Posted inରାଜ୍ୟ

ଗ୍ରୀନ୍‌ ଜୋନ୍‌ରେ ଚାଲିବ ସରକାରୀ ବସ୍‌: ଯାତ୍ରୀଙ୍କୁ ଦେବାକୁ ପଡ଼ିବ ଦୁଇ ଗୁଣା ଭଡ଼ା

ଭୁବନେଶ୍ୱର, ୧୩।୫(ବ୍ୟୁରୋ): ରାଜ୍ୟରେ ସାଧାରଣ ଯାତ୍ରୀଙ୍କ ପାଇଁ ଗ୍ରୀନ୍‌ ଜୋନ୍‌ରେ ସରକାରୀ ବସ୍‌ ଚାଲିବ। ଏ ନେଇ ବୁଧବାର ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା। ଘରୋଇ ବସ୍‌ ମାଲିକ ଗାଡ଼ି ଚଲାଇବାକୁ ଅରାଜି ହେବାରୁ ସରକାର ଏମିତି ନିଷ୍ପତ୍ତି ନେଇଥିବା ସେ କହିଛନ୍ତି। ତେବେ ଏଥିପାଇଁ ଯାତ୍ରୀଙ୍କୁ ଦୁଇ ଗୁଣା ଭଡ଼ା ଦେବାକୁ ପଡ଼ିବ। ବେହେରା କହିଛନ୍ତି, ଏବେ ସରକାରୀ କର୍ମଚାରୀଙ୍କ ପାଇଁ ରାଜ୍ୟରେ ଗୋଟିଏ ବସ୍‌ ଚାଲିଛି। ଆଗକୁ ଅଧିକ ବସ୍‌ ଚାଲିବ। ତେବେ ରେଡ୍‌ ଜୋନ୍‌ ଦେଇ ବସ୍‌ ଯିବନି।


Enter your email to get our daily news in your inbox.

All Right Reserved By Dharitri.Com

ମୋତିଆବିନ୍ଦୁ ଲେନ୍‌ସ ର଼୍ୟାକେଟ୍‌ ସକ୍ରିୟ

କଟକ ଅଫିସ, ୭।୧: କଟକରେ ମୋତିଆବିନ୍ଦୁ ଲେନ୍‌ସ ର଼୍ୟାକେଟ୍‌ ସକ୍ରିୟ। ମୋତିଆବିନ୍ଦୁରେ ଆକ୍ରାନ୍ତ ରୋଗୀମାନଙ୍କୁ ସରକାର ମାଗଣାରେ ଏହି ଲେନ୍‌ସ ଯୋଗାଇଦେବା ବ୍ୟବସ୍ଥା କରିଛନ୍ତି। କିନ୍ତୁ...

ଜାତୀୟ ରାଜପଥ ପୋଲ ପଥଚାରୀଙ୍କ ପାଇଁ ପାଲଟିଛି ମରଣଯନ୍ତା

ଚଣ୍ଡିଖୋଲ,୮ା୮(ଡି.ଏନ.ଏ): ଜାତୀୟ ରାଜପଥରେ କେନ୍ଦ୍ର ସରକାର ଟୋଲ ଗେଟ ସ୍ଥାପନ କରି ରାଜପଥ ପାଇଁ ଟୋଲ ଟିକସ ଆଦାୟ କରୁଥିଲାବେଳେ ଏହାର ମରାମତି ପାଇଁ ଆଦୌ...

ଅମରେଶ ହତ୍ୟାକାଣ୍ଡ ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ସହ ୩ ଗିରଫ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ଏୟାରଫିଲ୍ଡ ଥାନା ଭୀମଟାଙ୍ଗୀସ୍ଥିତ ଏକାମ୍ର କଲେଜ ପଛ ପଡ଼ିଆରେ ଘଟିଥିବା ଅମରେଶ ନାୟକ ହତ୍ୟାକାଣ୍ଡ ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି ପୋଲିସ। ଘଟଣାର ଦଶ...

ଅସମାହିତ ପ୍ରଶ୍ନ

ଖୋର୍ଦ୍ଧାରେ ବିସ୍ତାର ଲାଭ କରିଆସିଛି ଖଣି ଓ ଡ୍ରଗ୍ସ ମାଫିଆଙ୍କ ବ୍ୟବସାୟ। କେଇଟା ମାସ, ବର୍ଷ ଭିତରେ ସେମାନଙ୍କୁ କୋଟିପତି ଓ ଲକ୍ଷପତି କରି ପକାଇଛି।...

ସମ୍ବଲପୁରକୁ ଛୁଇଁଲା କରୋନା

ଭୁବନେଶ୍ୱର,୧୭।୫(ବ୍ୟୁରୋ): ରବିବାର ଚିହ୍ନଟ ହୋଇଥିବା ୯୧ ନୂତନ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ସମ୍ବଲପୁରର ଜଣେ ରହିଛନ୍ତି। ଫଳରେ ପ୍ରଥମ ଥର ଲାଗି ଜିଲାକୁ କରୋନା ଛୁଇଁଛି।...

କ୍ୱାରାଣ୍ଟାଇନ୍‌ରେ ନିଜାମୁଦ୍ଦିନ ଧାର୍ମିକ ସମାବେଶରେ ଯୋଗଦେଇ ଫେରିଥିବା ୩ ଓଡ଼ିଆ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ନୂଆଦିଲ୍ଲୀର ନିଜାମୁଦ୍ଦିନଠାରେ ହୋଇଥିବା ଧାର୍ମିକ ସଭାରେ କିଛି ଓଡ଼ିଆ ସାମିଲ ହୋଇଥିଲେ। ଏଯାବତ୍‌ ୩ଜଣଙ୍କ ବିଷୟରେ ସରକାର ଅବଗତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ କ୍ୱାରାଣ୍ଟାଇନ୍‌ରେ...

ପୁଣି ରାଜ୍ୟରେ ୧୫ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୯।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୫ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୨୮ ରେ ପହଞ୍ଚିଥିବା...

ବନ୍ଦ ହେଲା ନାବାଳିକାଙ୍କ ବିବାହ

ମହାକାଳପଡ଼ା,୨୨ା୬(ଡି.ଏନ୍‌.ଏ.): ମହାକାଳପଡା ବ୍ଲକ ଅଧୀନ ଜମ୍ବୁ ମେରାଇନ୍‌ ଥାନା ଅଞ୍ଚଳରେ ଶିଶୁ ସୁରକ୍ଷା ବିଭାଗ, ବ୍ଲକ ସମନ୍ବିତ ଶିଶୁ ସୁରକ୍ଷା କମିଟି ଓ ପୋଲିସର ହସ୍ତକ୍ଷେପ...

Coronavirus Update


Archives

Model This Week

Why Dharitri