ଗ୍ୟାସରୁ ନିଆଁ ଲାଗି ଜଳିଗଲା ଆଇରନ ବୋଝେଇ ଟ୍ରକ

ବଇଣ୍ଡା,୭।୬(ଡି.ଏନ.ଏ.)-କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର କିଶୋରନଗର ଥାନା ଶୁଶବଠାରେ ରବିବାର ସକାଳେ ଏକ ଆଇରନ ବୋଝେଇ ଟ୍ରକରେ ନିଆଁ ଲାଗି ଜଳିଯାଇଛି। ଏଥିରେ ଟ୍ରକରେ ବସିଥିବା ଚାଳକ ଓ ହେଲପର ଅଳ୍ପକେ ବର୍ତ୍ତି ଯାଇଛନ୍ତି।
ଘଟଣାରୁ ଜଣାପଡ଼ିଛି, ପାରାଦୀପରୁ ସମ୍ବଲପୁର ଅଭିମୁଖେ ଆଇରନ ଗୁଣ୍ଡ ବୋଝେଇ କରି ଏକ ଟ୍ରକ ଯାଉଥିବାବେଳେ ଶୁଶୁବଠାରେ ଚାଳକ ଟ୍ରକଟିକୁ ଗଛ ତଳେ ଅଟକାଇଥିଲେ। ପରେ ଚାଳକ ଓ ହେଲପର ଏକ ଛୋଟ ଗ୍ୟାସ ସାହାଯ୍ୟରେ ରୋଷେଇ କରୁଥିବାବେଳେ ଗଛରେ ଥିବା ମହୁମାଛିମାନେ ଉଭୟଙ୍କୁ ଆକ୍ରମଣ କରିଥିଲେ। ଉଭୟେ ଘଟଣାସ୍ଥଳରୁ ଦୌଡି ପଳାଇ ଯାଇଥିଲେ। ଫଳରେ ଟ୍ରକ ଭିତରେ ଥିବା ଗ୍ୟାସଟି ପଡି ଯାଇ ନିଆଁ ଲାଗି ଯାଇଥିଲା। ଖବରପାଇ ବାମୁର ଅଗ୍ନିଶମ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ମୋହନ ସରକାରଙ୍କ ବଡ଼ ଘୋଷଣା: ଜଗନ୍ନାଥଙ୍କ ନାଁରେ ହେବ…

ଭୁବନେଶ୍ୱର, ୮।୫(ସୁନିତ୍‌ ମିଶ୍ର):ଓଡ଼ିଆଙ୍କ ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନାମରେ ଏକ ସ୍ବତନ୍ତ୍ର ଟିଭି ଚ୍ୟାନେଲ କରାଯିବ। ଏନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଗୁରୁବାର ଏକ…

ଧରିତ୍ରୀ କାର୍ଯ୍ୟାଳୟରେ ଯୁବକଙ୍କ ଉନ୍ମତ୍ତକାଣ୍ଡ; ଫୁଟପାଥରେ ଯୁବକଙ୍କୁ ଘୋଷାଡ଼ି ପିଟିଲେ, ପଥରରେ ଛେଚିଲେ

କଟକ,୮।୫(କାର୍ତ୍ତିକ ସାହୁ): ବାଦାମବାଡ଼ି ଥାନା ଅନ୍ତର୍ଗତ ହାଇକୋର୍ଟ କଲୋନୀ ଛକ ତଥା ଧରିତ୍ରୀ କାର୍ଯ୍ୟାଳୟ ନିକଟରେ ଗୁରୁବାର ସନ୍ଧ୍ୟାରେ କେତେଜଣ ଯୁବକ ଉନ୍ମତ୍ତ କାଣ୍ଡ ଘଟାଇଛନ୍ତି। ସାମାନ୍ୟ…

ଓଡ଼ିଶା ସର୍ଭେ ନମ୍ବର ଉପରେ ଚୂନ ବୋଳି ନିଜ ସର୍ଭେ ନଂ. ଲେଖିଲା ଆନ୍ଧ୍ର: ଜବରଦସ୍ତ ଅନୁପ୍ରବେଶ

ପାରଳାଖେମୁଣ୍ଡି,୮ା୫(ଗିରିଧାରୀ ପରିଚ୍ଛା):ଗଜପତି ଜିଲା ଆନ୍ଧ୍ର ସୀମାନ୍ତରେ ପୁଣି ଥରେ ଆନ୍ଧ୍ର ପ୍ରଦେଶ ଜବରଦସ୍ତ ଅନୁପ୍ରବେଶ କରିଛି। ଏବେ ଚାଲିଥିବା ଜନଗଣନା କାର୍ଯ୍ୟରେ ଆନ୍ଧ୍ର ହସ୍ତକ୍ଷେପ କରିଛି। ସୀମାନ୍ତ…

ମଦ୍ୟପାନ ପରେ ମନେପଡିଲା ଶତ୍ରୁତା! ଠେଙ୍ଗାରେ ପିଟି ପିଟି ଯୁବକଙ୍କୁ ହତ୍ୟା

ବଣାଇଁ,୮।୫( ପ୍ରଦୀପ ତ୍ରିପାଠୀ ): ସବୁ ଠିକ ଥିଲା, ଭୋଜିରେ ମଦ୍ୟପାନ କରିବା ପରେ ମନେ ପଡିଯାଇଥିଲା ପୂର୍ବ ଶତ୍ରୁତା। ପ୍ରଥମେ ବଚସା ପରେ ହତ୍ୟା ।…

ମାଟ୍ରିକ ପରୀକ୍ଷାରେ ଅଭିଷେକ ଗୌଡ଼ ଦିଗପହଣ୍ଡି ବ୍ଳକ ଟପ୍ପର, କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି  ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଚଳିତ ବର୍ଷ ମାଟ୍ରିକ ବୋର୍ଡ଼ ବାର୍ଷିକ ପରୀକ୍ଷାରେ ଏ- ୧ ଗ୍ରେଡ଼ରେ ସଫଳତା…

ଖୁସିଖବର ଦେଲେ ମୁଖ୍ୟମନ୍ତ୍ରୀ: ହୋଇଗଲା ମେଗା ଡିଲ୍‌, ହଜାର ଯୁବତୀଯୁବକଙ୍କୁ ମିଳିବ ନିଯୁକ୍ତି

ଭୁବନେଶ୍ୱର,୮ା୫(ଅନୁରାଧା ମହାରଣା): ଗୁଜରାଟ ଗସ୍ତରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪୮,୩୩୦ କୋଟି ଟଙ୍କାର ପୁଞ୍ଜି ବିନିଯୋଗ ପ୍ରତିଶ୍ରୁତି ସହ ଓଡ଼ିଶା ଫେରିଛନ୍ତି। ଅହମ୍ମଦାବାଦ, ମୁନ୍ଦ୍ରା ଏବଂ…

କେସିଙ୍ଗା ଭାଜପା ମହିଳା ମୋର୍ଚ୍ଚା ତରଫରୁ ଜନ-ଆକ୍ରୋଶ ମହିଳା ସମାବେଶ

କେସିଙ୍ଗା,୮।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଭାଜପାର ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ ପାଳିତ ହୋଇଯାଇଛି । ଭାଜପା ନଗର ସଭାପତି ପିଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri