିଲ୍ଲୀର ତିହାର ଜେଲରେ ବନ୍ଦ ଥିବା ଜମ୍ମୁ-କଶ୍ମୀର ଲିବରେଶନ ଫ୍ରଣ୍ଟର ମୁଖ୍ୟ ୟାସିନ ମଲିକ ଜେଲ ଭିତରେ ହଙ୍ଗର ଷ୍ଟ୍ରାଇକରେ ବସିଛନ୍ତି ।...

ଭାରତରେ ସଂକ୍ରମିତଙ୍କ ସଂଖ୍ୟା ହଜାରେ ଟପିଲା

ନୂଆଦିଲ୍ଲୀ,୨୯ା୩: ଭାରତରେ ବିଭିନ୍ନ କଟକଣା ସତ୍ତ୍ୱେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଶନିବାର ସନ୍ଧ୍ୟା ସୁଦ୍ଧା ଭାରତରେ ୨୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ସଂକ୍ରମିତଙ୍କ...

ଗାନ୍ଧୀ ପରିବାର ବାହାରୁ ହୋଇପାରନ୍ତି କଂଗ୍ରେସ ଅଧ୍ୟକ୍ଷ

ନୂଆଦିଲ୍ଲୀ, ୮।୮: କଂଗ୍ରେସ ସଂଗଠନରେ ଖୁବ୍‌ଶୀଘ୍ର ବଡ଼ ପରିବର୍ତ୍ତନ ନେଇ ବିଚାରବିମର୍ଶ ଚାଲିଛି। ସାଧାରଣ ସମ୍ପାଦକ ଏବଂ ରଜ୍ୟ ପ୍ରଭାରୀ ସ୍ତରରେ ଅଦଳବଦଳ ହେବା ସହ...

Advertisement
Archives

Model This Week