ଗ୍ରାହକ ବେଶରେ ଏସ୍‌ଟିଏଫ୍‌ ଟିମ୍‌ର ଚଢ଼ାଉ: ହାତୀଦାନ୍ତ, କଲରାପତରିଆ ଚମଡ଼ା ଜବତ; ୩ ଗିରଫ

ଭୁବନେଶ୍ୱର,୭।୧୧(ବ୍ୟୁରୋ): କ୍ରାଇମ୍‌ବ୍ରାଞ୍ଚର ଏସ୍‌ଟିଏଫ୍‌ ଟିମ୍‌ ଭବାନୀପାଟଣାରୁ ଗୁରୁବାର ହାତୀଦାନ୍ତ ଓ କଲରାପତରିଆ ଚମଡ଼ା ବେପାରୀ ଗ୍ୟାଙ୍ଗର ୩ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଡୋଜି ଶବର(୩୧), ଶୁକ୍ରୁ ମାଝି(୧୯), ରବିନ୍ଦ୍ର ସିଂ(୨୦)। ସେମାନଙ୍କଠାରୁ ଗୋଟିଏ ହାତୀ ଦାନ୍ତ ଓ ଏକ ଚମଡ଼ା ଜବତ କରାଯାଇଛି। ଅଧିକ ତଦନ୍ତ ପରେ ର଼୍ୟାକେଟରେ ସମ୍ପୃକ୍ତ ଥିବା ଅନ୍ୟ ଅଭିଯୁକ୍ତଙ୍କ ବିଷୟରେ ଜଣାପଡ଼ିବ ବୋଲି ଏସ୍‌ଟିଏଫ୍‌ ପକ୍ଷରୁ କୁହାଯାଇଛି।

ଭବାନୀପାଟଣାରୁ ରାଜ୍ୟ ତଥା ରାଜ୍ୟ ବାହାରକୁ ହାତୀଦାନ୍ତ ଏବଂ କଲରାପତରିଆ ବାଘ ଚମଡ଼ା ଚୋରାଚାଲାଣ ରାକେଟ କାମ କରିଆସୁଥିଲା। ଏହାର ପର୍ଦ୍ଦାଫାଶ କରିବା ଲାଗି ଟିମ୍‌ ପକ୍ଷରୁ ଗ୍ରାହକ ହୋଇ ଚମଡ଼ା କିଣିବା ଯୋଜନା ହୋଇଥିଲା। ଶେଷରେ ଗ୍ରାହକ ସାଜି ଚମଡ଼ା କିଣିବା ଲାଗି ପହଞ୍ଚି ଅଭିଯୁକ୍ତମାନଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଘୋଷିତ ବିଦ୍ୟୁତ୍‌ କାଟ: ବଢୁଛି ଅସନ୍ତୋଷ

ଜଗତ୍‌ସିଂହପୁର ଅଫିସ, ୨୫ା୧୦: ଜଗତ୍‌ସିଂହପୁର ଜିଲାରେ ବିଦ୍ୟୁତ୍‌ କାଟ ଚିନ୍ତାର କାରଣ ପାଲଟିଛି। ପ୍ରତ୍ୟହ ଅଘୋଷିତ ବିଦ୍ୟୁତ୍‌ କାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ...

କମୁଛି ଗଞ୍ଜାମରେ, ବଢ଼ୁଛି ଖୋର୍ଦ୍ଧାରେ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ଏକ ପ୍ରକାର ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମ୍‌ ରହୁଥିବା ବେଳେ ବର୍ତ୍ତମାନ ଚିନ୍ତା ବଢ଼ାଇଛି ଖୋର୍ଦ୍ଧା ଜିଲା। ମଙ୍ଗଳବାର ରାଜ୍ୟରେ ୩୦ ଜିଲାରୁ...

ଅନୁକୂଳ ହେଲା ରଥକାଠ

ଢେଙ୍କାନାଳ ଅଫିସ, ୨୭।୪: ଢେଙ୍କାନାଳର ପ୍ରସିଦ୍ଧ ରଥଯାତ୍ରା ପାଇଁ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରବିବାର ରଥକାଠ ଅନୁକୂଳ ହୋଇଛି। ଏହି ଉପଲକ୍ଷେ ମହାପ୍ରଭୁ ଶ୍ରୀବଳରାମଙ୍କ ମନ୍ଦିରରେ...

ତେଲଙ୍ଗାନାର ମୋଷ୍ଟ ୱାଣ୍ଟେଡ ଉମର ଫାରୁକ୍‌ ଗିରଫ

କଟକ ଅଫିସ,୮ା୪: ହତ୍ୟା ମାମଲାରେ ଫେରାର ଥିବା ତେଲଙ୍ଗାନାର ମୋଷ୍ଟ ଓ୍ବାଣ୍ଟେଡ୍‌ ଉମର ଫାରୁକ୍‌ଙ୍କୁ କଟକ ରେଳ ଷ୍ଟେଶନରେ ଟ୍ରେନ୍‌ ଭିତରୁ ବୁଧବାର ରାତିରେ ରେଳବାଇ...

ଅପରାହ୍ନ ୫ରେ ବାହାରିଲା ପ୍ରସାଦ

ପୁରୁଣା ଭୁବନେଶ୍ୱର,୨୨ା୮(ଡି.ଏନ୍‌.ଏ.): ଶ୍ରୀଲିଙ୍ଗରାଜଙ୍କ ନୀତି ୫ଘଣ୍ଟା ବିଳମ୍ବ ହେବାରୁ ବୁଧବାର ଠାକୁରଙ୍କ ପ୍ରସାଦ ବାହାରିବାରେ ବିଳମ୍ବ ହୋଇଥିଲା। ଏନେଇ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା।...

ବନ୍ଧୁକ ଦେଖାଇ ମହିଳା ଏଜେଣ୍ଟଙ୍କଠାରୁ ଲୁଟ୍‌

ଆସିକା,୨ା୮(ଡି.ଏନ୍‌.ଏ.)- ଆସିକା-ବାଲିପଦର ମୁଖ୍ୟ ରାସ୍ତାର ଭେଟନଈ ପଲ୍ଲୀମାଳ ନିକଟରେ ଗୁରୁବାର ପୂର୍ବାହ୍ନ ପ୍ରାୟ ୧୦ଟାରେ ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାର ଜଣେ ମହିଳା ଏଜେଣ୍ଟଙ୍କଠାରୁ...

ଘରୁ ମିଳିଲା ବିପୁଳ ପରିମାଣର ସାଇଜ କାଠ, ପଟ୍ଟା

କାଶୀପୁର,୨୮।୫(ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଟିକିରି ବନାଞ୍ଚଳ ପକ୍ଷରୁ ଚଢାଉ କରି ବିପୁଳ ପରିମାଣର ସାଇଜ କାଠ ଏବଂ ପଟ୍ଟା ଜବତ କରାଯାଇଛି। ଟିକିରି...

‘ମା’ ଦେଇଛି ଜନ୍ମ, ସ୍କୁଲ ଦେଇଛି ଜୀବନ’

ଭୁବନେଶ୍ୱର,୧।୪(ବ୍ୟୁରୋ): ବାଣୀବିହାର ଅଡିଟୋରିୟମଠାରେ ଶୁକ୍ରବାର ଶିକ୍ଷକ ନିଯୁକ୍ତି କାର୍ଯ୍ୟକ୍ରମ ଉତ୍ସବରେ ଓଡ଼ିଶା ଦକ୍ଷତା ବିକାଶ ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଭୁବନେଶ୍ୱର...

Advertisement
Archives

Model This Week