ଗ୍ୟାସ୍‌ ଚୁଲାରୁ ନିଆଁ ଲାଗି ମହିଳା ଗୁରୁତର

ରାୟଗଡ଼ା ଅଫିସ,୨୩।୧: ରାୟଗଡ଼ା ଥେରୁବାଲି ଝୁପୁଡ଼ି ସାହିର ପରଦେଶୀ ନନ୍ଦଙ୍କ ସ୍ତ୍ରୀ ଲଳିତା ଲଳିତା ଗୁରୁବାର ସକାଳେ ରୋଷେଇ କରିବା ସମୟରେ ଗ୍ୟାସ ଚୁଲାର ପାଇପ ଅଲଗା ହୋଇଯାଇଥିଲା। ସେଥିରୁ ନିଆଁ ବାହାରି ଲଳିତାଙ୍କ ଶରୀରର ଅର୍ଦ୍ଧାଧିକ ଅଂଶ ପୋଡ଼ିଯାଇଛି। ପରିବାର ଲୋକେ ତାଙ୍କୁ ରାୟଗଡ଼ାସ୍ଥିତ ଏକ ନର୍ସିଂହୋମ୍‌ରେ ଭର୍ତ୍ତି କରାଇଛନ୍ତି। ତେବେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର ପାଇଁ ଡାକ୍ତର ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡ ଭୟ

ଆମ ସମାଜରେ ଦେଖାଯାଏ, ଅନେକେ ଅଭ୍ୟାସଗତ ଆଇନ ଭଙ୍ଗକାରୀ। ଛେପ ପକାଇବାକୁ ଯେଉଁଠି ବାରଣଥିବ, ସେଠାରେ ହିଁ ସେମାନେ ଛେପ ପକାଇବେ। କିନ୍ତୁ ତା’ ପାଖରେ...

ଡେଙ୍ଗୁକୁ ନେଇ ଜଗତ୍‌ସିଂହପୁରରେ ବଢୁଛି ଭୟ

ଜଗତ୍‌ସିଂହପୁର ଅଫିସ,୨।୮: କରୋନା ସଂକ୍ରମଣକୁ ନେଇ ଜିଲାବାସୀ ଚିନ୍ତାରେ ଥିବାବେଳେ ଏବେ ଡେଙ୍ଗୁ ଭୟର ବାତାବରଣ ସୃଷ୍ଟି କରିଛି। ଏଥିମଧ୍ୟରେ ଜିଲାରେ ୯ ଜଣ ଡେଙ୍ଗୁ...

ଅସୁରକ୍ଷିତ ଶିଆଳି ଭିୟୁ ଟାୱାର

ଏରସମା, ୮।୧ (ସ୍ବ.ପ୍ର.):ଜଗତ୍‌ସିଂହପୁର ଜିଲାର ଅନ୍ୟତମ ମୁଖ୍ୟ ପର୍ଯ୍ୟଟନସ୍ଥଳୀ ତଥା ଏରସମା ବ୍ଲକ ଅଧୀନ ପଦ୍ମପୁର ପଞ୍ଚାୟତସ୍ଥିତ ଶିଆଳି ସମୁଦ୍ର ବେଳାଭୂମି ନିକଟରେ ଥିବା ଭିୟୁ...

ସିଆରସିସି ନିଯୁକ୍ତିରେ ବିଳମ୍ବ: ପିଲାଙ୍କ ପାଠପଢ଼ା ଦିଗହରା

ନାଉଗାଁ,୬ା୬(ସ୍ବ.ପ୍ର): ବ୍ଲକ ଗୁଡ଼ିକରେ ଥିବା ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଓ ଶିକ୍ଷାଦାନ ଆଦିକୁ ସୁଚାରୁ ରୂପେ ସମ୍ପାଦନ କରିବା ପାଇଁ...

ଅଣ୍ଡା ଯୋଗାଣରେ ଅନିୟମିତତା ନେଇ ଦିଗପହଣ୍ଡି ସିଡିପିଓଙ୍କ ବଦଳି

ଦିଗପହଣ୍ଡି,୨୫।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସିଡିପିଓ ଯଶୋବନ୍ତି ସାହୁଙ୍କୁ ହଠାତ୍‌ ବଦଳି କରାଯାଇ। ରବିବାର ସନ୍ଧ୍ୟାରେ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଏ ନେଇ ନିର୍ଦ୍ଦେଶନାମା ପ୍ରକାଶ...

CORONAVIRUS UPDATE: ଗଞ୍ଜାମରେ କରୋନା ଆକ୍ରାନ୍ତ ସଂଖ୍ୟା ୧୦୦ ଟପିଲା

ଭୁବନେଶ୍ୱର,୧୦।୫:(ବ୍ୟୁରୋ)- ଗଞ୍ଜାମ ଜିଲ୍ଲାରେ କରୋନା ତାଣ୍ଡବ ରଚିଛି। ରବିବାର ଜିଲାରେ୨୯ ପଜିଟିଭ ଚିହ୍ନଟ ହେବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮ରେ ପହଞ୍ଚିଛି। ରାଜ୍ୟରେ କରୋନା ଆକ୍ରାନ୍ତ...

ସ୍ପେଶାଲ ସ୍କ୍ବାଡ୍‌ର ଚଢ଼ାଉ:ଜବତ ହେଲା ୭ ପେଟି ସିରପ୍‌

ଅନୁଗୋଳ ଅଫିସ, ୨୨ା୧୦ ନିଶା କବଳରେ ପଡ଼ିଥିବା ଯୁବପିଢ଼ି ଏବେ କଫ୍‌ ସିରପ୍‌କୁ ନିଶା ପାନୀୟ ଭାବେ ବ୍ୟବହାର କରୁଛନ୍ତି। ଫଳରେ ଅନୁଗୋଳ ସହରରେ ଏପରି...

ଗନ୍ଧମାର୍ଦ୍ଦନ ଖଣି ପରିସରରେ ଦୁର୍ଘଟଣା: ଟ୍ରକ ଚାଳକ ମୃତ, କ୍ଷତିପୂରଣ ଦାବିରେ ଓଏମ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ

କେନ୍ଦୁଝର,୧୬।୭(ସ୍ବ.ପ୍ର.):କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଶୁଆକାଠି ଗନ୍ଧମାର୍ଦ୍ଦନ ଖଣି ପରିସରରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏଥିରେ ଗାଡି ଚାଳକ ତଥା ଟ୍ରକ ମାଲିକଙ୍କ...

Advertisement
Archives

Model This Week