ଗ୍ରୀଷ୍ମରେ ରକ୍ତ ଅଭାବ ଦୂର ପାଇଁ ପ୍ରୟାସ: ୭ଟି ଶିବିରରେ ୧୩୨ ୟୁନିଟ ରକ୍ତ ସଂଗ୍ରହ

ବ୍ରହ୍ମପୁର ଅଫିସ, ୨୨।୫: ବ୍ରହ୍ମପୁର ସବୁଜ ବାହିନୀ, ଆଞ୍ଚଳିକ ବିକାଶ ପରିଷଦ (ଗୁଣ୍ଠବନ୍ଧ), ମାରଓ୍ବାଡି ମହିଳା ସମିତି, ନେଚର ଲଭର୍ସ ଓଡିଶା, ବକ୍ସିଂ ଓଡିଶାର ମିଳିତ ଆନୁକୂଲ୍ୟରେ ଏବଂ ରକ୍‌ ଷ୍ଟାର ଡ୍ୟାନ୍ସ ଏକାଡେମୀର ସହଯୋଗରେ ବୁଧବାର ବ୍ରହ୍ମପୁର ବଡ଼ ମେଡିକାଲ ରକ୍ତ ଭଣ୍ଡାରରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। ପ୍ରବଳ ଗ୍ରୀଷ୍ମରେ ରକ୍ତ ଅଭାବକୁ ଦୁର କରିବା ଏବଂ ସ୍ବେଚ୍ଛାକୃତ ରକ୍ତଦାତା ବୃଦ୍ଧି କରିବା ଉଦ୍ଦେଶ୍ୟରେ ସପ୍ତମ ଥର ଲାଗି ରକ୍ତଦାନ ଶିବିର ‘ଆସନ୍ତୁ ଗଢିବା ରକ୍ତ ସମ୍ପର୍କ’ ଅନୁଷ୍ଠିତ ହୋଇଥିଲା। ଏଥର ଶିବିରରେ ୧୩ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି। ସବୁଜ ବାହିନୀର ସଭାପତି ଶିବରାମ ପାଣିଗ୍ରାହୀ, ସମ୍ପାଦକ ଏମ୍‌.ଦିଲୀପ କୁମାର, କୋଷାଧ୍ୟକ୍ଷ ଦୀପକ ପାତ୍ର, ପରିଷଦର ସଭାପତି ସାଗର କୁମାର ପାତ୍ର, ନେଚର୍ସ ଲଭର୍ସ ଓଡିଶାର ଆବାହକ ଶ୍ରୀନିବାସ ରାଜନାଙ୍କ ସମେତ ବହୁ ସ୍ବେଚ୍ଛାସେବୀ ଯୋଗଦେଇ କାର୍ୟ୍ୟକ୍ରମ ପରିଚାଳନା କରିଥିଲେ। ୭ ଗୋଟି ଶିବିରରେ ସମୁଦାୟ ୧୩୨ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିହାର ନିର୍ବାଚନରେ ବିଜୟ ପୂର୍ବରୁ ପ୍ରଥମ ପ୍ରତିକ୍ରିୟା ଦେଲେ ମୋଦି, କହିଲେ ଏହା ସୁଶାସନ ସହ ବିକାଶର ହୋଇଛି ବିଜୟ

ପାଟନା,୧୪।୧୧: ପ୍ରଧାନମନ୍ତ୍ରୀ ମୋଦି ବିହାର ନିର୍ବାଚନ ଫଳାଫଳ ବିଷୟରେ ସୋସିଆଲ ମିଡିଆରେ ଲେଖିଛନ୍ତି, ‘ସୁଶାସନ ଜିତିଛି। ବିକାଶ ଜିତିଛି। ଜନ କଲ୍ୟାଣର ଆତ୍ମା ଜିତିଛି। ସାମାଜିକ...

ଭଣ୍ଡ ସନ୍ୟାସୀଙ୍କ ‘ଚକ୍ରାନ୍ତ’…ନୂଆପଡ଼ାରେ ବିଜେଡି ହାରିବା ପରେ ସାଂଘାତିକ ଅଭିଯୋଗ ଆଣିଲେ ଶ୍ରୀମୟୀ

ଭୁବନେଶ୍ୱର,୧୪।୧୧: ବିଜେଡିରୁ ବହିଷ୍କାର ହୋଇଥିବା ଶ୍ରୀମୟୀ ମିଶ୍ର ବାରମ୍ବାର ଦଳକୁ ଟାର୍ଗେଟ୍‌ କରୁଛନ୍ତି। ସେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନୁହେଁ, ବିଜେଡିର ପୂର୍ବତନ ନେତା...

Chirag Paswan : ଚିରାଗଙ୍କ ବିଜୟରେ ଝଲସି ଉଠିଲା NDA, କେମିତି ହେଲେ ବିହାର ପଲିଟିକ୍ସର ପାଓ୍ବାର ଷ୍ଟାର ଜାଣନ୍ତୁ…

ପାଟନା,୧୪।୧୧: ୨୦୨୫ ବିହାର ବିଧାନସଭା ନିର୍ବାଚନରେ NDAର ଭୂସ୍ଖଳନ ଏବଂ ଆଶା କରାଯାଇଥିବା ବିଜୟ ନିଶ୍ଚିତ ବୋଲି ବିବେଚନା କରାଯାଉଥିଲା, କିନ୍ତୁ ସବୁଠାରୁ ବଡ଼ ରାଜନୈତିକ...

ପାକିସ୍ତାନର ସାଂଘାତିକ ଧମକ, ଭାରତକୁ ଦୁଇଆଡୁ କରିବ ଆକ୍ରମଣ!

ଇସଲାମବାଦ,୧୪।୧୧: ଇସଲାମାବାଦରେ ଆତ୍ମଘାତୀ ବିସ୍ଫୋରଣ ପରେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଏକ ପ୍ରମୁଖ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ପାକିସ୍ତାନ ପୂର୍ବ...

ଦୀର୍ଘ ବର୍ଷ ହେବ ଯାହା ହୋଇ ନ ଥିଲା, ଗୋଟିଏ ମାସରେ କରିଦେଖାଇଲେ ବିଡ଼ିଓ: ହସୁଛି କଫି ବଗିଚା

ଦାରିଙ୍ଗବାଡି, ୧୪।୧୧ (ଅରୁଣ ସାହୁ): ଓଡିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡି କଫି ବଗିଚାର ରୂପରେଖ ଗୋଟିଏ ମାସରେ ବଦଳି ଯାଇଛି ।...

ଭାରତ ଆସିବେ ବାଂଲାଦେଶର ସୁରକ୍ଷା ପରାମର୍ଶଦାତା, କାହିଁକି NSA ଅଜିତ ଡୋଭାଲ ପଠାଇଲେ ନିମନ୍ତ୍ରଣ? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୪।୧୧: ବାଂଲାଦେଶର ଜାତୀୟ ସୁରକ୍ଷା ପରାମର୍ଶଦାତା (NSA) ଖଲିଲ-ଉର-ରହମାନ ଖୁବ ଶୀଘ୍ର ଭାରତ ଗସ୍ତରେ ଆସିବେ। ସେ ନଭେମ୍ବର ୨୦, ୨୦୨୫ରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ...

ମନରେଗା ଯୋଜନାରେ କାମ କରୁଥିବାବେଳେ ଟଳିପଡ଼ିଲେ ଶ୍ରମିକ: ସହାୟତା ଦାବି

କର୍ଲାମୁଣ୍ଡା,୧୪।୧୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ପଞ୍ଚାୟତର ମାତୃପୁରୀ ଅଞ୍ଚଳରେ ମନରେଗା ଯୋଜନାରେ ଗାତ ଖୋଳା କାମ ଚାଲୁଥିଲା l ଏଥିରେ...

ବିହାର ଫଳାଫଳକୁ ନେଇ ମମତା ଶିବିରରେ ଛନକା! ପଦ୍ମ ଫୁଟିବା ଚର୍ଚ୍ଚା ମଧ୍ୟରେ TMC କହିଲା ଏମିତି… 

କୋଲକାତା,୧୪।୧୧: ବିହାର ବିଧାନସଭା ନିର୍ବାଚନରେ ଏନ୍‌ଡିଏ ମେଣ୍ଟର ବିଜୟ ସୁନିଶ୍ଚିତ ହୋଇଥିବା ବେଳେ ପଶ୍ଚିମବଙ୍ଗର ମମତା ଶିବିରର ଚିନ୍ତା ବଢ଼ିଥିବା ଚର୍ଚ୍ଚା ଜୋର ଧରିଛି। ଏମିତିରେ...

Advertisement
Dharitri Youth Conclave 2025

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri