ଗ୍ରୀଷ୍ମ ପ୍ରବାହରୁ ରକ୍ଷା ପାଇବା ପାଇଁ କରନ୍ତୁ ଏପରି…

ଖରାଦିନେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହୋଇଥାଏ। ଏଥିରୁ ରକ୍ଷା ପାଇବା ପାଇଁ କେତେକ ସହଜ ଘରୋଇ ଉପାୟ ରହିଛି। ଖରାଦିନେ ପ୍ରତିଦିନ ପିଆଜ ରସ ଚାମୁଚେ ପିଇଲେ ବେଶ୍‌ ସୁଫଳ ମିଳିଥାଏ। ଏହା ସହିତ ଖାଦ୍ୟରେ ଅଭ୍ୟାସ କରି ପିଆଜ ଖାଇଲେ ଶରୀରର ଉତ୍ତାପ କମିବା ସହିତ ଜଳୀୟ ଅଂଶ ନିୟନ୍ତ୍ରିତ ହୋଇଥାଏ। ସେହିପରି ତେନ୍ତୁଳି ପାଣିରେ ଅଳ୍ପ ଲୁଣ ମିଶାଇ ପିଇଲେ ମଧ୍ୟ ଗ୍ରୀଷ୍ମତାପରୁ ଆରାମ ଲାଗିଥାଏ। ଏଥିରେ ଚାମୁଚେ ମହୁ ମିଶାଇ ପିଇଲେ ଭଲ। ଖରାଦିନେ ତୋରାଣିରେ ସୈନ୍ଧବ ଲବଣ ମିଶାଇ ପିଇଲେ ଶରୀରରେ ଜଳସ୍ତର ସ୍ବାଭାବିକ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କିସ୍‌ମିସ୍‌ର ଉପକାରିତା

କିସ୍‌ମିସ୍‌ ସେବନ ଦ୍ୱାରା ବି ଆମ ଶରୀରକୁ ଅନେକ ଉପକାର ମିଳିଥାଏ। ଯେମିତିକି: ଏହା ଆଖି ପାଇଁ ବହୁତ ଉପକାରୀ। କୁହାଯାଏ, ପ୍ରତିଦିନ ୭/୮ଟି କିସ୍‌ମିସ୍‌...

ଏହି ୩ଟି ଜିନିଷ ସହ କେବେ ବି ଖାଆନ୍ତୁ ନାହିଁ କଦଳୀ: ଲାଭ ଜାଗାରେ କରିବେ ଶରୀରର କ୍ଷତି

ସୁସ୍ଥ ଶରୀର ପାଇଁ ସ୍ବାସ୍ଥ୍ୟକର ଖାଦ୍ୟ ଖାଇବା ଜରୁରୀ। ହେଲେ ଅନେକ ସମୟରେ ଆମେ କାହାକୁ କାହାସହ ଖାଇବା ତାହା ଜାଣି ନ ଥାଉ। ବିଶେଷଜ୍ଞଙ୍କ...

ଆଣ୍ଠୁଗଣ୍ଠି ରୋଗ ଉପଶମ କରେ ମେଥି ଶାଗ

ଆଣ୍ଠୁଗଣ୍ଠିରେ ଅତ୍ୟଧିକ ଯନ୍ତ୍ରଣା କାରଣରୁ ଅନେକ ସମୟରେ ଲୋକେ ଚାଲିବା ବୁଲିବାରେ ବି ଅସମର୍ଥ ହୋଇପଡ଼ନ୍ତି। ତେବେ ଏହି ଯନ୍ତ୍ରଣା ବିଭିନ୍ନ କାରଣରୁ ହୋଇଥାଏ। ଯେମିତିକି,...

କେଶ କଳା କରିବାର ଘରୋଇ ଉପାୟ

ଆଜିକାଲି କେଶ ପାଚିବା ଏକ ସାଧାରଣ ସମସ୍ୟା ହୋଇଗଲାଣି। ଅସମୟରେ ବି କେଶ ପାଚି ଯାଉଛି। ତେବେ ଆପଣ ଚାହିଁଲେ ଏହି ସମସ୍ୟାକୁ ଘରୋଇ ଉପଚାର...

ଡାଇବେଟିସ୍‌ ରୋଗୀଙ୍କ ପାଇଁ ଉପକାରୀ ମୂଳା

ବାଡିବଗିଚାରେ ଅତିସହଜରେ ମିଳୁଥିବା ମୂଳାରେ ଭରପୂର ଔଷଧୀୟ ଗୁଣ ରହିଛି। ରକ୍ତଚାପଠାରୁ ଆରମ୍ଭ କରି ଡାଇବେଟିସ ପର୍ଯ୍ୟନ୍ତ ରୋଗର ମହୋଷଧୀ ଏହି ମୂଳାରେ ହିଁ ରହିଛି।...

ଘରେ ଭଗବାନଙ୍କ ପୂଜାସ୍ଥାନ କିପରି ହେବା ଉଚିତ୍‌ ଜାଣନ୍ତୁ

ବାସ୍ତୁବିତ୍‌ଙ୍କ ଅନୁଯାୟୀ, ଘରେ ଭଗବାନ୍‌ଙ୍କୁ ପୂଜା ସମୟରେ ବିଶେଷ ଦିଗ ପ୍ରତି ଧ୍ୟାନ ଦେବା ଉଚିତ । କାରଣ ଏହି ସମୟରେ ହେଉଥିବା ଭୂଲ ପାଇଁ...

ହାତରୁ ଜାଣନ୍ତୁ କେମିତି କଟିବ ବୈବାହିକ ଜୀବନ

ଜ୍ୟେତିସଶାସ୍ତ୍ର ଅନୁଯାୟୀ, ଜଣେ ବ୍ୟକ୍ତିଙ୍କ ହାତରେ ଏପରି ଅନେକ ରେଖା ଅଛି, ଯାହା ଭବିଷ୍ୟତ, ବର୍ତ୍ତମାନ ଏବଂ ସହିତ ଜଡିତ ଅନେକ କଥା କହିଥାଏ। ସେହି...

ସ୍ମୃତିଶକ୍ତି ବୃଦ୍ଧିର ଉପାୟ

ଶୀଘ୍ର ଉଠିବାକୁ ଚେଷ୍ଟା କରିବା ଦରକାର। କିଛି ବର୍ଷ ପୂର୍ବେ ଏସବୁ ନିୟମକୁ ଲୋକେ ଉପଯୋଗ କରୁଥିଲେ। ଏବେ କିନ୍ତୁ ଅଧିକାଂଶ ଲୋକେ ସକାଳ ୮ଟା...

Advertisement
Archives

Model This Week