ଗ୍ରୁପ୍‌ କମ୍ପାନୀରେ ନିବେଶ: ଇପିଏଫଓ ଫଣ୍ଡ ମ୍ୟାନେଜରଙ୍କ ଉପରେ କଟକଣା

ନୂଆଦିଲ୍ଲୀ,୧୯।୬: ଗ୍ରୁପ୍‌ କମ୍ପାନୀରେ ନିବେଶ ନେଇ ଏମ୍ପ୍ଲୟି ପ୍ରୋଭିଡେଣ୍ଟ ଫଣ୍ଡ ଅଗାନାଇଜେଶନ(ଇପିଏଫ୍‌ଓ) ନିଜର ଆସେଟ ମ୍ୟାନେଜରଙ୍କ ଉପରେ କଟକଣା ଜାରି କରିଛି। ନିକଟ ଅତୀତରେ କେତେକ ଇନ୍‌ଭେଷ୍ଟମେଣ୍ଟର ମୂଲ୍ୟ ହ୍ରାସ ପାଇବା କାରଣରୁ ଇପିଏଫ୍‌ଓ ପକ୍ଷରୁ ଉକ୍ତ ପଦକ୍ଷେପ ଗ୍ରହଣ କରାଯାଇଛି। ଇପିଏଫ୍‌ଓର ଫଣ୍ଡ ପୋର୍ଟଫୋଲିଓ ମ୍ୟାନେଜର ହେବା ଲାଗି ଆଦିତ୍ୟ ବିର୍ଲା ମ୍ୟୁଚୁଆଲ ଫଣ୍ଡ, ଏସ୍‌ବିଆଇ ମ୍ୟୁଚୁଆଲ ଫଣ୍ଡ, ରିଲାଏନ୍ସ ନିପ୍ପନ ଆସେଟ ମ୍ୟାନେଜମେଣ୍ଟ ଏବଂ ୟୁଟିଆଇ ମ୍ୟୁଚୁଆଲ ଫଣ୍ଡ ବିଡ୍‌ ଦାଖଲ କରିଛି। ପୋର୍ଟଫୋଲିଓ ମ୍ୟାନେଜର ବାଛିବା ପ୍ରକ୍ରିୟା ସମ୍ପର୍କରେ ଇପିଏଫଓର ସେଣ୍ଟ୍ରାଲ ବୋର୍ଡ ଅଫ୍‌ ଟ୍ରଷ୍ଟିଜ ସଦସ୍ୟ ତଥା ଭାରତୀୟ ମଜଦୁର ସଂଘର ସଦସ୍ୟ ପ୍ରଭାକର ବନାସ୍ୟୋର୍‌ କହିଥିଲେ ଯେ, ଇପିଏଫ୍‌ଓ ପକ୍ଷରୁ ରିକ୍ୱେଷ୍ଟ ଫର୍‌ ପ୍ରପୋଜାଲ ଦିଆଯାଇଛି। କେତେକ ମ୍ୟୁଚୁଆଲ ଫଣ୍ଡ ପକ୍ଷରୁ ବିଡ୍‌ ଦିଆଯାଇଛି। ଚଳିତ ମାସ ଶେଷ ସୁଦ୍ଧା ଏ ସମ୍ପର୍କରେ ନିଷ୍ପତ୍ତି ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri