ଗ୍ରୀନଜୋନ୍‌ କନ୍ଧମାଳରେ ୨ ପଜିଟିଭ: ସାନିଟାଇଜ ହେଲା ରତଙ୍ଗ କ୍ୱାରାଣ୍ଟାଇନ୍‌ ସେଣ୍ଟର

ଫୁଲବାଣୀ ଅଫିସ, ୧୮ା୫- ଗ୍ରୀନ ଜୋନ୍‌ କନ୍ଧମାଳ ଜିଲାରେ କରୋନା ପହଞ୍ଚିଛି। ତାମିଲନାଡୁରୁ ଫେରି କ୍ୱାରାଣ୍ଟାଇନ୍‌ରେ ଥିବା ୨ ପ୍ରବାସୀଙ୍କ ସ୍ବାବ୍‌ ନମୁନା ପରୀକ୍ଷା ପରେ ରିପୋର୍ଟ ପଜିଟିଭ ଆସିଛି। ଉଭୟଙ୍କୁ ଜିଲା ପ୍ରଶାସନ ପକ୍ଷରୁ ରବିବାର ରାତିରେ ଭୁବନେଶ୍ୱର କିମ୍‌ସ୍‌ କୋଭିଡ ହସ୍ପିଟାଲକୁ ପଠାଇ ଦିଆଯାଇଛି ା
ତାମିଲନାଡୁର ଚେନ୍ନାଇରୁ ଟ୍ରେନ୍‌ ଯୋଗେ ଆସିଥିବା ଏହି ଦୁଇ ଜଣଙ୍କୁ ଜିଲା ପ୍ରଶାସନ ଚିହ୍ନଟ କରି ଆଣି କ୍ୱାରେନଟାଇନରେ ରଖିଥିଲା ା ଏହି ୨ ଜଣଙ୍କଠାରେ କରୋନାର କିଛି ଲକ୍ଷଣ ନ ଥିଲା ା ତେବେ ରିପୋର୍ଟ ପଜିଟିଭ ଆସିବା ପରେ ଜିଲାବାସୀ ଭୟଭୀତ ନ ହୋଇ ସତର୍କତା ଅବଲମ୍ବନ କରିବାକୁ ପ୍ରଶାସନ ପରାମର୍ଶ ଦେଇଛି ା ପଜିଟିଭ୍‌ ଦୁଇ ଜଣ ଫିରିଙ୍ଗିଆ ବ୍ଲକ ରତଙ୍ଗ କ୍ୱାରାଣ୍ଟାଇନ କେନ୍ଦ୍ରରେ ଥିଲେ ା ସେମାନଙ୍କୁ କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯିବା ପରେ ସୋମବାର ଉକ୍ତ କେନ୍ଦ୍ରକୁ ଅଗ୍ନିଶମ ବିଭାଗ ଦ୍ୱାରା ସାନିଟାଇଜ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସଶକ୍ତୀକରଣର ବାର୍ତ୍ତା: ଦାରିଙ୍ଗବାଡ଼ିରେ ‘ୟୁଥ୍‌ କନ୍‌କ୍ଲେଭ୍‌’; ସହର ପରିକ୍ରମା କଲା ବିଶାଳ ଶୋଭାଯାତ୍ରା

ଦାରିଙ୍ଗବାଡି, ୭।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡଃ ଭୀମରାଓ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକ୍‌ ସ୍ତରୀୟ ୟୁଥ୍‌ କନ୍‌କ୍ଲେଭ୍‌ ତଥା…

ଦାରିଙ୍ଗବାଡ଼ିରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’, ୧୧ ବିଦ୍ୟାଳୟର ଛାତ୍ରୀଛାତ୍ର ସାମିଲ

ଦାରିଙ୍ଗବାଡି,୭।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି…

ଝୁଲନ୍ତା ଅବସ୍ଥାରେ ମିଳିଲା ଗଳିତ ମୃତଦେହ ଠାବ: ଆଧାର କାର୍ଡରୁ ପରିଚୟ

ଦାରିଙ୍ଗବାଡ଼ି, ୫/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ରେନବୋ ଜଳପ୍ରପାତ ନିକଟରୁ ଝୁଲନ୍ତା ଅବସ୍ଥାରେ ଏକ ଗଳିତ ମୃତଦେହକୁ ପୋଲିସ ଠାବ କରିଛି।…

ଦାଦନ ଶ୍ରମିକଙ୍କ ମରଶରୀର ଗାଁକୁ ଆଣିବାକୁ ଉଦ୍ୟମ: ସହାୟତା ମଞ୍ଜୁର

ଦାରିଙ୍ଗବାଡ଼ି,୫।୧୦(ଅରୁଣ ସାହୁ):କେରଳରେ ଦାଦନ ଶ୍ରମିକ ଭାବେ କାମ କରୁଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାଟିଙ୍ଗିଆ ପଞ୍ଚାୟତ ଅନ୍ତର୍ଗତ ଆଡ଼ିବଙ୍ଗା ଗ୍ରାମର ସନ୍ତୋଷ ମଲ୍ଲିକ (୪୬)ଙ୍କ ହଠାତ୍‌…

ସେବା ସେତୁ କାର୍ଯ୍ୟକ୍ରମରେ ଲୋକଙ୍କ ଅଭିଯୋଗ ଶୁଣିଲେ ଉପଜିଲାପାଳ

ଦାରିଙ୍ଗବାଡି,୫।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ‘ସେବା ସଂକଳ୍ପ ଅଭିଯାନ-୨୦୨୬’ ଅନୁଷ୍ଠିତ ହୋଇଯାଇଛି। ଅଭିଯାନର ମୂଳ ଲକ୍ଷ ଏବଂ ଜନସାଧାରଣଙ୍କ…

ବୀର ସୁରେନ୍ଦ୍ରସାଏ ଦିବ୍ୟଦୃଷ୍ଟି ଯୋଜନା: ୨୫୧ ଛାତ୍ରୀଛାତ୍ରୀଙ୍କ ଚକ୍ଷୁ ପରୀକ୍ଷା, ୧୩୬ ଜଣଙ୍କୁ ଚଷମା ବଣ୍ଟନ

ଦାରିଙ୍ଗବାଡ଼ି,୫।୧୦(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ସୋମବାର ବୀର ସୁରେନ୍ଦ୍ରସାଏ ଦିବ୍ୟଦୃଷ୍ଟି ଯୋଜନା ଅଧୀନରେ ଚକ୍ଷୁ ପରୀକ୍ଷା ଓ…

ଧରିତ୍ରୀରେ ଖବର ପ୍ରକାଶ ପରେ ବଡ଼ ପଦକ୍ଷେପ: ସିମନବାଡ଼ିରେ ଡ୍ରେନ ସଫେଇ, ଜେସିବିରେ ହଟିଲା ଅଳିଆ

ଦାରିଙ୍ଗବାଡ଼ି, ୫।୧୦ (ଅରୁଣ ସାହୁ): ଖବର ପ୍ରକାଶ ପରେ ତତ୍ପର ହୋଇଛି ପଞ୍ଚାୟତ ପ୍ରଶାସନ। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଅଞ୍ଚଳରେ ଦୀର୍ଘଦିନ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?