Posted inରାଜ୍ୟ

ଗ୍ରୀନ୍‌ ଜୋନ୍‌ରେ ଚାଲିବ ବସ୍‌: ୨ ଗୁଣ ହେବ ଭଡ଼ା

ଭୁବନେଶ୍ୱର, ୧୨।୫(ବ୍ୟୁରୋ): ରାଜ୍ୟରେ ଲକ୍‌ଡାଉନ୍‌ ସତ୍ତ୍ୱେ ଗ୍ରୀନ୍‌ ଜୋନ୍‌ଗୁଡିକରେ ବସ୍‌ ଚଳାଇବା ପାଇଁ ବ୍ୟବସ୍ଥା ହେଉଛି। ଏଥିପାଇଁ ବସ୍‌ ଭଡ଼ା ଦୁଇ ଗୁଣ କରାଯିବ। ଯେହେତୁ ଅଧା ସିଟ୍‌ରେ ଲୋକ ଯେବେ ତେଣୁ ବସ୍‌ମାଲିଙ୍କର କ୍ଷତି ହେବ। କ୍ଷତି ହ୍ରାସ କରିବା ପାଇଁ ଭଡ଼ା ଦୁଇ ଗୁଣ କରାଯିବ। ଏହାଦ୍ୱାରା ମାଲିକମାନେ ଆଉ କ୍ଷତିଗ୍ରସ୍ତ ହେବେ ନାହିଁ। ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା। ସେ କହିଛନ୍ତି, ଜରୁରି କାମ ଥିବା ଲୋକେ ଦୁଇଗୁଣ ଭଡ଼ା ଦେବାକୁ ପଛାଇବେ ନାହିଁ। ପରିବହନ ବିଭାଗର ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଦିନେ ଦୁଇଦିନ ମଧ୍ୟରେ ସରକାର ଏ ନେଇ ପିଷ୍ପତ୍ତି ନେବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫-ଟି ସଚିବଙ୍କ ବାରିପଦା ମେଡିକାଲ କଲେଜ ପରିଦର୍ଶନ : ‘୪ ମାସ ମଧ୍ୟରେ ଉନ୍ନତ ଭିତ୍ତିଭୂମି ଗଢ’

ବାରିପଦା ଅଫିସ,୧୪ା୧୦- ମୟୂରଭଞ୍ଜ ଜିଲା ବାରିପଦା ସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲକୁ ରବିବାର ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି.କାର୍ତ୍ତିକେୟନ...

ନିଜ ବିକାଶ ନିଷ୍ପତ୍ତି ନେବେ ଆଦିବାସୀ

ଭୁବନେଶ୍ୱର,୧୪-୧(ବ୍ୟୁରୋ):ଆଦିବାସୀ ଗ୍ରାମକୁ ମିଳିବ କ୍ଷମତା। ସେମାନଙ୍କ ସାମାଜିକ, ସାଂସ୍କୃତିକ, ଅର୍ଥନୈତିକ କ୍ଷେତ୍ର ଅକ୍ଷୁଣ୍ଣ ରହିବ। ସବୁକିଛି ନିଷ୍ପତ୍ତି ନେବ ଗ୍ରାମ ପରିଷଦ(କାଉନ୍‌ସିଲ)। ସେମାନଙ୍କ ଜୀବନଜୀବିକା, ପରମ୍ପରା...

ଜନସାଧାରଣଙ୍କ ଆସ୍ଥାଭାଜନ ହୋଇ କାର୍ଯ୍ୟ କର: ଆରଡିସି

ବଲାଙ୍ଗୀର ଅଫିସ,୨୯ା୨ ଉତ୍ତରାଞ୍ଚଳ ରାଜସ୍ବ କମିଶନର(ଆରଡିସି) ନିରଞ୍ଜନ ସାହୁ ଶୁକ୍ରବାର ବଲାଙ୍ଗୀର ଜିଲା ଗସ୍ତରେ ଆସି ବଲାଙ୍ଗୀର ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ...

ମନ୍ଦିର, ମସ୍‌ଜିଦ୍‌ ସାନିଟାଇଜ୍‌ କରୁଛନ୍ତି ଶିଖ୍‌ ଯୁବଗୋଷ୍ଠୀ

ଭୁବନେଶ୍ୱର,୯।୭(ବ୍ୟୁରୋ): ଅତୁଟ ଓ ଅଖଣ୍ଡ ଭାରତ। ଏଠି ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ଭାଇ ଭାଇ।ହିନ୍ଦୁ, ମୁସ୍‌ଲିମ୍‌, ଖ୍ରୀଷ୍ଟିଆନ୍‌ ଓ ଶିଖ୍‌ ସଭିଏଁ ସମାନ।...

ଯାଜପୁରର ୨ ନୂଆ ଆକ୍ରାନ୍ତ କୋଲକାତା ଫେରନ୍ତା: ସମସ୍ତେ ବରୀ ବ୍ଲକ ଅଞ୍ଚଳର, ଲକ୍ଷଣ ନ ଥିଲା

ଭୁବନେଶ୍ୱର (ବ୍ୟୁରୋ)/ ବରି(ସ୍ବ.ପ୍ର.)/ରତ୍ନଗିରି(ଡି.ଏନ୍‌.ଏ.), ୨।୫: ଯାଜପୁରରେ ଚିହ୍ନଟ ହୋଇଥିବା ୨ ନୂଆ ଆକ୍ରାନ୍ତଙ୍କ ବିଷୟରେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

କଟକରୁ ୨୦୪ କରୋନା ଆକ୍ରାନ୍ତ ଚିହ୍ନଟ: ସେଥିରୁ ୭୪ ସ୍ଥାନୀୟ ସଂକ୍ରମିତ

କଟକ ଅଫିସ,୨୮।୮-କଟକ ସହରରୁ ଶୁକ୍ରବାର ପୁଣି ୨୦୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୦ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ...

ଗଞ୍ଜାମରୁ ସୁରଟ ଯାଉଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୯(ବ୍ୟୁରୋ): ଗଞ୍ଜାମରୁ ସୁରଟ ଯାଉଥିବା ଏକ ବସ୍‌ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଖବର ମିଳିଛି। ଏଥିରେ ୮ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।...

ପିଇଓ ସ୍ମିତାରାଣୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ସରପଞ୍ଚଙ୍କ ସ୍ବାମୀଙ୍କୁ ଗିରଫ କଲା ଧର୍ମଶାଳା ପୋଲିସ

ଧର୍ମଶାଳା,୧୯।୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରିଣୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ସରପଞ୍ଚଙ୍କ ସ୍ବାମୀ ରୂପେଶ ଭଦ୍ରଙ୍କୁ ଗିରଫ...

Play 250+ Trending Games
Archives

Model This Week

Why Dharitri