ଭଞ୍ଜନଗର,୨୬।୪(ଡି.ଏନ.ଏ)-ଭଞ୍ଜନଗର ଉପଜିଲାପାଳ ରାଜେନ୍ଦ୍ର ମିଞ୍ଜ ଶନିବାର ଅପରାହ୍ନରେ ଲକ୍ଡାଉନ୍ ସ୍ଥିତି ଅନୁଧ୍ୟାନ କରୁଥିଲେ। ଧୁମୁଛାଇ ଛକ ନିକଟରେ ଯାନବାହନ ଯାଞ୍ଚ ଚାଲିଥିବା ବେଳେ ଜଣେ ନିଶାସକ୍ତ ତାଙ୍କ ହାବୁଡ଼ରେ ପଡ଼ିଥିଲେ। ସମ୍ପୃକ୍ତ ବ୍ୟକ୍ତିଙ୍କଠାରୁ ମଦ ବ୍ୟବସାୟୀଙ୍କ ସମ୍ପର୍କରେ ଜାଣିବା ପରେ ଉପଜିଲାପାଳ କାର୍ଯ୍ୟାଳୟର ଜଣେ କର୍ମଚାରୀଙ୍କୁ ଗ୍ରାହକ ସାଜି ସେଠାକୁ ଯିବାକୁ କହିଥିଲେ । ପରେ ସମ୍ପୃକ୍ତ ମଦ ବ୍ୟବସାୟୀଙ୍କୁ ଠାବ କରାଯାଇ ପୋଲିସକୁ ହସ୍ତାନ୍ତର କରାଯାଇଛି । ତାଙ୍କଠାରୁ କିଛି ଦେଶୀ ମଦ ଜବତ କରାଯାଇଛି ।
Posted inଆମ ଜିଲା ଖବର, ଗଞ୍ଜାମ View All
ଭାଜପା ନେତାଙ୍କୁ ଆକ୍ରମଣ
ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…
କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…
ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…
ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ
ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…
ଜଲାପୁଟ ଜଳଭଣ୍ଡାରର ୨ ଗେଟ୍ ଖୋଲିଲା
କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…
ଲଜ୍ରୁ ମିଳିଲା ଦମ୍ପତିଙ୍କ ମୃତଦେହ
କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…
ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍ ଘଟିଲା…
ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…
ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା
ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…
ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ
ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

