ଗ୍ୟାସ୍‌ଟ୍ରିକ୍‌ ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଅଧାଗ୍ଲାସେ…

ଥଣ୍ଡା କ୍ଷୀର ପିଇଲେ ବହୁ ସୁଫଳ ମିଳିଥାଏ। ଏହା ଦ୍ୱାରା ଗ୍ୟାସ୍‌ଟ୍ରିକ୍‌ ସମସ୍ୟା ଦୂର ହୁଏ। ସେହିପରି ମେଦବହୁଳ ରୋଗୀଙ୍କ ପାଇଁ ଏହା ମହୌଷଧୀ ଭଳି କାମ କରେ ବୋଲି ଆମେରିକା ଭର୍ଜିନିଆ ବିଶ୍ୱବିଦ୍ୟାଳୟର ଗବେଷକ ନିଜ ଗବେଷଣା ରିପୋର୍ଟରେ ସୂଚିତ କରିଛନ୍ତି। ତେଣୁ ସକାଳେ ଅଧାଗ୍ଲାସେ ଥଣ୍ଡା କ୍ଷୀର ପିଇଲେ ଶରୀର ପାଇଁ ହିତକର। କ୍ଷୀର ପିଇଲେ ଓଜନ ବଢ଼ିଥାଏ ବୋଲି କେତେକ ବିଶ୍ୱାସ କରିଥାନ୍ତି। ତେବେ ଏହାକୁ ଗବେଷକମାନଙ୍କ ଦ୍ୱାରା ପ୍ରସ୍ତୁତ ହୋଇଥିବା ରିପୋର୍ଟ ଭୁଲ ପ୍ରମାଣିତ କରିଛି। ପ୍ରତିଦିନ ଥଣ୍ଡା କ୍ଷୀର ପିଇଲେ ଶରୀରରେ ଚର୍ବି ଜମିବା କମିଥାଏ। ଏହା ସହିତ ତ୍ୱଚାର ଉଜ୍ଜ୍ୱଳତା ବୃଦ୍ଧି ପାଏ। ଥଣ୍ଡା କ୍ଷୀର ଶରୀର ଉପରେ କିଭଳି ପ୍ରଭାବ ପକାଉଛି ସେ ନେଇ ଗବେଷକ ଦୀର୍ଘ ଦିନ ଧରି ଗବେଷଣା ଜାରି ରଖିଥିଲେ। ଏହି ମର୍ମରେ ସେମାନେ ଲୋକଙ୍କ ଦୈନଦିନ ଜୀବନଶୈଳୀ ଉପରେ ଅଧ୍ୟୟନ କରି ଏହି ରିପୋର୍ଟ ପ୍ରସ୍ତୁତ କରିଛନ୍ତି। ଥଣ୍ଡା କ୍ଷୀରରେ ଥିବା ଆଣ୍ଟି ଅକ୍ସିଡାଣ୍ଟ ଆଣ୍ଟି ଏଜିଂ ଉପାଦାନ ଭାବେ କାର୍ଯ୍ୟ କରେ ବୋଲି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ହାଡ଼ ଭାଙ୍ଗିଦେବି…ଏମିତି ଧମକ ଦେଇ ଫସିଲେ ବିଧାୟକ

ଚେନ୍ନାଇ,୨୩।୭: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଥିବା ଭିଲାଥିକୁଲମର ଡିଏମକେ ବିଧାୟକ ଜିଭି ମାର୍କଣ୍ଡେୟନଙ୍କୁ କୋର୍ଟରେ ଏକ ବଡ଼ ଝଟକା…

‘ଯଦି ମୋତେ ଆଜି ଜନ୍ତରମନ୍ତରରେ ପାଇବେନି ତେବେ ଜାଣିନେବେ’… ଅଭିଜିତ୍‌ ଦୀପ୍‌କେଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୩।୭: କକରୋଚ ଜନତା ପାର୍ଟିର ମୁଖ୍ୟ ଅଭିଜିତ ଦୀପକେ ଆନ୍ଦୋଳନକାରୀମାନଙ୍କୁ ଏକ ଅନୁରୋଧ କରିଛନ୍ତି। ସେ କହିଛନ୍ତି ଯେ ଯଦି ସେ ଆଜି ଜନ୍ତର-ମନ୍ତରରେ ଦେଖା ନ…

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ଆଉ ଦରକାର ପଡ଼ିବନି LPG ସିଲିଣ୍ଡର! ଏଣିକି ଇଥାନଲରେ ହେବ ରୋଷେଇ, ହେଲେ କିଣିବାକୁ ପଡିବ ନୂଆ ଚୁଲା

ନୂଆଦିଲ୍ଲୀ,୨୩।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ କରିବା ପରେ, କେନ୍ଦ୍ର ସରକାର ଏବେ ଏହି ଜୈବ ଇନ୍ଧନ (biofuel) ର ଅନ୍ୟ ଏକ ବଡ଼ ବ୍ୟବହାର ଆପଣଙ୍କ ରୋଷେଇ…

କେନ୍ଦ୍ର ସରକାର ବଢାଇଲେ ମହଙ୍ଗା ଭତ୍ତା: ଏହିସବୁ କର୍ମଚାରୀଙ୍କ ବଢ଼ିବ ଦରମା

ନୂଆଦିଲ୍ଲୀ,୨୩।୭: ଦେଶର ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଜୁଲାଇ ମାସରେ ହେବାକୁ ଥିବା ମହଙ୍ଗା ଭତ୍ତା (DA) ବୃଦ୍ଧିକୁ ଅପେକ୍ଷା କରିଛନ୍ତି। ସେମାନେ ମହଙ୍ଗା ଭତ୍ତାରେ ୨…

ଫୋକସରେ ପୌର -ପଞ୍ଚାୟତ ନିର୍ବାଚନ: ତାମ୍ପରାରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ, ମିଶିକି ନେଲେ ଏହି ଶପଥ

ଛତ୍ରପୁର, ୨୩।୭ (ଦିଲ୍ଲୀପ ସାମଲ/ ଦ୍ୱାରିକାପଟ୍ଟନାୟକ): ଆଗାମୀ ପୌର ଓ ପଞ୍ଚାୟତ ନିର୍ବାଚନକୁ ସାମ୍ନାରେ ରଖି ଛତ୍ରପୁର ନିର୍ବାଚନମଣ୍ଡଳୀରେ ସଂଗଠନକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ବିଜୁ…

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର, ୨୩।୭: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛି। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ…

ପରିତ୍ୟକ୍ତ ଅବସ୍ଥାରେ ଦାରିଙ୍ଗବାଡିର ଏକମାତ୍ର ଯାତ୍ରୀ ବିଶ୍ରାମାଗାର: ଭାଙ୍ଗି ଗଲାଣି ଗେଟ୍‌

ଦାରିଙ୍ଗବାଡି,୨୨।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ରହିଥିବା ଏକ ମାତ୍ର ବିଶ୍ରାମାଗାର ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁତ୍ତିମୟ ଗନ୍ଧରେ ନାକ ଫାଟି ଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri